ସୋନୁ ନିଗମଙ୍କୁ ଆକ୍ରମଣ ଘଟଣା: ବିଧାୟକଙ୍କ ପୁଅ ନାଁରେ ଏତଲା

ମୁମ୍ବାଇ, ୨୨।୨: ବଲିଉଡ୍‌ କଣ୍ଠଶିଳ୍ପୀ ସୋନୁ ନିଗମଙ୍କୁ ଆକ୍ରମଣ ଘଟଣାରେ ମଙ୍ଗଳବାର ମୁମ୍ବାଇ ପୋଲିସ ଉଦ୍ଧବ ଗୋଷ୍ଠୀ ବିଧାୟକ ପ୍ରକାଶ ଫାଟେରପରକରଙ୍କ ପୁଅ ସ୍ବପନିଲ ପି. ଫାଟେରପକାରଙ୍କ ବିରୋଧରେ ଏତଲା ଦାଏର କରିଛି। ସୋମବାର ଏକ ମ୍ୟୁଜିକାଲ କନ୍‌ସର୍ଟରୁ ପର୍ଫମାନ୍ସ ସାରି ଫେରିବା ସମୟରେ ସେଲ୍‌ଫି ପାଇଁ ସ୍ବପନିଲ ସୋନୁଙ୍କୁ ଅଟକାଇଥିଲେ। ଯେତେବେଳେ ସୋନୁ ସେଲ୍‌ଫି ପାଇଁ ମନା କରିଥିଲେ ସେତେବେଳେ ସ୍ବପନିଲ ତାଙ୍କୁ ଠେଲି ଦେଇଥିଲେ। ଘଟଣା ନେଇ ବିଧାୟକ ଫାଟେରପକାର କ୍ଷମା ମାଗିଥିବାବେଳେ ତାଙ୍କ ପୁଅ ଜାଣିଶୁଣି ଏପରି କରି ନ ଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗିଲଙ୍କୁ ନେଇ ବଢିଲା ଟିମ ଇଣ୍ଡିଆର ଟେନସନ! ଶ୍ରୀଲଙ୍କା ଟେଷ୍ଟ ସିରିଜ ପୂର୍ବରୁ…

ନୂଆଦିଲ୍ଲୀ,୬।୮: ଶୁବମନ ଗିଲଙ୍କ ନେତୃତ୍ୱରେ ଟିମ ଇଣ୍ଡିଆ ଅଗଷ୍ଟ ୧୫ରୁ ଶ୍ରୀଲଙ୍କାରେ ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଖେଳିବାକୁ ଯାଉଛି। ଏହା ପୂର୍ବରୁ, ‘ମେନ ଇନ…

ଧାମନଗରରେ ସ୍ବାସ୍ଥ୍ୟ ସମୀକ୍ଷା କଲେ ସ୍ବାସ୍ଥ୍ୟ ମନ୍ତ୍ରୀ, ବନ୍ୟା ବିପନ୍ନଙ୍କ ସହ କଲେ ଆଲୋଚନା

ଧାମନଗର,୬।୮( ସନ୍ତୋଷ କୁମାର ମହାପାତ୍ର): ଚଳିତ ବର୍ଷ ପ୍ରଥମ କରି ବନ୍ୟାରେ ଭଦ୍ରକ ଜିଲା ସମେତ ଧାମନଗର ଅଞ୍ଚଳରେ କ୍ଷୟକ୍ଷତି ହୋଇଥିଲା । ଏହି ବନ୍ୟାରେ ଲୋକଙ୍କ…

ନାବାଳିକା ମୃତ୍ୟୁ ଘଟଣା: ପ୍ରଶାସନିକ ଅବହେଳା ବିରୋଧରେ ଦାବିପତ୍ର ପ୍ରଦାନ କରି…

ଥୁଆମୂଳ ରାମପୁର,୬ା୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମପଞ୍ଚାୟତ ବାର୍ସିକନା ଗ୍ରାମର କାଲୁଆ ମାଝୀଙ୍କ ୧୬ ବର୍ଷୀୟା ଝିଅ ମାଧୁରୀଙ୍କର ସାପ…

CJP ଆସନ୍ତା ମାସରେ ଆରମ୍ଭ କରିବ ଦେଶରେ ବଡ଼ ଅଭିଯାନ; ଜନସାଧାରଣଙ୍କ ସମସ୍ୟା ଶୁଣିବା ପାଇଁ ସେମାନଙ୍କ ପାଖରେ ପହଞ୍ଚିବ

ନୂଆଦିଲ୍ଲୀ,୬।୮: କକ୍ରୋଚ ଜନତା ପାର୍ଟି (CJP) ଆସନ୍ତା ମାସରେ ସାରା ଦେଶରେ ‘କ୍ୟା ବୋଲତି ପବ୍ଲିକ’ (ଜନସାଧାରଣ କ’ଣ କୁହନ୍ତି) ଅଭିଯାନ ଆରମ୍ଭ କରିବାକୁ ଯାଉଛି। ଦଳର…

ଘରେ ଶୋଇଥିବାବେଳେ ପଶିଲେ ହାତୀପଲ, ଭାଙ୍ଗିଲେ ଘର, ଗୋଟିଏ ପରିବାରର ୪ ଜଣଙ୍କୁ…

ବଲାଙ୍ଗୀର,୬ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ମୁରିବାହାଲ ରେଞ୍ଜ ଅନ୍ତର୍ଗତ ସରଗୁଲ ଗାଁରେ ଏବେ ହାତୀ ଆତଙ୍କ ଦେଖାଦେଇଛି। ଗାଁରେ ଏକ ପରିବାର ଘର ଭିତରେ ଶୋଇଥିବା…

୨ ବର୍ଷ ହେଲାଣି ବିଦ୍ୟୁତ କେବୁଲ ସଂଯୋଗ ପାଇଁ ଦାବି କରୁଛନ୍ତି ହିତାଧିକାରୀ: ପୂରଣ ହେଉନି..

କେସିଙ୍ଗା,୬।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଟିଡିପିଏଲ ଅଧୀନସ୍ଥ ବାଲସି, ମଶାଣିବନ୍ଧ, କାଣ୍ଡେଲ ସମେତ ବ୍ଲକର ବିଭିନ୍ନ ଗ୍ରାମରେ ଦୁଇ ବର୍ଷରୁ ଉଦ୍ଧର୍‌ବ ହେଲା ନୂଆ ଖମ୍ବ…

ମୁଖ୍ୟମନ୍ତ୍ରୀଙ୍କ ପତ୍ନୀଙ୍କ ସହ କ୍ରିକେଟରଙ୍କ କଥାବାର୍ତ୍ତକୁ ନେଇ ହେଉଛି ଆଲୋଚନା, ଭାଇରାଲ ହେଲାଣି ଭିଡ଼ିଓ

ନୂଆଦିଲ୍ଲୀ,୬।୮: ଭାରତୀୟ କ୍ରିକେଟର ତିଲକ ବର୍ମା ଏବେ ଏବେ ଜିମ୍ବାୱେରୁ ଫେରିଛନ୍ତି, ଯେଉଁଠାରେ ଭାରତ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ 3-0ରେ ଜିତିଥିଲା। ଯଦିଓ ତିଲକ…

ଟେନ୍‌ସନ୍‌ରେ ଅଛନ୍ତି ମୃଣାଲ: ଦେଲେ ଚେତାବନୀ

ଆଜିକାଲି ଟେନ୍‌ସନ୍‌ରେ ଅଛନ୍ତି ବଲିଉଡ ଅଭିନେତ୍ରୀ ମୃଣାଲ ଠାକୁର। ସୋସିଆଲ ମିଡିଆରେ ଏକ ପୋଷ୍ଟ ଶେୟାର କରି ଡିପ୍‌ଫେକ କଣ୍ଟେଣ୍ଟ ତିଆରି ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri