ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଟାଙ୍ଗିଆ, ଧନୁତୀରରେ ଆକ୍ରମଣ; ଜଣେ ଗୁରୁତର

ଠାକୁରମୁଣ୍ଡା,୩୦ା୩(ଡି.ଏନ୍‌.ଏ.): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ବ୍ୟକ୍ତିଙ୍କ ଟାଙ୍ଗିଆ ଓ ଧନୁତୀର ଆକ୍ରମଣରେ ଜଣେ ଗୁରୁତର ହୋଇ କଟକ ସ୍ଥାନାନ୍ତର ହୋଇଥିବା ଜଣାପଡ଼ିଛି ।

ସୂଚନାଯୋଗ୍ୟ, ଜମିଜମା ବିବାଦକୁ ନେଇ ମୟୂରଭଞ୍ଜ ଜିଲା ମହୁଲଡିହା ଥାନା ଅନ୍ତର୍ଗତ ଧାତିକିଡିହା ଗ୍ରାମର କାଠିଆ ମଢ଼େଇ (୭୦) ବୁଧବାର ସକାଳେ ମହୁଲଗଛ ମୂଳରୁ ମହୁଲଫୁଲ ଗୋଟାଉ ଥିବାବେଳେ କଲୋନୀ ସାହି ଗ୍ରାମରେ ଘରଜୋଇଁଆ ଥିବା ଗ୍ରାମର ଆଇବନ ଦାସ ଏକ ଟାଙ୍ଗିଆ ନେଇ ତାଙ୍କୁ ଚୋଟ ମାରିବା ସହ ଧନୁତୀର ମାରିଥିଲେ। ମହୁଲ ଗୋଟାଉଥିବା କାଠିଆଙ୍କ ପାଖରେ ଥିବା ତୀରଗୁଡ଼ିକ ଛଡ଼ାଇ ନେଇ ଆଇବନ କାଠିଆଙ୍କ ଉପରେ ତୀରବିଦ୍ଧ କରିବା ସହ ଟାଙ୍ଗିଆରେ ହାଣି ଦେଇଥିଲେ। ଆକ୍ରମଣରେ ଗୁରୁତର କାଠିଆଙ୍କୁ ପରିବାର ଲୋକେ ୧୦୮ ଆମ୍ବୁଲାନ୍ସ ଯୋଗେ ଆନନ୍ଦପୁର ଉପଖଣ୍ଡ ସ୍ବାସ୍ଥ୍ୟକେନ୍ଦ୍ରକୁ ଆଣିବା ପରେ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଥିବା ଜଣାପଡ଼ିଛି। ଘଟଣାସ୍ଥଳରେ ମହୁଲଡିହା ପୋଲିସ ପହଞ୍ଚି ତଦନ୍ତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ସାନିଟାଇଜେସନ୍‌ ହେଲା ବଜାର ଅଞ୍ଚଳ

ବନ୍ତ,୧୫ା୪(ଡି.ଏନ୍‌.ଏ.) : କରୋନା ମହାମାରୀ ସଂକ୍ରମଣ ପ୍ରତିହତ ପାଇଁ ସରକାରଙ୍କ ପକ୍ଷରୁ ବିିଭିନ୍ନ ବଜାର ଅଞ୍ଚଳକୁ ସାନିଟାଇଜେସନ କରାଯାଉଛି। ଏହିକ୍ରମରେ ବୁଧବାର ଭଦ୍ରକ ଜିଲା ବନ୍ତ...

୬ ବର୍ଷ ହେବ ଗାଁରୁ ବାସନ୍ଦ ପରିବାର: ଅଭିଯୋଗସତ୍ତ୍ୱେ ପ୍ରଶାସନ ନୀରବ

ଗୋପ,୧୨।୧୨(ଡି.ଏନ.ଏ.): ଗୋପ ଥାନା ଅଧୀନ ଦେସ୍ଥଳୀ ଗ୍ରାମର ରାମଚନ୍ଦ୍ର ଦାସ (୭୨) ଜମିଜମା ବିବାଦ କାରଣକୁ ନେଇ ଗତ ଛଅ ବର୍ଷ ହେବ ସମ୍ପୂର୍ଣ୍ଣ ପରିବାରକୁ...

ଭଦ୍ରକ-ଚାନ୍ଦବାଲି ରାସ୍ତା ଘଣ୍ଟାଏ ଅବରୋଧ: ମା’ବାପାଙ୍କ ସହ ରାସ୍ତାରେ ଶୋଇଲେ ନିର୍ଯାତିତା

ତିହିଡ଼ି,୧୩ା୮(ସ୍ବ.ପ୍ର.)- ଶାଶୁ ଘର ଲୋକଙ୍କ ନିର୍ଯାନତାରେ ଅତିଷ୍ଠ ହୋଇ ଜଣେ ମହିଳା ତାଙ୍କ ମା’ବାପାଙ୍କ ସହ ରାସ୍ତାରେ ଶୋଇ ପ୍ରତିବାଦ ଜଣାଇବା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର...

ଭାରସାମ୍ୟ ହରାଇ ଓଲଟିଲା ଟାଟା ଏସିଇ: ୨ ମହିଳା ଶ୍ରମିକ ମୃତ, ୫ ଗୁରୁତର

ସଜନାଗଡ଼, ୧୦।୭(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ୧୯ନଂ. ରାଜ୍ୟ ରାଜପଥର ସତ୍‌ସଙ୍ଗବିହାର ନିକଟରେ ବୁଧବାର ଭାରସାମ୍ୟ ହରାଇ ଏକ ଟାଟା ଏସିଇ ଓଲଟି ପଡ଼ିବାରୁ ୨ ମହିଳା...

୨୫୦ରୁ ଊର୍ଦ୍ଧ୍ୱ ପରିବାର ପାଣି ପାଇଁ ଡହଳବିକଳ

ନାଉଗାଁ,୧୯ା୪(ସ୍ବ.ପ୍ର.):ଗ୍ରାମାଞ୍ଚଳର ଜନସାଧାରଣଙ୍କୁ ମଧୁର ପାନୀୟ ଜଳ ଯୋଗାଇବା ପାଇଁ ସରକାରଙ୍କ ତରଫରୁ ପାନୀୟ ଜଳ ପ୍ରକଳ୍ପ ନିର୍ମାଣ କରାଯାଇଛି। କେଉଁଠି ପାଇପ ଫାଟି ରାସ୍ତା ଘାଟରେ...

ସାରା ରାଜ୍ୟରେ ଗଡ଼ିବ ବସ୍‌; ହେଲେ ୨୫ ଯାଏ ପୁରୀକୁ ମନା

ଭୁବନେଶ୍ୱର,୧୫।୭(ବ୍ୟୁରୋ): ରାଜ୍ୟ ପାଇଁ ନୂଆ କରୋନା ଗାଇଡଲାଇନ୍‌ ଘେଷଣା କରାଯାଇଛି। ଏଣିକି ସମଗ୍ର ରାଜ୍ୟରେ ବସ୍‌ ସେବା ଚାଲୁ କରାଯିବ। ବସ୍‌ରେ ଯେତିକି ସିଟ୍‌ ସେତିକି...

ବଳାତ୍କାର ଶିକାର ନାବାଳିକାଙ୍କୁ ବାପାଙ୍କ ଜିମା: ପ୍ରଶ୍ନ ଉଠାଇଲା ଶିଶୁ ମଙ୍ଗଳ ସମିତି

ଅନୁଗୋଳ ଅଫିସ, ୧୧।୮ – ଅନୁଗୋଳ ବସ୍‌ଷ୍ଟାଣ୍ଡ ନିକଟରେ ଜୁଲାଇ ୨୧ରେ ବଳାତ୍କାରର ଶିକାର ହୋଇଥିବା ନାବାଳିକାଙ୍କୁ ଅନୁଗୋଳ ପୋଲିସ ଶନିବାର ମେଡିକାଲ ପରିସରରେ ତାଙ୍କ...

ପିଜି ଆବେଦନ ଫର୍ମରେ ତ୍ରୁଟି ଅଭିଯୋଗ: ଜିଲା ପ୍ରଶାସନର ଦ୍ୱାରସ୍ଥ ହେଲେ ଛାତ୍ର

ଅନୁଗୋଳ ଅଫିସ, ୧୪।୮-ଅନୁଗୋଳ ସରକାରୀ ସ୍ବୟଂଶାସିତ ମହାବିଦ୍ୟାଳୟର ପିଜି ଫର୍ମରେ ତ୍ରୁଟି ଥିବା ସମ୍ପର୍କରେ କର୍ତ୍ତୃପକ୍ଷଙ୍କୁ ଜଣାଯାଇଥିଲେ ମଧ୍ୟ କେହି କର୍ଣ୍ଣପାତ କରୁ ନ ଥିବା...

Advertisement
Archives

Model This Week