ଉତ୍କଳ ବିଶ୍ୱ ବିଦ୍ୟାଳୟରେ ଆଇନ୍‌ ଛାତ୍ରଙ୍କୁ ଅତର୍କିତ ଆକ୍ରମଣ

ଭୁବନେଶ୍ୱର,୧।୯(ବ୍ୟୁରୋ): ପୁଣି ଅଶାନ୍ତ ହୋଇ ଉଠିଛି ଉତ୍କଳ ବିଶ୍ୱ ବିଦ୍ୟାଳୟ। ବୁଧବାର ବିଶ୍ୱ ବିଦ୍ୟାଳୟ କ୍ୟାମ୍ପସ ଭିତରେ ଗାନ୍ଧୀ ପାର୍କ ନିକଟରେ ଜଣେ ଆଇନ ଛାତ୍ରଙ୍କୁ ଜଣେ ପୂର୍ବତନ ଛାତ୍ର ଆକ୍ରମଣ କରିଛନ୍ତି। ଏହାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଆକ୍ରମଣର ଶିକାର ହୋଇଥିବା ଯୁବକ ହେଲେ ବିଶ୍ୱ ବିଦ୍ୟାଳୟ ଲ କଲେଜରେ ପଢୁଥିବା ତୃତୀୟ ବର୍ଷର ଛାତ୍ର ଅଜୟ କୁମାର ପଣ୍ଡା(୨୮)। ସେ ଆହତ ହୋଇ କ୍ୟାପିଟାଲ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।

ଏନେଇ ଶହୀଦନଗର ଥାନାରେ ଅଭିଯୋଗ ହୋଇଛି। ଥାନା ଲ୍ୟାଣ୍ଡଲାଇନକୁ ଯୋଗାଯୋଗ କରିବା ପରେ ଉଭୟ ପକ୍ଷଙ୍କୁ ଆପୋସ ବୁଝାମଣା ପାଇଁ ଗୁରୁବାର ଡକାଯାଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରତ୍ୟାବର୍ତ୍ତନ ଲକ୍ଷ୍ୟରେ ଓଡ଼ିଶା ଜଗରନଟ୍ସ

ଭୁବନେଶ୍ୱର,୧୯ା୮:ଅଲ୍‌ଟିମେଟ ଖୋଖୋ ଲିଗ୍‌ରେ ପ୍ରତ୍ୟାବର୍ତ୍ତନ ଲକ୍ଷ୍ୟରେ ରହିଛି ଓଡ଼ିଶା ଜଗରନଟ୍ସ। ଶୁକ୍ରବାର ପୁଣେର ଶ୍ରୀ ଶିବ ଛତ୍ରପତି ସ୍ପୋଟର୍‌ସ କମ୍ପ୍ଲେକ୍ସରେ ରାଜସ୍ଥାନ ଓ୍ବାରିୟର୍ସ ବିପକ୍ଷରେ ମ୍ୟାଚ୍‌...

ଚିଲିକା ବିଧାୟକଙ୍କ ଅନ୍ତରୀଣ ଜାମିନ ଅବଧି ବଢ଼ିଲା

ଭୁବନେଶ୍ୱର,୪ା୫(ବ୍ୟୁରୋ): ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବଙ୍କ ଅନ୍ତରୀଣ ଜାମିନ ଅବଧି ବଢ଼ିଛି। ସ୍ବାସ୍ଥ୍ୟଗତ କାରଣ ଯୋଗୁ ବୁଧବାର ହାଇକୋର୍ଟ ତାଙ୍କ ଅନ୍ତରୀଣ ଜାମିନ ଅବଧିକୁ ଆଉ...

ଆନ୍ଦୋଳନରୁ ଓହରିଲେ ପାଚିକା ସହାୟିକା

ଭୁବନେଶ୍ୱର,୨୭।୧୨(ବ୍ୟୁରୋ):୧୩ ଦଫା ଦାବି ନେଇ ଦୀର୍ଘଦିନ ଧରି ଆନ୍ଦୋଳନ ଚଳାଇ ଆସୁଥିବା ପାଚିକା ସହାୟିକା ଶେଷରେ ଧାରଣାରୁ ଉଠିଛନ୍ତି। ଦେଢ଼ମାସ ମଧ୍ୟରେ ଦାବି ପୂରଣ କରାଯିବ...

ଟ୍ରାଫିକ ହାବିଲଦାର ଲଳିତ ସମ୍ମାନିତ

ଭୁବନେଶ୍ୱର,୨୧ା୧୦(ବ୍ୟୁରୋ): କଟକରେ କାର୍ଯ୍ୟରତ ଟ୍ରାଫିକ ହାବିଲଦାର ଲଳିତ ମୋହନ ରାଉତଙ୍କୁ ମଙ୍ଗଳବାର ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ ସମ୍ମାନିତ କରିଛନ୍ତି। ୧ହଜାର ଟଙ୍କା ସହ ପ୍ରଶଂସାପତ୍ର...

ଗତବର୍ଷ ଅପେକ୍ଷା ବଢ଼ିଛି ଧାନ ସଂଗ୍ରହ: ଧାର୍ଯ୍ୟ ଲକ୍ଷ୍ୟର ୭୯% ଧାନ ସଂଗ୍ରହ ସରିଛି

ଭୁବନେଶ୍ୱର,୪।୨(ବ୍ୟୁରୋ): ସାରା ରାଜ୍ୟରେ ଚଳିତ ଖରିଫ୍‌ ଧାନ ସଂଗ୍ରହ କାର୍ଯ୍ୟ ପୂର୍ଣ୍ଣମାତ୍ରାରେ ଚାଲିଛି। ଫେବୃୟାରୀ ୩ ତାରିଖ ସୁଦ୍ଧା ରାଜ୍ୟ ସରକାରଙ୍କ ଦ୍ବାରା ୩୯ ଲକ୍ଷ...

ମଧ୍ୟାହ୍ନଭୋଜନ ଡାଲମାରେ ବାହାରିଲା ବିଛା: ବିଇଓଙ୍କୁ ଭେଟିଲେ ଉତ୍ତ୍ୟକ୍ତ ଅଭିଭାବକ

ହିଞ୍ଜିଳିକାଟୁ,୭ା୧(ଡି.ଏନ୍‌.ଏ.)- ହିଞ୍ଜିଳିକାଟୁ ବ୍ଲକ ସାରୁ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ସୋମବାର ସ୍କୁଲ ଛାତ୍ରୀଛାତ୍ରଙ୍କୁ ଦିଆଯାଇଥିବା ଖାଦ୍ୟରେ ବିଛା ବାହାରଥିବା ଅଭିଯୋଗ ହୋଇଛି। ସ୍କୁଲର ଜଣେ...

ଭିଜିଲାନ୍ସ ଜାଲରେ ଭିଜିଲାନ୍ସ ଇନ୍ସପେକ୍ଟର ମାନସୀ ଜେନା

ଭୁବନେଶ୍ୱର,୧୩।୫(ବ୍ୟୁରୋ): ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଜାଲରେ ପଡ଼ିଲେ ଭିଜିଲାନ୍ସ ଅଧିକାରୀ। କଥାଟି ଅଡୁଆ ଲାଗିଲେ ବି ସତ। ସମ୍ବଲପୁର ଡିଭିଜନର ଇନ୍ସପେକ୍ଟର ମାନସୀ ଜେନା...

ପୂର୍ବତନ ଏଜି ଅଶୋକ ମହାନ୍ତିଙ୍କ ବଢ଼ିଲା ଅଡ଼ୁଆ

କଟକ ଅଫିସ,୨୬।୧୦: ପୂର୍ବତନ ଆଡ୍‌ଭୋକେଟ ଜେନେରାଲ ଅଶୋକ ମହାନ୍ତିଙ୍କ ପାଇଁ ବଢ଼ିଛି ଅଡୁଆ। ଅର୍ଥତତ୍ତ୍ୱ ଚିଟ୍‌ଫଣ୍ଡ ମାମଲାରୁ ତାଙ୍କୁ ବାଦ ଦେବାକୁ ସେ କରିଥିବା ଆବେଦନକୁ...

Advertisement
Archives

Model This Week