ଇରାନ ଜାହାଜ ଉପରେ ବଡ଼ ଆକ୍ରମଣ: ୧୦୦ରୁ ଅଧିକ ନିଖୋଜ, ୭୮ ଆହତ

କଲମ୍ବୋ,୪ା୩: ବୁଧବାର ଶ୍ରୀଲଙ୍କାର ଦକ୍ଷିଣ ଉପକୂଳ ସମୁଦ୍ରରେ ଏକ ଜରୁରୀକାଳିନ ପରିସ୍ଥିତି ସୃଷ୍ଟି ହୋଇଛି। ଅଧିକାରୀଙ୍କ ଅନୁଯାୟୀ, ଏକ ଇରାନୀ ଜାହାଜ ଉପରେ ସନ୍ଦେହଜନକ ବୁଡ଼ାଜାହାଜ ଆକ୍ରମଣ ପରେ ୧୦୧ ଜଣ  ନିଖୋଜ ଅଛନ୍ତି। ଏହା ବ୍ୟତୀତ ୭୮ ଜଣ ଆହତ ହୋଇଛନ୍ତି। ରଏଟର୍ସ ଦ୍ୱୀପ ରାଷ୍ଟ୍ରର ନୌସେନା ଏବଂ ପ୍ରତିରକ୍ଷା ମନ୍ତ୍ରଣାଳୟ ସୂତ୍ରରୁ ଜଣାପଡ଼ିଛି।

ପ୍ରତିରକ୍ଷା ମନ୍ତ୍ରଣାଳୟର ଜଣେ ମୁଖପାତ୍ର କହିଛନ୍ତି, ଇରାନୀ ଜାହାଜରୁ ଜରୁରୀକାଳିନ ସୂଚନା ପାଇବା ପରେ ଶ୍ରୀଲଙ୍କା ନୌସେନା ତୁରନ୍ତ ଏହାର ଜାହାଜଗୁଡ଼ିକୁ ପଠାଇଥିଲା। ମୁଖପାତ୍ର ଏହା ମଧ୍ୟ ସ୍ପଷ୍ଟ କରିଛନ୍ତି ଯେ, ନୌସେନା ୩୨ ଜଣ ଆହତ ଲୋକଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରିଛି।

ବୈଦେଶିକ ମନ୍ତ୍ରୀ ବିଜିତା ହେରାଥ ପୂର୍ବରୁ ସଂସଦର ସଦସ୍ୟମାନଙ୍କୁ କହିଥିଲେ ଯେ, ବୁଡ଼ି ଯାଉଥିବା ଜାହାଜର କର୍ମଚାରୀମାନଙ୍କୁ ଚିକିତ୍ସା ପାଇଁ କୂଳକୁ ଅଣାଯାଇଛି। ତଥାପି ସେ ଏହି ଅଭିଯାନ ବିଷୟରେ ଅଧିକ ବିବରଣୀ ପ୍ରଦାନ କରିନାହାନ୍ତି। ସେ କହିଛନ୍ତି, ଶ୍ରୀଲଙ୍କା ଏହି ଘଟଣାରେ ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବ। ବର୍ତ୍ତମାନ, ଜାହାଜର ପରିଚୟ, ଜାହାଜରେ ଥିବା ମୋଟ୍‌ ଲୋକଙ୍କ ସଂଖ୍ୟା କିମ୍ବା କଥିତ ବୁଡ଼ାଜାହାଜ ଆକ୍ରମଣ ପାଇଁ ଦାୟୀ ପକ୍ଷ ସମ୍ପର୍କରେ କୌଣସି ସରକାରୀ ସୂଚନା ଉପଲବ୍ଧ ନାହିଁ।

ଶ୍ରୀଲଙ୍କା ପ୍ରତିରକ୍ଷା ଅଧିକାରୀ ଏବଂ ଇରାନ କର୍ତ୍ତୃପକ୍ଷଙ୍କଠାରୁ ଅଧିକ ସୂଚନା ଅପେକ୍ଷା କରାଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?