ହୋଲିରେ ଫାଣ୍ଡି ଅଧିକାରୀଙ୍କୁ ଆକ୍ରମଣ

କଟକସଦର,୨୯।୩: ହୋଲିରେ ଚୋରାରେ ମଦ ବିକ୍ରି ହେଉଥିବା ଖବର ପାଇଁ ୪୨ ମୌଜା ଫାଣ୍ଡି ଅଧିକାରୀ କୃପାସିନ୍ଧୁ ବରାଡ଼ ଝାରକଟା ଗ୍ରାମରେ ଚଢାଉ କରିଥିଲେ। ସେତିକିବେଳେ ଚୋରାମଦ ବିକ୍ରେତା ଓ ତାଙ୍କ ସ୍ତ୍ରୀଙ୍କ ସମେତ ପରିବାରର ଅନ୍ୟ ଲୋକମାନେ ବ୍ଲେଡ୍‌ରେ ପୋଲିସ କର୍ମଚାରୀଙ୍କୁ ଆକ୍ରମଣ କରିଥିଲେ। ଏଥିରେ ପୋଲିସ ଏସ୍‌ଆଇ ତଥା ଫାଣ୍ଡି ଅଧିକାରୀ ବରାଡ଼ଙ୍କ ୨ ହାତରେ ଆଘାତ ଲାଗିଛି। ଅନ୍ୟପକ୍ଷେ ପୋଲିସ ୩ଜଣଙ୍କୁ ଥାନାକୁ ଆଣି ପଚରାଉଚୁରା କରୁଛି। ପୋଲିସ ଏକ ମାମଲା ରୁଜୁ କରି ଘଟଣାର ଅଧିକ ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚର୍ଚ୍ଚାରେ ସମାନ୍ତରାଳ ପ୍ରାର୍ଥୀ ଚୟନ

ପୁରୀ ଅଫିସ,୧୮।୧: ପଞ୍ଚାୟତ ନିର୍ବାଚନ ତାରିଖ ଘୋଷଣା ହେବା ପରେ ପୁରୀ ରାଜନୈତିକ ପାଣିପାଗ ଉଷ୍ମ ହେବାରେ ଲାଗିଛି। ରାଜନୈତିକ ଦଳଗୁଡ଼ିକ ପ୍ରାର୍ଥୀ ଚୟନରେ ଲାଗିପଡ଼ିଛନ୍ତି।...

୩୦ ମିଟର ନୂଆ ମାଟିବନ୍ଧ ଅତଡ଼ା ଧସିଲା

ମହାକାଳପଡ଼ା,୧୬ା୭(ଡି.ଏନ୍‌.ଏ.):କେନ୍ଦ୍ରାପଡ଼ା ଜିଲା ମହାକାଳପଡା ବ୍ଲକ ଅଧୀନ ରାମନଗର ପଞ୍ଚାୟତ ବାହାକୁଦ ଗ୍ରାମ ସଂଲଗ୍ନ ମହାନଦୀର ସାମୁଦ୍ରିକ ଜୁଆର କୂଳ ଲଙ୍ଘିବାରେ ଲାଗିଛି। ଲୁଣା ଘେରିବନ୍ଧ, ଚଳିତବର୍ଷ...

ରାତିରେ ପାଟ୍ରୋଲିଂ ବେଳେ ବାଉଁଶ ବୋଝେଇ ମିନିଟ୍ରକ୍‌ ଜବତ

ଓଡ଼ଗାଁ,୧।୧୨(ସ୍ବ.ପ୍ର.): ନୟାଗଡ଼ ଜିଲା ଓଡ଼ଗାଁ ବନାଞ୍ଚଳ କର୍ମଚାରୀମାନେ ଶନିବାର ରାତିରେ ପାଟ୍ରୋଲିଂ କରୁଥିବା ବେଳେ ଚେମେଡୀ -ସୁନୁସୁନିଆ ରାସ୍ତାରୁ ଏକ କଣ୍ଟା ବାଉଁଶ ବୋଝେଇ ମିନିଟ୍ରକ୍‌...

ଜୟନ୍ତୀ ସମାରୋହରେ ମତ: ଭକ୍ତି-ସାହିତ୍ୟର ଭାବମୟ ସ୍ରଷ୍ଟା ଦୀନକୃଷ୍ଣ

ଢେଙ୍କାନାଳ ଅଫିସ, ୧୯।୫- ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ ଏକଘରିଆ ଗ୍ରାମସ୍ଥିତ ଶରଣ ଶ୍ରୀକ୍ଷେତ୍ରରେ ଶନିବାର ଭକ୍ତକବି ଦୀନକୃଷ୍ଣ ଦାସଙ୍କ ଜୟନ୍ତୀ ଉତ୍ସବ ପାଳିତ ହୋଇଯାଇଛି।...

ଟଳିଲା ଜମ୍ଭୀରା ବିପଦ -ବନ୍ୟାଞ୍ଚଳ ବୁଲିଲେ ବିଜେଡି ରାଜ୍ୟ ସମ୍ପାଦକ

ବାରିପଦା ଅଫିସ,୨୪ା୯- ଲଗାଣ ବର୍ଷାରେ ମୟୂରଭଞ୍ଜ ଜିଲା ଦେଇ ପ୍ରବାହିତ ଜମ୍ଭୀରା ନଦୀ ଓ ମହାନ୍ତି ନାଳରେ ସୃଷ୍ଟି ହୋଇଥିବା ବନ୍ୟା ବିପଦ ଟଳିଛି। ଉପରମୁଣ୍ଡରେ...

ବୋହୂଙ୍କୁ ପୋଡ଼ି ହତ୍ୟା: ଜେଲ ଗଲେ ସ୍ବାମୀଙ୍କପୁରା ପରିବାର

ରେଢାଖୋଲ,୧୬ା୨: ବୋହୂଙ୍କୁ ନିର୍ଯାତନା ଦେଇ ପୋଡ଼ି ହତ୍ୟା କରିବା ଘଟଣାରେ ରେଢାଖୋଲ ପୋଲିସ ଶାଶୁ, ନଣନ୍ଦ ଓ ସ୍ବାମୀଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।...

ଯୋବ୍ରା ବ୍ୟାରେଜ୍‌ରେ ଏକ ହାତୀର ମୃତଦେହ ଠାବ

କଟକ ଅଫିସ, ୨୬।୯: କଟକ ଯୋବ୍ରା ବ୍ୟାରେଜରେ ଏକ ହାତୀର ମୃତଦେହ ରବିବାର ଠାବ କରାଯାଇଛି। ବ୍ୟାରେଜର ଗୋଟିଏ ଗେଟ ଦେଇ ପାଣି ଯାଉଥିବା ବେଳେ...

ମାଲକାନଗିରି ଜିଲାରେ ଆଉ ଜଣେ କରୋନା ପଜିଟିଭ୍‌ ଚିହ୍ନଟ: ଆକ୍ରାନ୍ତଙ୍କ ସଂଖ୍ୟା ୪୯କୁ ବୃଦ୍ଧି

ମାଲକାନଗିର,୧୯।୬(ଡି.ଏନ୍‌.ଏ.): ମାଲକାନଗିରି ଜିଲାରେ ଶୁକ୍ରବାର ଆଉ ଏକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୯କୁ ବୃଦ୍ଧି...

Advertisement
Archives

Model This Week