ପୋଲିସ ଉପରେ ଆକ୍ରମଣ: ଜଣେ ଏଏସଆଇ ଗୁରୁତର, ୧୨ ଅଟକ

ଲୋଇସିଂହା,୧।୩(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଆଗଲପୁରରେ ପୋଲିସ ଉପରକୁ ଆକ୍ରମଣ ହୋଇଛି। ଆକ୍ରମଣରେ ଲୋଇସିଂହା ଥାନାର ଏଏସଆଇ ଜୀବନା ନନ୍ଦ ବେହେରା ଗୁରୁତର ଥିବାରୁ ତାଙ୍କୁ ମେଡ଼ିକାଲରେ ଭର୍ତ୍ତି କରାଯାଇଛି। ଏହି ଘଟଣାରେ ପୋଲିସ ୧୨ ଜଣଙ୍କୁ ଅଟକ ରଖି ଥିବା ସୂଚନା ମିଳିଛି। ସେମାନେ ହେଲେ ସଉମେଶ ଭରାସାଗର ଓ ବିକାଶ ଭରାସାଗର।

ମିଳିଥିବା ସୂଚନା ଅନୁଯାୟୀ,ଆଗଲପୁର ଥାନା ଆଗଲପୁର ଘାସିପଡ଼ାର ଏକ ଦମ୍ପତିଙ୍କ ମଧ୍ୟରେ କୌଣସି କଥାକୁ ନେଇ ଝଗଡ଼ା ହୋଇଥିଲା। ଏହାପରେ ମହିଳା ଜଣକ ୧୧୨କୁ କଲ କରି ଅଭିଯୋଗ କରିଥିଲେ। ୧୧୨ରୁ ସୂଚନା ପାଇ ଆଗଲପୁର ପୋଲିସ ସମ୍ପୃକ୍ତ ବସ୍ତିକୁ ଯାଇଥିଲା। ହେଲେ ଆଗଲପୁର ପୋଲିସ ଦଳକୁ ବସ୍ତିର ଲୋକେ ଆକ୍ରମଣ କରିଥିଲେ। ପରବର୍ତ୍ତୀ ସମୟରେ ଆଗଲପୁର ଓ ଲୋଇସିଂହା ପୋଲିସ ମିଳିତ ଭାବେ ସେହି ବସ୍ତିକୁ ଯାଇଥିବାବେଳେ ପୁଣି ସେହି ବସ୍ତି ଲୋକେ ଆକ୍ରମଣ କରିଥିଲେ। ଏହି ଆକ୍ରମଣରେ ଲୋଇସିଂହା ଥାନାର ଏଏସଆଇ ଜୀବନା ନନ୍ଦ ବେହେରା ଗୁରୁତର ହୋଇଛନ୍ତି। ପୋଲିସ ଟିମ ତାଙ୍କୁ ଉଦ୍ଧାର କରି ଆଗଲପୁର ଡାକ୍ତଖାନାରେ ଚିକିତ୍ସା କରୁଥିବା ଜଣାପଡ଼ିଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

‘ଆମେରିକା ସହିତ ଆଉ କୌଣସି ବୁଝାମଣା କରାଯିବ ନାହିଁ’, ଟ୍ରମ୍ପଙ୍କୁ ଇରାନର କଡ଼ା ବାର୍ତ୍ତା

ତେହରାନ୍‌,୨।୩: ଇସ୍ରାଏଲୀ-ଆମେରିକୀୟ ଆକ୍ରମଣରେ ଏହାର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନେଇଙ୍କ ମୃତ୍ୟୁ ପରେ, ଇରାନ ଏବେ ଯେକୌଣସି ମୂଲ୍ୟରେ ଏହାର ପ୍ରତିଶୋଧ ନେବାକୁ ସ୍ଥିର କରିଛି।…

ଡହ ଡହ ଖରାରେ ଆଉଟୁ ପାଉଟୁ ବେପାରୀ, ଶୁଣିଲାନି ପ୍ରଶାସନ

ଗଞ୍ଜାମ,୨।୩ (ବିଦ୍ୟାଧର ସାହୁ ): ଗଞ୍ଜାମ ସହରରେ ଗତ ତିନିଦିନ ଧରି ପବିତ୍ର ଐତିହାସିକ ଦୋଳ ଯାତ୍ରା ଅନୁଷ୍ଠିତ ହେଉଅଛି । ସାହି ଯାତ୍ରା ସରିବା ପରେ…

ଇରାନ-ଆମେରିକାର ବୋମା ବର୍ଷଣ, ଆଲର୍ଟ ହେଲା ଭାରତ

ନୂଆଦିଲ୍ଲୀ,୨।୩ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ରାତିରେ (୧ ମାର୍ଚ୍ଚ, ୨୦୨୬) ସୁରକ୍ଷା ସମ୍ପର୍କିତ କ୍ୟାବିନେଟ କମିଟି (CCS)ର ଏକ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହା…

T20 ବିଶ୍ୱକପ ମଧ୍ୟରେ ବଡ଼ ସଙ୍କଟ, ଇସ୍ରାଏଲ-ଇରାନ ଯୁଦ୍ଧ ପାଇଁ ଫସିଗଲେ ଏହି ଟିମର ଖେଳାଳି

ନୂଆଦିଲ୍ଲୀ,୨।୩: ୨୦୨୬ ଟି୨୦ ବିଶ୍ୱକପ ସମୟରେ ପଶ୍ଚିମ ଏସିଆରେ ବଢୁଥିବା ଉତ୍ତେଜନା ଏବେ କ୍ରିକେଟ ଟିମ୍‌ଗୁଡ଼ିକର ଯାତ୍ରାକୁ ପ୍ରଭାବିତ କରୁଛି। ଦୁବାଇ ବିମାନବନ୍ଦର ଯୁଦ୍ଧ ଦ୍ୱାରା ପ୍ରଭାବିତ…

VIDEO: ଯାହାଙ୍କୁ ପ୍ଲେଇଂ XI ରୁ ବାଦ୍‌ ଦିଆଯାଇଥିଲା, ତାଙ୍କରି ସାମ୍ନାରେ ମୁଣ୍ଡ ନୁଆଁଇଲେ ସୂର୍ଯ୍ୟକୁମାର, ଖୋଲିଲେ କ୍ୟାପ

ନୂଆଦିଲ୍ଲୀ,୨।୩: ଭାରତୀୟ କ୍ରିକେଟ ଦଳ ଗର୍ବର ସହିତ ICC T20 ବିଶ୍ୱକପର ସେମିଫାଇନାଲରେ ପ୍ରବେଶ କରିଛି। ଶେଷ ଚାରିଟିରେ ଦଳର ସଫଳତା ଜଣେ ଖେଳାଳିଙ୍କ ପାଇଁ, ଯାହାକୁ…

ସେମିଫାଇନାଲକୁ ନେଇ ପାକିସ୍ତାନ କହିଥିଲା ଏମିତି କଥା, ଏବେ କଡ଼ା ଜବାବ ଦେଲା ଇଣ୍ଡିଆ

ନୂଆଦିଲ୍ଲୀ,୨।୩: ICC T20 ବିଶ୍ୱକପ ୨୦୨୬ର ଶେଷ ସୁପର ୮ମ୍ୟାଚରେ ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ଏକ ହାଇ-ଭୋଲଟେଜ ପ୍ରତିଯୋଗିତା ଦେଖାଯାଇଥିଲା। କୋଲକାତାର ଇଡେନ ଗାର୍ଡେନରେ ଖେଳାଯାଇଥିବା…

ଟିମ ଇଣ୍ଡିଆ ସହ ଏହି ୪ ଟିମ୍‌ଙ୍କ ସେମିଫାଇନାଲ ସ୍ଥାନ ପକ୍କା, ଜାଣନ୍ତୁ ମ୍ୟାଚର ସମ୍ପୂର୍ଣ୍ଣ ସିଡ୍ୟୁଲ

ନୂଆଦିଲ୍ଲୀ,୨।୩: ଆଇସିସି ଟି-୨୦ ବିଶ୍ୱକପ ୨୦୨୬ର ଅନ୍ତିମ ସୁପର ୮ ମ୍ୟାଚରେ ଟିମ ଇଣ୍ଡିଆ ୱେଷ୍ଟଇଣ୍ଡିଜକୁ ୫ ୱିକେଟରେ ପରାସ୍ତ କରିଛି। କୋଲକାତାର ଇଡେନ ଗାର୍ଡେନ୍ସରେ ଖେଳାଯାଇଥିବା…

ଶାଗୁଆନ କାଠ ବୋଝେଇ ଟ୍ରାକ୍ଟର ଜବତ: ଜେଲ ଗଲେ ୨ ଅଭିଯୁକ୍ତ

ଦିଗପହଣ୍ଡି,୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ବର ମୁଣ୍ଡୁଳି ଗ୍ରାମ ରାସ୍ତାରେ ଗଜପତି ଜିଲା ଚନ୍ଦ୍ରଗିରି ରେଞ୍ଜର ରୂପକ କୁମାର ପ୍ରଧାନ, ଭୀଷ୍ମଗିରି ବନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri