ଲକର ଚାବି ନ ଦେବାରୁ ସୁନା ଦୋକାନୀଙ୍କୁ ଆକ୍ରମଣ

ଆସିକା, ୧୬ା୧୨ (ଡି.ଏନ.ଏ): ଆସିକା ଏନ୍‌ଏସି ଅର୍ନ୍ତଗତ ବଜାରସାହିରେ ଥିବା ମହାଲକ୍ଷ୍ମୀ ଜୁଏଲର୍ସର ମାଲିକ ପ୍ରଭାକର ପାତ୍ର ଓ ତାଙ୍କ ଝିଅଙ୍କୁ ଗୁରୁବାର ରାତି ପ୍ରାୟ ୮ଟା ସମୟରେ ୪ଜଣ ଦୁର୍ବୃତ୍ତ ଆକ୍ରମଣ କରିଛନ୍ତି। ଉଭୟଙ୍କୁ ଗୁରୁତର ଅବସ୍ଥାରେ ଆସିକା ସରକାରୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ପରେ ପ୍ରଭାକରଙ୍କୁ ବ୍ରହ୍ମପୁର ବଡ଼ମେଡିକାଲକୁ ପଠାଇ ଦିଆଯାଇଛି। ଆସିକା ଥାନା ଅଧିକାରୀ ପ୍ରଶାନ୍ତ କୁମାର ସାହୁ, ଏସ୍‌ଡିପିଓ ଉମାଶଙ୍କର ସିଂ ଘଟଣା ସ୍ଥଳରେ ପହଞ୍ଚତ୍ ତଦନ୍ତ ଚଲାଇଛନ୍ତି। ପ୍ରକାଶ ଯେ, ପ୍ରଭାକର ଅଳଙ୍କାର ଦୋକାନ ବନ୍ଦ କରି ଘର ଭିତରକୁ ଯାଉଥିବା ବେଳେ ୪ ଜଣ ମୁଖାପିନ୍ଧା ଯୁବକ ଘର ଭିତରେ ଧସେଇ ପଶିଥିଲେ। ସେମାନେ ପ୍ରଭାକରଙ୍କୁ ଲକର ଚାବି ମାଗିଥିଲେ। ସେ ନ ଦେବାରୁ ତାଙ୍କୁ ଧାରୁଆ ଅସ୍ତ୍ରରେ ଆକ୍ରମଣ କରିଥିଲେ। ଏହା ଦେଖି ତାଙ୍କ ଝିଅ ପାଟି କରିବାରୁ ତାଙ୍କୁ ମଧ୍ୟ ଆକ୍ରମଣ କରି ଦୁଇଟି ମୋବାଇଲ ଓ ଲାପ୍‌ଟପ ନେଇ ଫେରାର ହୋଇଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଖିଳଙ୍କ ପ୍ରାର୍ଥିତ୍ୱକୁ ବିରୋଧ କଲା ଭାଜପାର ଆଉ ଏକ ଗୋଷ୍ଠୀ

ପାଟଣା,୨୦ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବୈତରଣୀ ନଦୀକୂଳ ଧାନବେଣୀ ପାର୍ଶ୍ୱରେ ଶନିବାର ପାଟଣା ଭାଜପା ନିର୍ବାଚନ ମଣ୍ଡଳୀସ୍ତରୀୟ ନିଷ୍ପତ୍ତି ସାମାବେଶ ଅନୁଷ୍ଠିତ ହୋଇଛି। ସୂଚନାଯୋଗ୍ୟ,...

ଏଣିକି ଟ୍ରାଫିକ୍‌ ପୋଲିସ ପିନ୍ଧିବେ AC ହେଲ୍‌ମେଟ୍‌

ଭୁବନେଶ୍ୱର,୨୦ା୪: ପ୍ରଚଣ୍ଡ ଖରାରୁ ରକ୍ଷା ପାଇବା ପାଇଁ କମିଶନରେଟ୍‌ ପୋଲିସରେ କାର୍ଯ୍ୟରତ ସମସ୍ତ ଟ୍ରାଫିକ୍‌ କର୍ମଚାରୀ ଏଣିକି ଏସି ବା ଏୟାର କଣ୍ଡିଶନ ହେଲ୍‌ମେଟ୍‌ ପିନ୍ଧିବେ।...

ମହାନଦୀ ବୋଟ୍‌ ଟ୍ରାଜେଡି: ମିଳିଲା ଆଉ ଜଣଙ୍କ ମୃତଦେହ

ଝାରସୁଗୁଡା,୨୦।୪: ମହାନଦୀ ଡଙ୍ଗାବୁଡି ଘଟଣାରେ ଆଉ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି। ଏହାକୁ ମିଶାଇ ମୋଟ ୮ ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି। ଆଜି...

ଅସମ୍ଭାଳ ତାତି, ଅଂଶୁଘାତରେ ୨୮ ଆକ୍ରାନ୍ତ ଡାକ୍ତଖାନାରେ ଭର୍ତ୍ତି

ସୁନ୍ଦରଗଡ,୨୦।୪: ଅସମ୍ଭାଳ ହେଲାଣି ତାତି। ଆଉ ବଢ଼ିବାରେ ଲାଗିଛି ରାଜ୍ୟରେ ଅଂଶୁଘାତ ଆକ୍ରାନ୍ତଙ୍କ ସଂଖ୍ୟା। ସୁନ୍ଦରଗଡରେ ଅଂଶୁଘାତ ଆକ୍ରାନ୍ତଙ୍କ ସଂଖ୍ୟା ୨୮ରେ ପହଞ୍ଚିଛି। ପିଏଚସିରୁ ଜିଲା...

ବିଜେଡି ପ୍ରାର୍ଥୀ ଘୋଷଣା ପରେ ବଡ଼ ବୟାନ ଦେଲେ ପ୍ରସନ୍ନ ପାଟ୍ଟଶାଣୀ

ଭୁବନେଶ୍ୱର,୨୦।୪: ବିଧାନସଭା ନିର୍ବାଚନ ପାଇଁ ବିଜେଡି ଷଷ୍ଠ ପ୍ରାର୍ଥୀ ତାଲିକା ଶନିବାର ଘୋଷଣା କରିଛି। ଦଳ ଚିଲିକାରୁ ରଘୁନାଥ ସାହୁଙ୍କୁ ପ୍ରାର୍ଥୀ କରିଛି। ତେବେ ଚିଲିକା...

ବଡଚଣାରୁ ଲଢିବେ ବର୍ଷା, କେଉଁଠୁ ଲଢିବେ ଅନୁଭବ?

ଭୁବନେଶ୍ୱର,୨୦।୪: ବିଜେଡି ଷଷ୍ଠ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଯେଉଁଥିରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ସରପ୍ରାଇଜ କ୍ୟାଣ୍ଡିଡେଟ୍‌ ଭାବେ ବର୍ଷା ପ୍ରିୟଦର୍ଶିନୀଙ୍କୁ...

ଏହି ୨ ବିଧାୟକଙ୍କୁ ମିଳିଲାନି ଟିକେଟ୍‌

ଭୁବନେଶ୍ୱର,୨୦।୪: ବିଧାନସଭା ନିର୍ବାଚନ ପାଇଁ ବଜେଡି ଷଷ୍ଠ ପ୍ରାର୍ଥୀ ତାଲିକା ଶନିବାର ଘୋଷଣା କରିଛି। ପ୍ରାର୍ଥୀ ଘୋଷଣାରେ ଚମ୍ପୁଆ ବିଧାୟକ ମିନାକ୍ଷୀ ମହାନ୍ତ ଏବଂ ଆନନ୍ଦପୁର...

ବିଜେଡି ଷଷ୍ଠ ପ୍ରାର୍ଥୀ ତାଲିକା: ୫ ବିଧାୟକଙ୍କ କଟିଲା ଟିକେଟ୍‌

ଭୁବନେଶ୍ୱର,୨୦।୪: ବିଜେଡିର ଷଷ୍ଠ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ଆଜି ଟିକେଟ ଘୋଷଣା କରି ସମସ୍ତଙ୍କୁ ଚମକାଇ ଦେଇଛନ୍ତି। ତାଲିକାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri