Advertisement

ପୋଲିସ ଭ୍ୟାନ୍‌ ଉପରେ ଆକ୍ରମଣ: ୬ ମୃତ

ଇସଲାମାବାଦ୍‌,୧୬।୧୧: ପାକିସ୍ତାନର ଖାଇବର ପାଖଟୁଖୱା ପ୍ରଦେଶରେ ପୋଲିସ ଭ୍ୟାନ ଉପରକୁ ଆକ୍ରମଣ ହୋଇଛି। ଏଥିରେ ୬ ଜଣ ପୋଲିସ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ପୋଲିସ କହିଛି, ଦକ୍ଷିଣ ୱାଜିରିସ୍ତାନ ସୀମାବର୍ତ୍ତୀ ଲକ୍ଷ୍ମୀ ମାରୱାଟ ଜିଲାରେ କିଛି ଅଜ୍ଞାତ ବନ୍ଧୁକଧାରୀ ପୋଲିସ ଭ୍ୟାନକୁ ଟାର୍ଗେଟ କରିଥିଲେ। ଏହି ଆକ୍ରମଣରେ ପୋଲିସ ପୋଷ୍ଟର ସହକାରୀ ସବ-ଇନ୍ସପେକ୍ଟରଙ୍କ ସମେତ ୬ଜଣଙ୍କ ମୃତ୍ୟୁ ଘଟିଛି। ପୋଲିସ ଟିମ ଘଟଣାସ୍ଥଳରେ ପହଞ୍ଚି ପଳାତକ ଆକ୍ରମଣକାରୀଙ୍କୁ ଧରିବା ପାଇଁ ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲା। ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ଏହି ଘଟଣାକୁ ନିନ୍ଦା କରିଛନ୍ତି।
ଗତ ସପ୍ତାହରେ ଦକ୍ଷିଣ ୱାଜିରିସ୍ତାନ ଜିଲାର ରାଘଜାଇ ପୋଲିସ ଷ୍ଟେଶନରେ ବହୁ ସଶସ୍ତ୍ର ଆକ୍ରମଣକାରୀ ଗୁଳି ଚଳାଇ ଦୁଇ ଜଣ ପୋଲିସ କର୍ମଚାରୀଙ୍କ ମୃତ୍ୟୁ ଘଟିଥିବା ବେଳେ ଦୁଇ ଜଣ ଆହତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାମୀଙ୍କୁ ନପୁଂସକ ଔଷଧ ଦେଉଛନ୍ତି ଏହି ଦେଶର ମହିଳା…

ବେଜିଂ,୨୮।୪: ସ୍ବାମୀଙ୍କ ଅଜାଣତରେ ସ୍ତ୍ରୀ ତାଙ୍କୁ ନପୁଂସକ ଔଷଧ ଦେଉଥିବା ଶୁଣିଲେ ଯେ କେହି ଆଶ୍ଚର୍ଯ୍ୟ ହେବା ସ୍ବାଭାବିକ। ତେବେ ଚାଇନାର କେତେକ ମହିଳା ଗୁପ୍ତରେ...

ଚାଇନା ଆକ୍ରମଣ ଆଶଙ୍କା, ସୈନ୍ୟଙ୍କ ତାଲିମ ବଢ଼ାଇଲା ତାଇଓ୍ବାନ…

ତାଇପେ,୨୪।୧୧: ଚାଇନା ପଟୁ ଆସୁଥିବା ଆକ୍ରମଣର ଧମକ ମଧ୍ୟରେ ତାଇୱାନ ଏହାର ସୈନ୍ୟଙ୍କ ତାଲିମକୁ ଜୋରଦାର କରିଛି। ଯେକୌଣସି ସମୟରେ ଚାଇନା ଆକ୍ରମଣ କରିବାର ଆଶଙ୍କା...

ବାଂଲାଦେଶ ନୌକା ବୁଡି ଦୁର୍ଘଟଣାରେ ଗଲା ୩୦ରୁ ଊର୍ଦ୍ଧ୍ୱ ଜୀବନ

ଢ଼ାକା,୨୯।୬: ବାଲାଂଦେଶରେ ସୋମବାର ଏକ ବଡ଼ ଦୁର୍ଘଟଣା ଘଟିଛି। ବୌରିଗଙ୍ଗା ନଦୀରେ ଏକ ନୌକା ବୁଡ଼ିଯିବାରୁ ପ୍ରାୟ ୩୦ରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ଘଟିଥିବା ବେଳେ...

ଉଡାଣ ସମୟରେ ହ୍ୟାଙ୍ଗରରେ ପିଟିହେଲା ବିମାନ: ୧୦ ମୃତ

ହଷ୍ଟନ,୧।୭: ଆମେରିକାର ଟେକ୍ସାସରେ ରବିବାର ଉଡାଣ ଭରିବା ସମୟରେ ଏକ ଘରୋଇ ବିମାନ ହ୍ୟାଙ୍ଗରରେ ପିଟିହେବା ଫଳରେ ୧୦ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି।...

ବ୍ରାଜିଲରେ ସ୍ଥିତି ଅସମ୍ଭାଳ, ରଦ୍ଦ ହେଲା ରିଓ କାର୍ନିଭାଲ

ବ୍ରାଜିଲିୟା,୨୪ ।୧: ବ୍ରାଜିଲରେ ଗୋଟିଏ ଦିନରେ ୧.୬୫ ଲକ୍ଷ କରୋନା ସଂକ୍ରମିତ ଚିହ୍ନଟ ହେବା ପରେ ସରକାରଙ୍କ ଚିନ୍ତା ବଢି ଯାଇଛି । ଏହି ସମୟରେ...

ଗାଁ ପାଲଟିଲା ଶ୍ମଶାନ: ଆଖିବୁଜା ଗୁଳି ମାଡ଼ରେ ୧୩୭ ମୃତ

ନିଆମେ,୨୩।୩: ପଶ୍ଚିମ ଆଫ୍ରିକୀୟ ଦେଶ ନାଇଜରର ମାଲି ସୀମାରେ ଥିବା ତାହୁଆ ଅଞ୍ଚଳରେ କେତେକ ଅଜଣା ବନ୍ଧୁକଧାରୀଙ୍କ ଆଖିବୁଜା ଗୁଳିମାଡ଼ରେ ୧୩୭ ଜଣ ସାଧାରଣ ଲୋକଙ୍କ...

ତାଲିବାନ ଆତଙ୍କବାଦୀ ଆକ୍ରମଣ: ୧୭ ମୃତ

ତଖର,୨୯।୧୨: ଆଫଗାନିସ୍ତାନର ଉତ୍ତରପୂର୍ବରେ ଥିବା ତଖର ଅଞ୍ଚଳରେ ତାଲିବାନ ଆତଙ୍କବାଦୀଙ୍କ ଦ୍ୱାରା ହୋଇଥିବା ଆକ୍ରମଣରେ ୧୭ ଜଣ ସାଧାରଣ ଜନତାଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ସ୍ଥାନୀୟ...

ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଜାଫରଉଲ୍ଲା ଜମାଲିଙ୍କ ପରଲୋକ

ଇସ୍‌ଲାମାବାଦ,୩ ।୧୨: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଜାଫରଉଲ୍ଲା ଜମାଲିଙ୍କ ୭୬ ବର୍ଷ ବୟସରେ ପରଲୋକ ହୋଇଛି । ରାୱଲପିଣ୍ଡିର ଏକ ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର...

Advertisement
Archives

Model This Week