ବିଳମ୍ବିତ ରାତିରେ ଖବରଦାତାଙ୍କୁ ଆକ୍ରମଣ

ଭୁବନେଶ୍ୱର,୧୯।୪(ସତ୍ୟଜିତ ରାଉତ):ବିଳମ୍ବିତ ରାତିରେ ଅସୁରକ୍ଷିତ ହୋଇପଡ଼ିଛି ରାଜଧାନୀ। ଅସାମାଜିକ ଯୁବକମାନେ ପଥଚାରୀଙ୍କୁ ଆକ୍ରମଣ କରିବାକୁ ପଛାଉ ନାହାନ୍ତି। ଗୁରୁବାର ରାତି ପ୍ରାୟ ୧୨ଟା ୫୫ ବେଳେ ୩ ଜଣ ଦୁର୍ବୃତ୍ତ ଧରିତ୍ରୀ ଖବରଦାତା ସରୋଜ ଜେନାଙ୍କୁ ଆକ୍ରମଣ କରିଛନ୍ତି। ଅଫିସରୁ କାମ ସାରି ସରୋଜ ବଡ଼ଗଡ଼ସ୍ଥିତ ଘରକୁ ଚାଲି ଚାଲି ଯାଉଥିବା ବେଳେ ବଡ଼ଗଡ଼ ଏସ୍‌ବିଆଇ ଏଟିଏମ୍‌ ପାଖରେ ୩ଜଣ ଦୁର୍ବୃତ୍ତ ଏହି କାଣ୍ଡ ଘଟାଇଛନ୍ତି। ୩ ଅଭିଯୁକ୍ତ ଏକ ସ୍କୁଟି (ଓଡି୦୨-ଟି-୨୫୦୯) ଯୋଗେ ସେହି ରାସ୍ତାରେ ସରୋଜଙ୍କୁ ପ୍ରଥମେ ଧକ୍କା ଦେଇଥିଲେ। ସରୋଜ ଏହାର ପ୍ରତିବାଦ କରିବାରୁ ଦୁର୍ବୃତ୍ତମାନେ ଉତ୍‌କ୍ଷିପ୍ତ ହୋଇ ଇଟା, ପଥରରେ ତାଙ୍କୁ ଆକ୍ରମଣ କରିଥିଲେ। ଆକ୍ରମଣରେ ସରୋଜଙ୍କ ମୁଣ୍ଡ ସମେତ ଶରୀରର ବିଭିନ୍ନ ସ୍ଥାନରେ କ୍ଷତ ସୃଷ୍ଟି ହୋଇ ରକ୍ତସ୍ରାବ ହୋଇଥିଲା। ପିସିଆର ଟିମ୍‌ ସେଠାରେ ପହଞ୍ଚତ୍ ସରୋଜଙ୍କୁ ଉଦ୍ଧାର କରି କ୍ୟାପିଟାଲ ହସ୍ପିଟାଲ ନେଇଥିଲା। ତେବେ ପ୍ରାଥମିକ ଚିକିତ୍ସା ପରେ ସରୋଜ ଏନେଇ ବଡ଼ଗଡ଼ ଥାନାରେ ଏତଲା ଦେଇଛନ୍ତି। ଅଭିଯୁକ୍ତମାନେ ସ୍ଥାନୀୟ ଅଞ୍ଚଳର ବୋଲି ପୋଲିସ ସନ୍ଦେହ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଯୁଦ୍ଧ ଆରମ୍ଭ! ଆମେରିକାର ଯୁଦ୍ଧଜାହାଜ ଉପରେ ଆକ୍ରମଣ କଲା ଇରାନ, ସମ୍ପୂର୍ଣ୍ଣ ଧ୍ୱଂସ….

ନୂଆଦିଲ୍ଲୀ,୨୫।୩: ଇରାନ ପୁଣି ଥରେ ଭୂମଧ୍ୟସାଗରରେରେ ଆମେରିକୀୟ ଯୁଦ୍ଧଜାହାଜକୁ ଟାର୍ଗେଟ କରିଛି । ୟୁଏସଏସ ଆବ୍ରାହମ ଲିଙ୍କନକୁ ବାଲିଷ୍ଟିକ୍ ମିଶାଇଲରେ ଆକ୍ରମଣ କରି ଟାର୍ଗେଟ କରିଛି । ଭିଡିଓରେ…

ଭଞ୍ଜନଗର ଯାତ୍ରାରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ବିଭାଗର ଅଧିକାରୀଙ୍କୁ ନେଇ…

ଭଞ୍ଜନଗର,୨୫ା୩(ବାବୁଲା ପ୍ରଧାନ): ଏପ୍ରିଲ ୨୬ ତାରିଖରୁ ମେ’ ୨୦ ତାରିଖ ମଧ୍ୟରେ ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରା ହେବ। ତେଣୁ ଯାତ୍ରା କମିଟିର ମୁଖ୍ୟ ଉପଦେଷ୍ଟା…

ଦିଗପହଣ୍ଡିରେ କାଳବୈଶାଖୀ ପ୍ରଭାବ; ମୁଖ୍ୟମନ୍ତ୍ରୀ ବସ ଉପରେ ପଡ଼ିଲା ଗଛ ଡାଳ, ୪୦ ଯାତ୍ରୀ ଚିତ୍କାର….

ଦିଗପହଣ୍ଡି,୨୫ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ବୁଧବାର ଅପରାହ୍ନ ପ୍ରାୟ ସାଢ଼େ ୧ ଟାରୁ ସାଢ଼େ ୩ ଟା ଯାଏଁ…

ହଠାତ୍‌ ବଦଳିଗଲା ପାଗ: ଧୂଳିଝଡ଼ ସହ କୁଆପଥର ମାଡ଼

ବନ୍ତ,୨୫ା୩(କିଶୋର କୁମାର ସେଠୀ): ବୁଧବାର ଅପରାହ୍ନରେ ହଠାତ୍‌ ପାଗ ବଦଳିଯିବା ସହ ବନ୍ତ ବ୍ଲକର ବିଭିନ୍ନ ଅଞ୍ଚଳରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ପ୍ରବଳ ବେଗରେ ପବନ,…

ସୁରକ୍ଷା ନେଇ ଉଠିଲା ପ୍ରଶ୍ନବାଚୀ, ରତ୍ନଭଣ୍ଡାର ଗଣତିମଣତି ବେଳେ ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ୍‌

ପୁରୀ,୨୫ା୩(ଅଜିତ୍ କୁମାର ମହାନ୍ତି): ଶ୍ରୀମନ୍ଦିର ସୁରକ୍ଷାକୁ ନେଇ ପୁଣି ଚାଲେଞ୍ଜ କଲେ ଅସାମାଜିକ ବ୍ୟକ୍ତି । ଏକାସାଙ୍ଗରେ ପୁଣି ଶ୍ରୀମନ୍ଦିର ନୀଳଚକ୍ର ଉପରେ ଉଡିଲା ଦୁଇ ଦୁଇଟି…

ଆରମ୍ଭ ହେଲା ରତ୍ନଭଣ୍ଡାର ଗଣତି: ୪୮ ବର୍ଷ ପରେ ଝଲସିବ କାଳିଆ ସାଆନ୍ତଙ୍କ ଅଳଙ୍କାର

ପୁରୀ,୨୫ା୩(ଅଜିତ କୁମାର ମହାନ୍ତି): ଶ୍ରୀମନ୍ଦିର ପରିଚାଳନା କମିଟି ନିଷ୍ପତ୍ତି ଅନୁଯାୟୀ, ବୁଧବାରଠାରୁ ରତ୍ନଭଣ୍ଡାର ଗଣତି ଆରମ୍ଭ ହୋଇଛି। ଏନେଇ ସରକାରଙ୍କଠାରୁ ଆରମ୍ଭକରି ଶ୍ରୀମନ୍ଦିର ପ୍ରଶାସନ, ପୋଲିସ ପ୍ରଶାସନ,…

ବିଜେଡିରେ ମିଶିଲେ ରଘୁନାଥ ମହାନ୍ତି-ଜୀବନ ପ୍ରଦୀପ ଦାସ

ଭୁବନେଶ୍ବର,୨୫।୩: ଚର୍ଚ୍ଚାର ଅନ୍ତ ଘଟିଲା ।  ବିଜେଡିକୁ ଫେରିଲେ ରଘୁନାଥ ମହାନ୍ତି ଓ ଜୀବନ ପ୍ରଦୀପ ଦାସ । କିଛି ଦିନ ହେବ ସେମାନେ ବିଜେଡିରେ ସାମିଲ…

ସ୍ବାଧୀନତାର ଦୀର୍ଘବର୍ଷ ପରେ ବି ଏହି ୭ ଗାଁକୁ ହୋଇନି ବିଦ୍ୟୁତ୍‌ ସଂଯୋଗ, ଦାବିପତ୍ର ଦେଇ…

ବଞ୍ଚୋ,୨୫ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ଘସିପୁରା ବ୍ଲକ ଅନ୍ତର୍ଗତ ଶାମୁକା ନେଣ୍ଡି ପଞ୍ଚାୟତର ଉପରନଟିଆ, ଖଣ୍ଡିତଳ, ବାରଶାଡାହି, ଲକ୍ଷ୍ମଣଡାହି, ବାଇବୃରୁ, ଫନଡାହି, ପଠାଣଡାହି ଆଦି ୭ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri