ଗଞ୍ଜେଇ ଚାଷ ନଷ୍ଟ ବେଳେ ପୋଲିସ କର୍ମଚାରୀଙ୍କୁ ଆକ୍ରମଣ

କୋରୁକୋଣ୍ଡା,୭ା୧(ଡି.ଏନ୍‌.ଏ.): ଗଞ୍ଜେଇ ଚାଷ ନଷ୍ଟ ବେଳେ ପୋଲିସକୁ ଶନିବାର ଆକ୍ରମଣ ହୋଇଛି। ସ୍ଥାନୀୟ ଲୋକଙ୍କ ଆକ୍ରମଣରେ ୩ ପୋଲିସ କର୍ମଚାରୀ ଆହତ ହୋଇଥିବା ସୂଚନା ମିଳିଛି। ଏଥିରେ ଜଣେ ହୋମଗାର୍ଡଙ୍କୁ ମଧ୍ୟ ଗ୍ରାମବାସୀ ଅଟକ ରଖିଛନ୍ତି।

ସୂଚନାନୁଯାୟୀ ଏସ୍‌ଡିପିଓଙ୍କ ନେତୃତ୍ୱରେ ମାଲକାନଗିରି ଜିଲା ଓର୍କେଲ ଥାନା ରାଜାବନ୍ଧ ଗାଁରେ ଆଜି ପୋଲିସ ଚଢ଼ାଉ କରିଥିଲା। ଗଞ୍ଜେଇ ଚାଷ ହେଉଥିବା ନେଇ ଖବର ପାଇବା ପରେ ପୋଲିସ ପକ୍ଷରୁ ଗଞ୍ଜେଇ ଚାଷ ନଷ୍ଟ କରିବାକୁ ପ୍ରୟାସ କରାଯାଇଥିଲା। ଏହି ସମୟରେ ଗାଁ ଲୋକେ ଏହାକୁ ପ୍ରବଳ ବିରୋଧ କରିଥିଲେ। ଫଳରେ ଗ୍ରାମବାସୀ ଓ ପୋଲିସ ମଧ୍ୟରେ ଖଣ୍ଡଯୁଦ୍ଧ ହୋଇଥିଲା। ଏଥିରେ ୩ ପୋଲିସ କର୍ମଚାରୀ ଆହତ ହୋଇଛନ୍ତି। ଜଣେ ହୋମଗାର୍ଡକୁ ଗ୍ରାମବାସୀ ଅଟକ ରଖାଯାଇଛି। ଅର୍କେଲ ଏସ୍‌ଡିପିଓଙ୍କ ନେତୃତ୍ୱରେ ଅତିରିକ୍ତ ପୋଲିସ ବାହିନୀ ଘଟଣାସ୍ଥଳରେ ପହଞ୍ଚିଥିଲେ। ଗାଁରେ ପୁଷପର୍ବ ଚାଲିଥିବା ବେଳେ ଏହି ଘଟଣା ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଫୁଲ ଧରିଲେ ବିଜେଡିର ପୂର୍ବତନ ବିଧାୟକ ବେଦବ୍ୟାସ ନାୟକ

କେନ୍ଦୁଝର,୧୬।୪(ନରେଶ ଚନ୍ଦ୍ର ପଟ୍ଟନାୟକ) ପୂର୍ବତନ ବିଜେଡି ବିଧାୟକ ବେଦବ୍ୟାସ ନାୟକ ଆଜି ଶଙ୍ଖ ଛାଡ଼ି ଫୁଲ ଧରିଛନ୍ତି। ଭୁବନେଶ୍ୱରରେ ଏକ ମିଶ୍ରଣ କାର୍ଯ୍ୟକ୍ରମରେ ସେ ତାଙ୍କ...

ବଜ୍ରପାତରେ ୩ ମୃତ

କେନ୍ଦ୍ରାପଡ଼ା,୧୬।୪: କେନ୍ଦ୍ରାପଡ଼ାରେ କାଳବୈଶାଖୀ ବର୍ଷା ସାଙ୍ଗକୁ ଜୋରରେ ପବନ ହୋଇଛି। ତେବେ ବଜ୍ରପାତରେ ୩ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ପାଟକୁରା କୁଦାନଗରୀ ବଙ୍ଗାରିରେ ଜଣେ, କୁଣ୍ଡିଲୋରେ...

ମା’ ଧାମୁରାଇଙ୍କୁ ପୂଜା କରି ପ୍ରଚାର ଆରମ୍ଭ କଲେ କଂଗ୍ରେସ ପ୍ରାର୍ଥୀ

ଚାନ୍ଦବାଲି,୧୬।୪(କିଷାନ ପାତ୍ର)- ଭଦ୍ରକ ଜିଲା ଚାନ୍ଦବାଲି ନିର୍ବାଚନୀ ମଣ୍ଡଳୀ କଂଗ୍ରେସ କଂଗ୍ରେସ ପ୍ରାର୍ଥୀ ଅମୀୟ ମହାପାତ୍ର ମଙ୍ଗଳବାର ଧାମରାଠାରେ ମା’ଧାମୁରାଇଙ୍କ ଦର୍ଶନ କରି ପ୍ରଚାର ଆରମ୍ଭ...

ଶୁଣାଣି ଚାଲିଥିବା ବେଳେ କୋର୍ଟ ଛାତରୁ ଡେଇଁ ପଡ଼ିଲେ ଅଭିଯୁକ୍ତ

ଝାରସୁଗୁଡ଼ା,୧୬।୪: ଝାରସୁଗୁଡ଼ା ଜିଲା ଦୌରାଜଜଙ୍କ ଅଦାଲତର ଦ୍ୱିତୀୟ ମହଲାରୁ ମଙ୍ଗଳବାର ଜଣେ ଅଭିଯୁକ୍ତ ଡେଇଁ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଅଭିଯୁକ୍ତ ଜଣକ ହେଲେ ବେଲପାହାଡ଼ ଥାନା...

ଫେରାର କଏଦୀଙ୍କ ସନ୍ଦେହଜନକ ମୃତ୍ୟୁ

କାଳିଆ ପାଣି,୧୬।୪:(ଅସିତ ମହାନ୍ତ): ଯାଜପୁର ଜିଲା କାଳିଆପାଣି ଥାନା ଅଧୀନ ପାନାସିଆ ଗାଁର ଜଣେ ବିଚାରଧୀନ ଫେରାର କଏଦୀଙ୍କ ମଙ୍ଗଳବାର ସନ୍ଦେହଜନକ ମୃତ୍ୟୁ ଘଟିଛି। ସେ...

ମହିଷମର୍ଦ୍ଦିନୀ ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୧୬।୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଅଧିଷ୍ଠାତ୍ରୀ ଇଷ୍ଟଦେବୀ ମା’ତାରାତାରିଣୀଙ୍କ ଚତୁର୍ଥପାଳି ଚୈତ୍ର ମଙ୍ଗଳବାର ଯାତ୍ରାରେ ପ୍ରବଳ ଜନ ସମାଗମ ହୋଇଛି। ଏନେଇ ରତ୍ନଗିରି ପାହାଡ଼...

ଏହି ଆସନରେ ପ୍ରାର୍ଥୀ ବଦଳାଇଲା ଭାଜପା: କର୍ମୀଙ୍କ ମଧ୍ୟରେ ଖୁସିର ମାହୋଲ

ପଟ୍ଟାଙ୍ଗି,୧୬।୦୪(ଶରତ ଧଳ): କୋରାପୁଟ ଲୋକ ସଭା ଅଧିନସ୍ଥ ପଟ୍ଟାଙ୍ଗି ନିର୍ବାଚନ ମଣ୍ଡଳୀକୁ ହାତେଇବା ପାଇଁ ତିନି ଦଳ ମଧ୍ୟରେ ଆଗଭର ଦେଖାଦେଇଛି। ଏଥିପାଇଁ ଦଳୀୟ କର୍ମୀଙ୍କ...

ଦଳରେ ମିଶୁମିଶୁ ମିଳିଗଲା ଟିକେଟ

ଭୁବନେଶ୍ୱର,୧୨।୪: ଭାଜପା ମଙ୍ଗଳବାର ୨୧ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ କୋରାପୁଟ ଜିଲା ଲକ୍ଷ୍ମୀପୁର ନିର୍ବାଚନ ମଣ୍ଡଳୀ ପାଇଁ ପୂର୍ବତନ ବିଧାୟକ କୈଳାଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri