ସରପଞ୍ଚଙ୍କୁ ଆକ୍ରମଣ, ଥାନାରେ ମାମଲା

ବରୀ,୨୯। ୯ (ମହେନ୍ଦ୍ର ସ୍ବାଇଁ): ବରୀ ବ୍ଲକ ବୋଦୁଅ ପଞ୍ଚାୟତ ସରପଞ୍ଚ ଦେବୀ ମିଶ୍ରଙ୍କୁ ସେହି ପଞ୍ଚାୟତର ୨ ଯୁବକ ମରଣାନ୍ତକ ଆକ୍ରମଣ କରିଥିବା ବିଞ୍ଝାରପୁର ଥାନାରେ ଲିଖିତ ଅଭିଯୋଗ ହୋଇଛି। ପ୍ରକାଶଯେ, ସରପଞ୍ଚ ମିଶ୍ର ବାଇକ୍‌ରେ ପଞ୍ଚାୟତର ଉନ୍ନୟନ ମୂଳକ କାର୍ଯ୍ୟ ସମୀକ୍ଷା କରିବାକୁ ଯାଉଥିଲେ । ପଞ୍ଚାୟତର ସ୍ବାଇଁ ସାହି ଛକ ନିକଟରେ ପାର୍ଥସାରଥୀ ଜେନା ଓ ବିଭୁତି ଜେନା ତାଙ୍କୁ ଅଶ୍ଲୀଳ ଭାଷାରେ ଗାଳିଗୁଲଜ କରିବା ସହ ମାଡ଼ ମାରିଥିବା ଅଭିଯୋଗରେ ଦର୍ଶାଯାଇଛି। ସରପଞ୍ଚଙ୍କୁ ଆକ୍ରମଣ କରାଯିବାର ଭିଡ଼ିଓ ସାମାଜିକ ଗଣମାଧ୍ୟମରେ ପ୍ରଚାରିତ ହେବା ଓ ଆକ୍ରମଣର ଶିକାର ହୋଇଥିବା ସରପଞ୍ଚ ଲିଖିତ ଅଭିଯୋଗ କରିଥିଲେ ମଧ୍ୟ ଏଯାବତ ବିଞ୍ଝାରପୁର ଥାନା ପୋଲିସ ମାମଲା ରୁଜୁ କରି ହାତବାନ୍ଧି ବସିଛି ବୋଲି ଅଭିଯୋଗ ହୋଇଛି । ଥାନାଧିକାରୀ ଶଙ୍କର୍ଷଣ ଦଳାଇ କହିଛନ୍ତି, ବୋଦୁଅ ପଞ୍ଚାୟତ ସରପଞ୍ଚଙ୍କ ଲିଖିତ ଅଭିଯୋଗକୁ ଭିତ୍ତିକରି ଏକ ମାମଲା ରୁଜୁ ହୋଇଛି। ତଦନ୍ତ ପରେ ଅଭିଯୁକ୍ତଙ୍କ ବିରୋଧରେ ଦୃଢ଼ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଏମ୍‌ପିଙ୍କ ହସ୍ତକ୍ଷେପ ଲୋଡ଼ିଲେ ଯୋଗାଣ ସହାୟକ: ଦୀର୍ଘଦିନର ସମସ୍ୟା ସମାଧାନ ଦାବି

ଗଞ୍ଜାମ, ୩୦।୯: ଦୀର୍ଘ ୧୪ ବର୍ଷ ଧରି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ଅଧୀନରେ କାର୍ଯ୍ୟ କରିଆସୁଥିବା ଯୋଗାଣ ସହାୟକମାନେ ନିଜର ବିଭିନ୍ନ ସମସ୍ୟା…

ବିଶ୍ୱର ପ୍ରଥମ ବ୍ୟାଟର୍‌ ଭାବେ ବଡ଼ କାରନାମା କଲେ ରୋହିତ ଶର୍ମା

ଗୁଆହାଟୀ,୧।୧୦: ‘ହିଟ୍‌ମ୍ୟାନ’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ପୁଣିଥରେ ଛକାର ବର୍ଷା ଦେଖିବାକୁ ମିଳିଛି। ଗୁଆହାଟୀରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ରୋହିତ ଏକ ବିଶେଷ ରେକର୍ଡ ନିଜ…

ଆଜିଠୁ ବଦଳିଲା ଏହିସବୁ ନିୟମ: ବ୍ୟାଙ୍କ, LPG, UPI, ଟ୍ରେନ ଯାତ୍ରାରେ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୧।୧୦:ଅକ୍ଟୋବର ମାସ ଆରମ୍ଭ ସହ ଦେଶରେ ବ୍ୟାଙ୍କିଂ, LPG, UPI, NPS, ଇନକମ ଟ୍ୟାକ୍ସ ଏବଂ ରେଳଯାତ୍ରା ସହ ଜଡ଼ିତ କିଛି ନିୟମରେ ପରିବର୍ତ୍ତନ ହୋଇଛି। ଏଥିରୁ…

ଗିଲ୍‌ଙ୍କୁ ମିଳିଲା ଏତିକି ଟଙ୍କାର ପୁରସ୍କାର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଗୁଆହାଟୀ,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ ଧମାକାଦାର ଦ୍ୱିଶତକ ହାସଲ କରି ଦଳକୁ ଐତିହାସିକ ବିଜୟ ଦେବାରେ ବଡ଼ ଭୂମିକା ନେଇଛନ୍ତି।…

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ଘୋଷଣା: ଦଶହରା ପୂର୍ବରୁ ମିଳିବ…

ଭୁବନେଶ୍ୱର,୧।୧୦(ସୁନିତ୍‌ ମିଶ୍ର):ରାଜୀବ ଭବନଠାରେ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଜପତି,…

ମଇଁଷି ଚରାଇବାକୁ ଯାଇ ଆଉ ଫେରିଲେନି: କେନାଲରୁ ନିଖୋଜ ବୃଦ୍ଧଙ୍କ ମୃତଦେହ ଉଦ୍ଧାର, ଗାଁରେ ଶୋକର ଛାୟା

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରଥମ ଢେପାଗୁଡ଼ା ଗ୍ରାମର ରଘୁ ମଲ୍ଲିକ (୬୩) ନାମକ ଜଣେ ବୃଦ୍ଧଙ୍କ ମୃତଦେହ କେନାଲ ପାଣିରୁ…

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଦିଗପହଣ୍ଡି ଗଞ୍ଜେଇ ଚୋରା ଚାଲାଣ ଘଟଣା: ଗିରଫ ହେଲେ ଅଭିଯୁକ୍ତ ୨ ଭାଇ, କାରବାର ପଛର ଗୁମର ଖୋଲିଲା…

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଏକ ବଡ଼ ସଫଳତା ହାସଲ କରିଛି। ଗଞ୍ଜେଇ କାରବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?