ନାବାଳିକାଙ୍କୁ ଉଦ୍ଧାର କରିବାକୁ ଯାଇ ମାଡ଼ ଖାଇଲେ ଥାନା ଅଧିକାରୀଙ୍କ ସହ ୪ ପୋଲିସ

ଯାଜପୁର,୧୧।୧୦: ପୁଣି ପୋଲିସ ଉପରେ ଆକ୍ରମଣ । ଏଥିରେ ୭ ପୋଲିସ ଆହତ ହୋଇଛନ୍ତି। ଏଭଳି ଅଭାବନୀୟ ଘଟଣା ଘଟିଛି ଯାଜପୁର ଜିଲା ବଡ଼ଚଣା ଥାନା ଅଞ୍ଚଳରେ। ପିପିଲି ଅଞ୍ଚଳର ହୋଇଥିବା ଜଣେ ନାବାଳିକାଙ୍କୁ ଉଦ୍ଧାର କରିବାକୁ ଯାଜପୁର ଯାଇଥିବା ପୋଲିସ ଉପରେ ଆକ୍ରମଣ ହୋଇଛି। ଏହି ଆକ୍ରମଣରେ ଡେଲାଙ୍ଗ ଥାନା ଅଧିକାରୀ ଓ ବଡ଼ଚଣା ଥାନାର ୩ ପୋଲିସ ଆହତ ହୋଇଛନ୍ତି।
ସୂଚନାଯୋଗ୍ୟ, ଡେଲାଙ୍ଗରୁ ଜଣେ ନାବାଳିକାଙ୍କୁ ଅପହରଣ କରାଯାଇଥିଲା। ତାଙ୍କୁ ଉଦ୍ଧାର ପାଇଁ ଡେଲାଙ୍ଗ ଥାନା ଅଧିକାରୀ ପୋଲିସ ଟିମ୍‌ ସହ ଯାଜପୁର ଯାଇଥିଲେ। ଆକ୍ରମଣ ନେଇ ବଡ଼ଚଣା ଥାନାରେ ଡେଲାଙ୍ଗ ପୋଲିସର ଅଭିଯୋଗ କରିଛି। ଆକ୍ରମଣକାରୀଙ୍କୁ ଧରିବାକୁ ସ୍ପେଶାଲ ଟିମ୍‌ ଛାନଭିନ୍‌ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଗ୍ରଦୂତ ନବ ପ୍ରଭାତର

ଡ. ପ୍ରଫୁଲ୍ଲ କୁମାର ସାହୁ ଗତିଶୀଳ ଚେତନାର ଭଗୀରଥ ଭଗବତୀ ଚରଣ ପାଣିଗ୍ରାହୀ। ଚାଷୀ ମୂଲିଆ ଓ ଅସହାୟ ମଣିଷର ପ୍ରକୃତ ବନ୍ଧୁ। ବିଂଶ ଶତାବ୍ଦୀର ଚତୁର୍ଥ…

କଡ଼ ଲେଉଟାଇଲା ପାଗ, ଫେରିଲା ଶୀତ, ଘନ କୁହୁଡ଼ି ଯୋଗୁ ଗାଡ଼ି ଚଳାଚଳ ବାଧାପ୍ରାପ୍ତ

ଦାରିଙ୍ଗବାଡି, ୧।୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳକୁ ପୁଣ ଫେରିଛିି ଶୀତ। ଭୋର ସମୟରେ ଅସହ୍ୟ ଜାଡ଼ ଅନୁଭୂତ ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି।…

ଆଇନ ଶାସନର ଉଲ୍ଲଂଘନ

ଆକାର ପଟେଲ ଏକ ଗଣତାନ୍ତ୍ରିକ ସମାଜ ଭାବରେ ଏହା ଆଶା କରାଯାଏ ଯେ ଭାରତର କର୍ତ୍ତୃପକ୍ଷ ଆଇନର ଶାସନ ପାଳନ କରିବେ। ଏକ ଧାରଣା ବି ରହିଛି,…

LPG Cylinder Price: ବଜେଟ ପୂର୍ବରୁ ବଢିଲା ଏଲପିଜି ସିଲିଣ୍ଡର ଦର

ନୂଆଦିଲ୍ଲୀ,୧।୨: ରବିବାର (୧ ଫେବୃଆରୀ) କେନ୍ଦ୍ର ବଜେଟ ଉପସ୍ଥାପନ ପୂର୍ବରୁ, ସରକାର ସାଧାରଣ ଜନତା ଏବଂ ବ୍ୟବସାୟ ଉଭୟଙ୍କୁ ଏକ ଝଟକା ଦେଇଛନ୍ତି। ରାଷ୍ଟ୍ରାୟତ୍ତ ତୈଳ କମ୍ପାନୀଗୁଡ଼ିକ…

ନାବାଳିକା ପ୍ରେମିକା ଉଦ୍ଧାର : ବଳାତ୍କାର ଅଭିଯୋଗରେ ପ୍ରେମିକ ଗିରଫ

ଦେବଗଡ, ୧।୨ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲାର ଜଣେ ନାବାଳିକା ପ୍ରେମିକାଙ୍କୁ ଉଦ୍ଧାର କରାଯାଇଥିବା ବେଳେ ବଳାତ୍କାର ଅଭିଯୋଗରେ ପ୍ରେମିକଙ୍କୁ ଗିରଫ କରି ଦେବଗଡ ପୋଲିସ…

ନାବାଳିକାଙ୍କୁ ବ୍ଲାକମେଲିଂ: ଫେକ ଆକାଉଣ୍ଟ ଖୋଲି ଛାଡୁଥିଲେ…

ଜଗତ୍‌ସିଂହପୁର,୩୧ା୧(ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁର ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ବ୍ଲାକ ମେଲିଂ ଅଭିଯୋଗରେ ଜଣେ ଯୁବକ ଗିରଫ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ନନ୍ଦିପଡ଼ା…

୧୯ବର୍ଷରୁ କମ୍‌ ସାଫ୍‌ ମହିଳା ଫୁଟ୍‌ବଲ: ବିଜୟ ସହ ଭାରତର ଅଭିଯାନ ଆରମ୍ଭ

ପୋଖରା, ୩୧ା୧:ସ୍ଥାନୀୟ ପୋଖାରା ରଙ୍ଗଶାଂଳା ଷ୍ଟାଡିୟମରେ ଆୟୋଜକ ନେପାଳ ବିପକ୍ଷରେ ୧-୦ ଗୋଲ୍‌ରେ ବିଜୟ ହାସଲ କରି ଭାରତ ୧୯ ବର୍ଷରୁ କମ୍‌ ସାଫ୍‌ ମହିଳା ଫୁଟ୍‌ବଲ…

ମାଗଣାରେ ରୋଗୀଙ୍କୁ ମେଡିକାଲ ନେବାକୁ ନିଆରା ପ୍ରୟାସ: ଅଟୋ ଶୁଭାରମ୍ଭ କଲେ ବିଡିଓ

ବିଷମକଟକ,୩୧।୧ (ପ୍ରସନ୍ନ କୁମାର ପଣ୍ଡା) : ରାୟଗଡ଼ା ଜିଲା ବିଷମକଟକ ବ୍ଲକ୍‌ ଅନ୍ତର୍ଗତ ହାଟ ମୁନିଗୁଡ଼ା ପଞ୍ଚାୟତରେ ରୋଗୀ ସେବା ଯୋଗାଇଦେବାକ ଏକ ଛୋଟ ପ୍ରୟାସ କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri