ସରପଞ୍ଚ ପ୍ରାର୍ଥୀଙ୍କ ଗୋଡ଼ ହାତ ଭାଙ୍ଗି ଦେଲେ

ଖଡ଼ିଆଳ,୧୯।୨: ରାଜନୈତିକ ଶତ୍ରୁତାକୁ ନେଇ ଜଣେ ସରପଞ୍ଚ ପ୍ରାର୍ଥୀଙ୍କୁ ମରଣାନ୍ତକ ଆକ୍ରମଣ କରି ଗୋଡ଼ ହାତ ଭାଙ୍ଗି ଫିଙ୍ଗି ଦିଆଯାଇଛି। ଏପରି ଏକ ଘଟଣା ଘଟିଛି ନୂଆପଡ଼ା ଜିଲା ଖଡିଆଳ ବ୍ଲକ ସୁନାରୀସିକୁଆଁ ପଞ୍ଚାୟତରେ। ଗୁରୁତର ସରପଞ୍ଚ ପ୍ରାର୍ଥୀ ଚୁଳମଣି ବୈଠାରୁଙ୍କୁ ଉଦ୍ଦାର କରି ଖଡ଼ିଆଳ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

ମିଳିଥିବା ସୂଚନା ଅନୁସାରେ, ଶୁକ୍ରବାର ରାତିରେ ଚଳମଣି ଘରୁ ବାହାରକୁ ଯାଇ ଫେରି ନ ଥିଲେ। ଶନିବାର ସୁନାରୀସିକୁଆଁ-ଗଣ୍ଡାବାହାଲି ରାସ୍ତା ଏକ ପୋଲ ତଳେ ହାତଗୋଡ ବନ୍ଧା ଅଚେତ ଅବସ୍ଥାରେ ଚୁଳମଣି ପଡିଥିବା ସ୍ଥାନୀୟ ଲୋକେ ଦେଖିବାକୁ ପାଇଥିଲେ। ଖବର ପାଇଁ ପରିବାର ଲୋକେ ତାଙ୍କୁ ଉଦ୍ଧାର କରି ଖଡ଼ିଆଳ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ସେଠାରେ ତାଙ୍କର ଚିକିତ୍ସା ଚାଳିଛି। ହେଲେ ଅବସ୍ଥା ଗୁରୁତର ଥିବା ଜଣାପଡିଛି।

ଚଳିିତ ପଞ୍ଚାୟତ ନିର୍ବାଚନରେ ସୁନାରୀସିକୁଆଁ ପଞ୍ଚାୟତରେ ଚୁଲମଣିଙ୍କ ସମେତ ୫ଜଣ ପ୍ରାର୍ଥୀ ନିର୍ବାଚନ ଲଡୁଛନ୍ତି। ସେମାନଙ୍କ ମଧ୍ୟରୁ ଜଣେ କେହି ପ୍ରାର୍ଥୀ ରାଜନୈତିକ ଶତ୍ରୁତାକୁ ନେଇ ତାଙ୍କୁ ଆକ୍ରମଣ କରିଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କଠାରୁ ୫୨ ହଜାର ଟଙ୍କା ଝାମ୍ପି ନେଲେ ଦୁର୍ବୃତ୍ତ

କେନ୍ଦୁଝର,୬।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ଟାଉନ ଥାନା ଅନ୍ତର୍ଗତ ନରଣପୁରସ୍ଥିତ ବ୍ୟାଙ୍କ ଅଫ ଇଣ୍ଡିଆରୁ ଟଙ୍କା ନେଇ ଆସୁଥିବା ଜଣେ ମହିଳାଙ୍କଠାରୁ ଟଙ୍କା ଲୁଟ୍‌ ଅଭିଯୋଗ ହୋଇଛି।...

ଜୁଲାଇ ୪ରେ ରଥଯାତ୍ରା: ବସିଲା ତୃତୀୟ ସମନ୍ବୟ ବୈଠକ

ପୁରୀ ଅଫିସ,୧୩।୬: ଚଳିତବର୍ଷ ରଥଯାତ୍ରାର ତୃତୀୟ ସମନ୍ବୟ ବୈଠକ ନୀଳାଦ୍ରି ଭକ୍ତ ନିବାସରେ ପଞ୍ଚାୟତିରାଜ ଓ ପାନୀୟଜଳ, ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ...

ରାଇଜିନ୍‌ ଟେକ୍‌ କମ୍ପାନୀରୁ ଠକେଇ ମାମଲା, ୩ ଗିରଫ

ସଜନାଗଡ, ୪ା୧୦(ଡି.ଏନ.ଏ.)-ଦିଲ୍ଲୀର ନୋଏଡାସ୍ଥିତ ରାଇଜିନ୍‌ ଟେକ୍‌ ପ୍ରାଇଭେଟ୍‌ କମ୍ପାନୀରେ ନାମକ ଏକ ସଫ୍ଟୱେୟାର କମ୍ପାନୀର ଏଜେଣ୍ଟ ହୋଇ ଅଭିନବ ଉପାୟରେ ବହୁ ରିଟେଲରଙ୍କଠାରୁ ୮ ଲକ୍ଷ...

ପ୍ରଘଟ ହେଉଛି କରୋନା ସଂକ୍ରମିତଙ୍କ ତଥ୍ୟ

ଅନୁଗୋଳ ଅଫିସ, ୧୩ା୭: କରୋନା ସଂକ୍ରମିତଙ୍କ ପରିଚୟ ବାହାରେ ପ୍ରକାଶ ନ କରିବାକୁ ସରକାରଙ୍କ କଡ଼ା ନିର୍ଦ୍ଦେଶ ରହିଛି। କିନ୍ତୁ ଅନୁଗୋଳ ଜିଲାରେ ଠିକ୍‌ ଭାବେ ଏହା...

କୃଷକଙ୍କ ପାଇଁ ନୂଆ ପ୍ରକଳ୍ପ ‘ରିୱାର୍ଡ’

ଭୁବନେଶ୍ୱର,୭।୬(ବ୍ୟୁରୋ): ଜଳଛାୟା ଅଞ୍ଚଳରେ ନିରନ୍ତର ଜୀବିକା ସୃଷ୍ଟି ଓ ସମନ୍ବିତ ବିକାଶ ପାଇଁ ରାଜ୍ୟ ସରକାର ନୂଆ ପରିକଳ୍ପନା ଆରମ୍ଭ କରିଛନ୍ତି। ଏହି ପ୍ରକଳ୍ପର ନାଁ...

ଭଙ୍ଗାହେଲା ମଟନ ହୋଟେଲ

ଭୁବନେଶ୍ୱର, ୧୭।୯ (ବ୍ୟୁରୋ): ନିୟମ ଉଲ୍ଲଂଘନ କରି ବ୍ୟବସାୟ କରିବା ଓ ପରେ ବିଏମ୍‌ସି ନିର୍ଦ୍ଦେଶକୁ ଅବମାନନା କରିବା ଶେଷରେ ମହଙ୍ଗା ପଡିଛି। ଦୂରଦର୍ଶନ କେନ୍ଦ୍ର...

ଚୋରି ଉଦ୍ୟମ ପଣ୍ଡ: ୪ ଚୋରଙ୍କୁ ନିସ୍ତୁକ ମାଡ଼ ମାରି ପୋଲିସକୁ ହସ୍ତାନ୍ତର କଲେ ଗ୍ରାମବାସୀ

ଚିତ୍ରଡ଼ା,୨୦।୬: ମୟୂରଭଞ୍ଜ ଜିଲା ମୋରଡ଼ା ଥାନା ଭୋଳାଗଡ଼ିଆ ଆଶ୍ରମ ସ୍କୁଲକୁ ଚୋରି କରିବାକୁ ଯାଇ ନିସ୍ତୁକ ମାଡ଼ ଖାଇଛନ୍ତି ୪ ଯୁବକ। ପରେ ସେମାନଙ୍କୁ ପୋଲିସକୁ...

ପରୀକ୍ଷା ହେବ, ପ୍ରସ୍ତୁତ ରୁହ: ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ବର,୨୪।୧(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ଧିରେ ଧିରେ କମୁଛି। ତେବେ ଏହାରି ଭିତରେ ଦଶମ ଓ ଦ୍ବାଦଶ ପରୀକ୍ଷା ପ୍ରସଙ୍ଗରେ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ...

Advertisement
Archives

Model This Week