ବିଧାୟକ ମୋହନ ମାଝିଙ୍କ ଉପରେ ଆକ୍ରମଣ ଘଟଣା: ପ୍ରତିବାଦରେ ଏନ୍‌ଏଚ୍‌ ୪୯ ଅବରୋଧ

କେନ୍ଦୁଝର,୧୨।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ସଦର ବିଧାୟକ ମୋହନ ମାଝିଙ୍କ ଉପରେ ଆକ୍ରମଣ ପ୍ରତିବାଦରେ ଭାଜପା ପକ୍ଷରୁ ମଙ୍ଗଳବାର ବିକ୍ଷୋଭ କରାଯାଇଛି। ଜିଲା ସଭାପତି ଅଂଶୁମାନ ସବୁଜ ମହାନ୍ତ ବର୍ମାଙ୍କ ନେତୃତ୍ୱରେ ସ୍ଥାନୀୟ ଗାନ୍ଧୀଛକଠାରେ ଭାଜପା କର୍ମୀ ରାସ୍ତାରେ ବସି ଆନ୍ଦୋଳନ କରିବା ସହ ଏନ୍‌ଏଚ୍‌ ୪୯ ଅବରୋଧ କରିଛନ୍ତି। ଫଳରେ ଯାତାୟାତ ଠପ୍‌ ହୋଇଯାଇଛି। ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ପୋଲିସ ମୁତୟନ କରାଯାଇଛି। ଏଥିରେ ଜିଲାର ନେତା ଓ କର୍ମୀମାନେ ସାମିଲ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ବଳାତ୍କାର ଘଟଣା: ଅଭିଯୁକ୍ତ କୋର୍ଟଚାଲାଣ

ବ୍ରହ୍ମପୁର ଅଫିସ,୨୫।୪: ଗଞ୍ଜାମ ଜିଲା ସଦର ଥାନା ଅଞ୍ଚଳର ଜନୈକା ନାବାଳିକାଙ୍କୁ ବଳାତ୍କାର କରିଥିବା ଘଟଣାରେ ପୋଲିସ ଅଭିଯୁକ୍ତଙ୍କୁ ଶନିବାର ଗିରଫକରି କୋର୍ଟଚାଲାଣ କରିଛି। ସେ...

ଅମ୍ଫନ୍‌ ବାତ୍ୟା ପ୍ରଭାବ: ବରୀ ପୋଲିସ ପ୍ରଶାସନ ପକ୍ଷରୁ ସ୍ବଚ୍ଛ ଭାରତ କାର୍ଯ୍ୟକ୍ରମ

ରତ୍ନଗିରି,୨୧।୫(ଡି.ଏନ୍‌.ଏ): କରୋନା ସମୟରେ ମହାଯୋଦ୍ଧା ପାଲଟିଥିବା ପୋଲିସ ପ୍ରଶାସନ ଏବେ ଅମ୍ଫନ୍‌ ବାତ୍ୟାରେ ସଫେଇ କାର୍ଯ୍ୟକ୍ରମକୁ ନିଜ ହାତକୁ ନେଇଛି। ଗୁରୁବାର ବରୀ ଗୋଷ୍ଠି ସ୍ବାସ୍ଥ୍ୟକେନ୍ଦ୍ର...

ଉତ୍କେଲାରୁ ଉଡ଼ିବ ବିମାନ

ଭବାନୀପାଟଣା,୨୧।୪(ସ୍ବ.ପ୍ର.): ଦୀର୍ଘଦିନର ପ୍ରତୀକ୍ଷା ପରେ ଆସନ୍ତା ମେ’ ମାସରେ କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଉତ୍କେଲା ବିମାନବନ୍ଦରରୁ ବିମାନ ଉଡ଼ାଣ ଆରମ୍ଭ ହେବ। ଇଣ୍ଡିଆ ୱାନ୍‌...

ଭାଜପାକୁ ଟାର୍ଗେଟ କଲେ ନିରଞ୍ଜନ, ଆକ୍ରମଣ ଘଟଣାରେ ଜଣେ ଅଟକ

କେନ୍ଦୁଝର,୧୮।୧(ସ୍ବ.ପ୍ର.): ରବିବାର କେନ୍ଦୁଝରରେ ହୋଇଥିବା ଆକ୍ରମଣ ଘଟଣାରେ ଟାଉନ ଥାନା ପୋଲିସ ଜଣେ ଅଭିଯୁକ୍ତଙ୍କୁ ଅଟକ ରଖି ପଚରାଉଚରା କରିବା ସହ ଅନ୍ୟମାନଙ୍କୁ ଧରିବ ପାଇଁ...

କୃଷ୍ଣପ୍ରସାଦରେ ଲାଗିଲା ଆଣ୍ଡାମାନ ବୋଟ

ବ୍ରହ୍ମଗିରି/କୃଷ୍ଣପ୍ରସାଦ,୨୬।୧୦(ଡି.ଏନ୍‌.ଏ.): ଆଣ୍ଡାମାନ ଦ୍ବୀପରେ ବ୍ୟବସାୟ କରୁଥିବା ଏକ ବୋଟ ସାମୁଦ୍ରିକ ଝଡ଼ରେ ବାଟବଣା ହୋଇ ଗୁରୁବାର ରାତିରେ ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଅନ୍ତର୍ଗତ ଖିରିସାହି...

 ମା ତାରା ତାରିଣିଙ୍କ ନୂତନ ମନ୍ଦିର ପ୍ରତିଷ୍ଠା ଲାଗି ଶୁଭଖୁଣ୍ଟି ସ୍ଥାପନ

ପୁରୁଷୋତ୍ତମ ପୁର, ୨୪/୪(ଡିଏନ୍ଏ) ଗଞ୍ଜାମ ଜିଲ୍ଲା ତଥା ଦକ୍ଷିଣ ଓଡିଶା ର ପ୍ରସିଦ୍ଧ ଇଷ୍ଟ ଦେବି ମା ତାରା ତାରିଣି ଙ୍କ ନୂତନ ମନ୍ଦିର ପ୍ରତିଷ୍ଠା...

ବିଶିଷ୍ଟ ଆଧ୍ୟାତ୍ମିକ ସ୍ତମ୍ଭକାର ଶ୍ରୀ ସନ୍ନ୍ୟାସୀ ଜୀଙ୍କୁ ‘ପୁଣ୍ୟଶ୍ଳୋକ’ ସମ୍ମାନ

କଟକ ଅଫିସ୍‌,୨୪।୫: କଟକ ଜିଲା ତେଲେଙ୍ଗା ପେଣ୍ଠ ନିକଟସ୍ଥ ରାମନଗର ଗ୍ରାମର ୧୭ତମ ବାର୍ଷିକ ରାମଲୀଳା ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି। ପବିତ୍ର ରାମ ଦରବାରରେ ଗ୍ରାମ...

ପେଟ୍ରୋଲରେ ପାଣି ମିଶାକୁ ନେଇ ଉତ୍ତେଜନା

ଗୋପ,୨୨।୨(ଡି.ଏନ୍‌.ଏ.): ଗୋପ-ନିମାପଡ଼ା ରାସ୍ତାରେ ଥିବା ଏକ ପେଟ୍ରୋଲ ପମ୍ପରେ ପେଟ୍ରୋଲରେ ପାଣି ମିଶିବାକୁ ନେଇ ରବିବାର ଉତ୍ତେଜନା ଦେଖାଯାଇଥିଲା। ବହୁ ଯୁକ୍ତିତର୍କ ପରେ ଟାଙ୍କି ମାଲିକ...

Advertisement
Archives

Model This Week