ପୂର୍ବତନ ସରପଞ୍ଚଙ୍କ ଭାଇଙ୍କୁ ମରଣାନ୍ତକ ଆକ୍ରମଣ

ଆନନ୍ଦପୁର,୪।୨(ଡି.ଏନ୍‌.ଏ): ରାସ୍ତାରେ ଠିଆ ହୋଇଥିବା ବେଳେ ରାମଚନ୍ଦ୍ରପୁର ଥାନା ଅଧୀନ ଗଡ଼ବାନ୍ଧୋଗଡ଼ା ପଞ୍ଚାୟତର ପୂର୍ବତନ ସରପଞ୍ଚଙ୍କ ଭାଇ ସନ୍ତୋଷ ବିଶ୍ୱାଳଙ୍କୁ ଶନିବାର ମରଣାନ୍ତକ ଆକ୍ରମଣ କରାଯାଇଛି। ଗୁରୁତର ଅବସ୍ଥାରେ ତାଙ୍କୁ ଆନନ୍ଦପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
ମିଳିଥିବା ସୂଚନା ମୁତାବକ, ଶନିବାର ସକାଳେ ଗାଁ ରାସ୍ତାରେ ସନ୍ତୋଷ ଠିଆ ହୋଇଥିଲେ। ସେତିକିବେଳେ ଗାଁର ଦୁଇ ଜଣ ବ୍ୟକ୍ତି ରାଜନୈତିକ ଶତ୍ରୁତାକୁ ନେଇ ତାଙ୍କ ଉପରେ ଆକ୍ରମଣ କରିଥିଲେ। ଏନେଇ ସନ୍ତୋଷ ଚିତ୍କାର କରିଥିଲେ। ପାଟି ଶୁଣି ସ୍ଥାନୀୟ କିଛି ଲୋକ ତାଙ୍କୁ ଉଦ୍ଧାର କରି ଆନନ୍ଦପୁର ମେଡିକାଲରେ ଭର୍ତ୍ତି କରିଥିଲେ। ଖବର ପାଇ ରାମଚନ୍ଦ୍ରପୁର ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅବସର ନେବେ ଗଡ଼କରୀ! ଦେଲେ ଏମିତି ବୟାନହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ନାଗପୁର ଜିଲାର କାଟୋଲ ଅଞ୍ଚଳର ପାରାଡସିଙ୍ଗାରେ ଆୟୋଜିତ ଏକଲବ୍ୟ ଏକଲ ବିଦ୍ୟାଳୟର ଶିକ୍ଷକ ଏବଂ ପର୍ଯ୍ୟବେକ୍ଷକଙ୍କ ପାଇଁ ଏକ ତାଲିମ ଅଧିବେଶନରେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀ…

ଗୁଣିଆଙ୍କ ଔଷଧ ଖାଇ ଚାଲିଗଲା ନିଃସନ୍ତାନ ଦମ୍ପତିଙ୍କ ଜୀବନ

ଫୁଲବାଣୀ,୨୫।୮: କନ୍ଧମାଳ ଜିଲା ଗୋଚ୍ଛାପଡ଼ା ଥାନା ନେଡ଼ିପଙ୍ଗାରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗୁଣିଆଙ୍କ ନିକଟରୁ ଔଷଧ ଖାଇ ନିଃସନ୍ତାନ ଦମ୍ପତିଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି।…

ବୈଭବ ସୂର୍ଯ୍ୟବଂଶୀ ତାଙ୍କ ଜର୍ସିର ପ୍ରକୃତ ନମ୍ବର କାହିଁକି ଲୁଚାଇ ଦେଇଥିଲେ? ଯାହା ପାଲଟିଲାଣି ଆଲୋଚନାର ବିଷୟ

ନୂଆଦିଲ୍ଲୀ,୨୫।୮: ସମସ୍ତଙ୍କ ନଜର ଏବେ ଭାରତର ଯୁବ ତାରକା, 15 ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ଉପରେ। ଏହି ଯୁବ ବ୍ୟାଟସମ୍ୟାନ ତାଙ୍କର ବିସ୍ଫୋରକ ବ୍ୟାଟିଂ ଶୈଳୀ ମାଧ୍ୟମରେ…

ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର: ଛାତ୍ରୀଛାତ୍ରଙ୍କ ମଧ୍ୟରେ ବୃଦ୍ଧି ପାଉଛି ଆଗ୍ରହ

ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମଙ୍ଗଳବାର ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର ଅନୁଷ୍ଠିତ…

ବ୍ୟବସାୟୀଙ୍କ ଘରୁ ଚୋରି ଘଟଣାରେ ୬ ଗିରଫ: ସୁନା-ରୁପା ଜବତ

କେସିଙ୍ଗା,୨୫।୮(ତୁମେଶ୍ୱର ସାହୁ) : କେସିଙ୍ଗା ସହର ୱାର୍ଡ ନଂ-୩ର ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତ ଜୁଲାଇ ୨୧ ତାରିଖରେ ତାଲା ଭାଙ୍ଗି ସୁନା, ରୁପା ଓ…

ପନିର ଅପମିଶ୍ରଣ ନେଇ କଟକରେ ରେଡ୍‌ ପରେ ଏବେ ପାହାଳ ପାଳି: ମିଠା କିଣୁଥିଲେ ଜାଣି ରଖନ୍ତୁ….

ଭୁବନେଶ୍ୱର,୨୫।୮: ପାର୍ବଣ ପୂର୍ବରୁ ରାଜଧାନୀ ଭୁବନେଶ୍ୱରରେ ଛେନା ଓ ପନିରର ଗୁଣବତ୍ତାକୁ ନେଇ ଚିନ୍ତା ବଢ଼ିଛି। ନକଲି ଓ ଅପମିଶ୍ରିତ ଛେନା-ପନିର ବିକ୍ରି ଅଭିଯୋଗକୁ ନେଇ BMC…

ସ୍ବାମୀଙ୍କ ଆଗରେ ଚାଲିଗଲା ସାବିତ୍ରୀଙ୍କ ଜୀବନ: ନାତୁଣୀ ଜନ୍ମଦିନ ସାରି ଫେରୁଥିବାବେଳେ ଘଟିଲା…

ତାଳଚେର,୨୫।୮(ମନୋଜ ନନ୍ଦ): ଅନୁଗୋଳ ଜିଲା ତାଳଚେର ଚାଇଁପାଳ ଓଭର ବ୍ରିଜ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଠାରେ ଏକ ସ୍କୁଟିକୁ ଧକ୍କା ଦେଇଛି ଟ୍ରକ।…

ଚମକିଲେ ବୈଭବ ସୂର୍ଯ୍ୟବଂଶୀ; ଗୋଟିଏ ଓଭରରେ କଲେ ଏମିତି କାମ, ଚାହିଁକି ରହିଗଲେ…

ନୂଆଦିଲ୍ଲୀ,୨୫।୮: ବେଙ୍ଗାଲୁରୁସ୍ଥିତ BCCI ସେଣ୍ଟର ଅଫ୍ ଏକ୍ସିଲେନ୍ସରେ ଚାଲିଥିବା ଦୁଲୀପ ଟ୍ରଫିର କ୍ୱାର୍ଟରଫାଇନାଲ୍ ମ୍ୟାଚ୍‌ରେ ଇଷ୍ଟ ଜୋନ୍ ପକ୍ଷରୁ ଦମଦାର ବୋଲିଂ କରିଛନ୍ତି ୧୫ ବର୍ଷୀୟ ବୈଭବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri