ଭାରତୀୟ ଉଚ୍ଚାୟୁକ୍ତ ଉପରେ ଆକ୍ରମଣ ଗ୍ରହଣୀୟ ନୁହେଁ : ବ୍ରିଟେନ ବିଦେଶ ସଚିବ…

ଲଣ୍ଡନ,୨୩।୩ : ଭାରତରେ ୱାରିସ ପଞ୍ଜାବ ଡେ ସଂଗଠନର ଜାଠେଦର ଖାଲିସ୍ତାନୀ ଅମୃତପାଲ ସିଂଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଚାଲିଛି। ଏହି କାର୍ଯ୍ୟ ଦ୍ୱାରା ଖାଲିସ୍ତାନର ସମର୍ଥକମାନେ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ଖାଲିସ୍ତାନୀ ସମର୍ଥକମାନେ ବ୍ରିଟେନ, ଅଷ୍ଟ୍ରେଲିଆ, ଆମେରିକା, କାନାଡା ସମେତ ଅନେକ ଦେଶରେ ଭାରତୀୟ ଦୂତାବାସ ଉପରେ ଆକ୍ରମଣ କରିଥିଲେ।

ଭାରତୀୟ ଉଚ୍ଚାୟୁକ୍ତ ଉପରେ ହୋଇଥିବା ଆକ୍ରମଣ ଉପରେ ବ୍ରିଟିଶ ବୈଦେଶିକ ସଚିବ ଜେମ୍ସ କ୍ଲେଭରଲି ପ୍ରତିକ୍ରିୟା ଦେଇଛନ୍ତି। ଗୁରୁବାର ଦିନ ଏକ ବିବୃତ୍ତିରେ ସେ ଖାଲିସ୍ତାନୀଙ୍କ ଆକ୍ରମଣ ଗ୍ରହଣୀୟ ନୁହେଁ ବୋଲି କହିଛନ୍ତି।

ସେ କହିଛନ୍ତି ଯେ ଲଣ୍ଡନରେ ଥିବା ଭାରତୀୟ ଉଚ୍ଚ ଆୟୋଗର କର୍ମଚାରୀଙ୍କ ପ୍ରତି ହେଉଥିବା ହିଂସା ଗ୍ରହଣୀୟ ନୁହେଁ ଏବଂ ମୁଁ ହାଇ କମିଶନର ବିକ୍ରମ ଦୋରାଇସ୍ବାମୀଙ୍କୁ ଏହି ଘଟଣା ସମ୍ପର୍କରେ ସୂଚନା ଦେଇଛି। ପୋଲିସର ତଦନ୍ତ ଚାଲିଛି ଏବଂ ଆମେ ଲଣ୍ଡନରେ ଭାରତ ହାଇ କମିଶନ ଏବଂ ଦିଲ୍ଲୀରେ ଭାରତ ସରକାରଙ୍କ ସହ ଯୋଗାଯୋଗରେ ଅଛୁ।


Enter your email to get our daily news in your inbox.

All Right Reserved By Dharitri.Com

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

ବାର୍‌ରେ ବନ୍ଧୁକଧାରୀଙ୍କ ଗୁଳିମାଡ଼

ଜୋହାନ୍ସବର୍ଗ,୨୧ା୧୨: ଦକ୍ଷିଣ ଆଫ୍ରିକାର ଏକ ବାର୍‌ରେ ଗୁଳିକାଣ୍ଡ ଘଟି ୯ ଜଣଙ୍କ ମୃତ୍ୟୁ ହେବା ସହ ଅନ୍ୟ ୧୦ ଜଣ ଆହତ ହୋଇଛନ୍ତି। ଜୋହାନ୍ସବର୍ଗଠାରୁ ପଶ୍ଚିମରେ...

ମୁହାଁମୁହିଁ ଧକ୍କା ହେଲା ବୋଲେରୋ-କାର୍, ରାସ୍ତାରେ ଦେଖାଗଲା…

ବଲାଙ୍ଗିର,୨୧/୧୨ (ସୁନିଲ ମହାନ୍ତି): ବଲାଙ୍ଗିର ସହର ସଦର ବ୍ଳକ ଛକ ନିକଟରେ ଏକ ବୋଲେରୋ ଓ କାର୍ ମୁହାଁ ମୁହଁ ଧକ୍କା ହୋଇଥଲା । ଦୁଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri