ଖବରଦାତାଙ୍କୁ ଆକ୍ରମଣ ଘଟଣା: ୮ ଜଣଙ୍କୁ ଗିରଫ କଲା ପୋଲିସ

ପୁରୀ ଅଫିସ, ୧୭।୨: ତ୍ରିସ୍ତରୀୟ ପଞ୍ଚାୟତ ମତଦାନ ବେଳେ ଖବର ସଂଗ୍ରହ କରୁଥିବା ଖବରଦାତାଙ୍କୁ ଆକ୍ରମଣ ଘଟଣାରେ ପୁରୀ ପୋଲିସ ୮ ଜଣଙ୍କୁ ଗିରଫ କରିଛି । ଅଭିଯୁକ୍ତମାନେ ହେଲେ ସତ୍ୟପ୍ରିୟ ମହାରଣା, ବିଜୟ ସ୍ବାଇଁ, ସୁବାସ ମାଝି, ନିକୁଞ୍ଜ ସ୍ବାଇଁ, ଉତ୍ତମ ଭୁଜବଳ, ଅଜୟ ବରିଶଲ, ବିଦ୍ୟାଧର ସ୍ବାଇଁ ଏବଂ ବ୍ରଜବନ୍ଧୁ ସ୍ବାଇଁ । ପୋଲିସ ଘଟଣାରେ ସମ୍ପୃକ୍ତ ଅନ୍ୟାନ୍ୟ ଅଭିଯୁକ୍ତଙ୍କୁ ଧରିବାକୁ ଚଢ଼ାଉ ଜାରି ରଖିଛି । ସେହିପରି ଖବରଦାତାଙ୍କ ନିକଟରୁ ଛଡାଇ ନେଇଥିବା ଲାଇଭ ୟୁ, ବୁମ, ଅନ୍ୟାନ୍ୟ ସାମଗ୍ରୀ ଓ ମୋବାଇଲକୁ ପୋଲିସ ଜବତ କରିଛି।

ବୁଧବାର ପ୍ରଥମ ପଯର୍‌ୟାୟ ମତଦାନ ଥିଲା। ତେବେ ଭୋଟିଂ ବେଳେ ପିପିଲି ନିର୍ବାଚନ ମଣ୍ଡଳୀର କଣାସ ବ୍ଲକ ବଢ଼ାଳ ପଞ୍ଚାୟତ ଅଢାଲ ଗାଁରେ ଗଣମାଧ୍ୟମ ପ୍ରତିନିଧିଙ୍କୁ ଆକ୍ରମଣ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ କାର୍ଯ୍ୟାଳୟରେ ଯନ୍ତ୍ରୀ ଉଡ଼ାଇଲେ ଓଲଟା ଜାତୀୟ ପତାକା: ପ୍ରଶାସନ ପଦକ୍ଷେପକୁ ଅପେକ୍ଷା

ମହାକାଳପଡ଼ା, ୧୬।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳରେ ଥିବା ମହାକାଳପଡ଼ା ଗ୍ରାମ୍ୟ ଉନ୍ନୟନ ଉପଖଣ୍ଡ ସ୍ତରୀୟ ସହକାରୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟରେ…

ରେଳବାଇରେ ସରକାରୀ ଚାକିରି ସୁଯୋଗ: ୩୯୯୩ JE ପଦବୀ ପାଇଁ ଆବେଦନ ଆରମ୍ଭ

ନୂଆଦିଲ୍ଲୀ,୧୬।୮: ରେଳବାଇରେ ସରକାରୀ ଚାକିରି ପାଇବାର ସ୍ୱପ୍ନ ଦେଖୁଥିବା ପରୀକ୍ଷାର୍ଥୀଙ୍କ ପାଇଁ ଖୁସିଖବର। ଆରଆରବି (RRB)ର ଜୁନିୟର ଇଞ୍ଜିନିୟର (JE) ନିଯୁକ୍ତି ପାଇଁ ଅନଲାଇନ୍ ଆବେଦନ ପ୍ରକ୍ରିୟା…

ଭଗବାନଙ୍କ ଭରସାରେ ପରିବାର: ୩୦ ବର୍ଷ ବିତିଗଲା, ପଲିଥିନ ତଳେ ବିତୁଛି ଜୀବନ, ପ୍ରଶାସନ ନିଦାବିଷ୍ଣୁ

କେସିଙ୍ଗା, ୧୬।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନସ୍ଥ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ରାମେଶ୍ୱର…

ଅପହୃତ ବ୍ୟବସାୟୀ ଉଦ୍ଧାର, ଅଭିଯୁକ୍ତ ଅଟକ: ମୁହାଁମୁହିଁ ଜେରା …

ବଲାଙ୍ଗୀର, ୧୬।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଅପହୃତ ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ୍‌ ଗୁଣ୍ଡାଙ୍କୁ ବଲାଙ୍ଗୀର ପୋଲିସର ସ୍ୱତନ୍ତ୍ର ଟିମ୍‌ ଭୁବନେଶ୍ୱରରୁ ସୁରକ୍ଷିତ ଭାବେ ଉଦ୍ଧାର…

ବଙ୍ଗୋପସାଗରରେ ପୁଣି ଲଘୁଚାପ: ରାଜ୍ୟରେ ପ୍ରବଳ ବର୍ଷା, ୩୦ରୁ ୪୦ କିମି ବେଗରେ…

ଭୁବନେଶ୍ୱର,୧୬।୮: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହୋଇଛି। ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ଘନୀଭୂତ…

ନାଗ ପଞ୍ଚମୀରେ ଦୁର୍ଲଭ ଯୋଗ; ସୂର୍ଯ୍ୟ କରିବେ ଗୋଚର, ୩ ରାଶିଙ୍କ ଉପରେ ବର୍ଷିବ ଧନ ଦୌଲତ…

ଚଳିତବର୍ଷ, ପବିତ୍ର ନାଗ ପଞ୍ଚମୀ ତିଥି ଆସନ୍ତା ଅଗଷ୍ଟ ୧୭ ତାରିଖ ଅର୍ଥାତ୍ ସୋମବାରରେ ପାଳିତ ହେବାକୁ ଯାଉଛି । ଏହି ବର୍ଷ, ନାଗ ପଞ୍ଚମୀ ମଧ୍ୟ…

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri