ସ୍ପେଶାଲ ସ୍କ୍ବାଡ୍‌ଙ୍କୁ ଆକ୍ରମଣ ଘଟଣା: ୨୪ ଜଣ କୋର୍ଟ ଚାଲାଣ

ବାଲିପାଟଣା,୨୫।୫(ଡି.ଏନ୍‌.ଏ.): ରାଜଧାନୀ ଉପକଣ୍ଠ ବାଲିପାଟଣା ଥାନା ଅନ୍ତର୍ଗତ କୃଷ୍ଣପୁର ମେଳଣ ପଡ଼ିଆରେ ପୋଲିସର ସ୍ପେଶାଲ ସ୍କ୍ବାଡ୍‌ଙ୍କୁ ଆକ୍ରମଣ ଘଟଣାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ ହୋଇଛି। ଅଟକ ଥିବା ୨୭ ଜଣଙ୍କ ମଧ୍ୟରୁ ୨୪ ଜଣଙ୍କୁ କୋର୍ଟ ଚାଲାଣ କରାଯାଇଛି। ଆଗକୁ ଗିରଫଙ୍କ ସଂଖ୍ୟା ବୃଦ୍ଧି ପାଇପାରେ ବୋଲି ଅନୁମାନ କରାଯାଉଛି। ଅନ୍ୟପକ୍ଷେ ଆହୁରି ୧୦୦ ଜଣଙ୍କୁ ପୋଲିସ ଖୋଜୁଛି । ଗିରଫ ଭୟରେ ଗାଁ ପୁରୁଷ ଶୂନ୍ୟ ହୋଇଯାଇଛି।
ସୂଚନାନୁଯାୟୀ, ରାଜଧାନୀ ଉପକଣ୍ଠ ବାଲିପାଟଣା ଥାନା ଅନ୍ତର୍ଗତ କୃଷ୍ଣପୁର ମେଳଣ ପଡ଼ିଆରେ ଚାଲିଥିବା ଏକ ଜୁଆ ଆଡ୍ଡା ଉପରେ ପୋଲିସ ଚଢାଉ କରିଥିଲା। ଏହି ସମୟରେ ୫୦ରୁ ଅଧିକ ଲୋକେ ମିଶି ପୋଲିସକୁ ଆକ୍ରମଣ କରିଥିଲେ। ଉତ୍ତ୍ୟକ୍ତ ଲୋକଙ୍କ ସଂଘବଦ୍ଧ ଆକ୍ରମଣରେ ସ୍ପେସାଲ ସ୍କ୍ବାଡ୍‌ ଟିମ୍‌ ଗାଡ଼ିଛାଡ଼ି ଛତ୍ରଭଙ୍ଗ ଦେଇଥିଲା । ପୋଲିସ ଏହି ଘଟଣାରେ ମିଳିତ ଚଢ଼ାଉ କରି ୩୦ରୁ ଊର୍ଦ୍ଧ୍ୱ ଲୋକଙ୍କୁ ଆଣି ଥାନାରେ ଅଟକ ରଖିଥିଲା। ସେମାନଙ୍କ ମଧ୍ୟରୁ ୨୪ ଜଣଙ୍କୁ କୋର୍ଟ ଚାଲାଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳକଙ୍କୁ ଅସଦାଚରଣ: ପଡୋଶୀ ଘରର ନାବାଳକଙ୍କୁ ଘରକୁ ଡାକି….

ବଲାଙ୍ଗୀର, ୨୨ା୫ (ସୁନିଲ କୁମାର ମହାନ୍ତି): ଜଣେ ନାବାଳକଙ୍କୁ ଅସଦାଚରଣ ଅଭିେଯାଗରେ ପୁଇଁନ୍ତଳା ଥାନା ପୋଲିସ ଜଣେ ବ୍ୟକ୍ତିଙ୍କୁ ଥାନାକୁ ଆଣି ଅଟକ ରଖିଥିବା ଜଣାପଡିଛି। ବ୍ୟକ୍ତି…

ପେଣ୍ଟ ପକେଟ୍‌ରେ ଥିଲା ମୋବାଇଲ୍ ହଠାତ ହେଲା ବିସ୍ଫୋରଣ, ଅଳ୍ପକେ ବଞ୍ଚିଲେ..

ପଦ୍ମପୁର, ୨୨/୦୫ (ପ୍ରଦୀପ୍ତ ଦାଶ): ପଦ୍ମପୁର ନିକଟସ୍ଥ ଭେଉଁରିଆ ପଞ୍ଚାୟତର ଅମିତ କୁମାର ସାହୁ ସାଧାରଣ ଦିନମାନଙ୍କ ଭଳି ପେଣ୍ଟ ପକେଟ୍‌ରେ ମୋବାଇଲ୍ ରଖି କାମକୁ ବାହାରିଥିଲେ।…

ଥୁଆମୂଳ ରାମପୁରରେ କାଳବୈଶାଖୀର ତାଣ୍ଡବ

ଥୁଆମୂଳ ରାମପୁର, ୨୨ା୫ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ବ୍ଲକ ନାକୁରୁଣ୍ଡି ପଞ୍ଚାୟତର ବିଭିନ୍ନ ଗ୍ରାମରେ ଶୁକ୍ରବାର ଅପରାହ୍ନରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ହଠାତ୍‌ ବର୍ଷାପବନ…

ସିବିଏସଇ ଭଳି ସିଏଚଏସଇରେ ବିକାଶର ନୂଆଁ ରେକର୍ଡ: ଖୁସିରେ ମିଠା ଖୁଆଇଲେ କ୍ରୀଷ୍ଣା ବିକାଶ ଗ୍ରୁପ୍ ଚେୟାରମେନ, ସତ୍ୟସୁନ୍ଦର ରାଜ୍ୟ ଓ ସମର୍ପିତା ପଶ୍ଚିମ ଓଡ଼ିଶା ଟପ୍ପର

ବରଗଡ଼,୨୨।୫(ପ୍ରେମାନନ୍ଦ ଖମାରୀ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ପରିଚାଳିତ ପରୀକ୍ଷା ଭଳି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ, ଭୁବନେଶ୍ୱର, ଓଡ଼ିଶା ଦ୍ଵାରା ଆୟୋଜିତ ଦ୍ଵାଦଶ ଶ୍ରେଣୀ…

ଚୋରା ଚାଲାଣ ରୋକିବା ପାଇଁ ବାଲି ସୈରାତକୁ ଖୋଳି ଦେଲା ଖଣି ବିଭାଗ   

ଦିଗପହଣ୍ଡି,୨୨|୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟ ପତ୍ରଚୁଡ଼ି, ସୁନ୍ଦରଡ଼ା ଗ୍ରାମ ନିକଟ ବାହୁଦା ନଦୀ ର ବାଲି ସୈରାତ ନିଲାମ ହୋଇନଥିବା ବେଳେ ସେଠାରୁ…

ଭୋଜି ଖାଇବାକୁ ଆସି କଳାକନା ବୁଲାଇଦେଲେ ସମ୍ପର୍କୀୟ: ନେଇଗଲେ ୧୯ ଭରି ସୁନା ଓ ୧୪ ଭରି ରୂପା ଅଳଙ୍କାର

ଦିଗପହଣ୍ଡି,୨୨|୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ଉଦୟ ନାରାୟଣ ସାହି ର ନାରାୟଣ ଦାସଙ୍କ ଘର ଆଲମିରା ରୁ ପ୍ରାୟ ୧୯…

ଛତ୍ରପୁରରେ ଓଡିଶା ମାନବାଧିକାର କମିଶନଙ୍କ କ୍ୟାମ୍ପ କୋର୍ଟ : ୨୨ ମାମଲାର ତତ୍କାଳ ସମାଧାନ, ୭ଟିର ତଦନ୍ତ ରିପୋର୍ଟ ତଲବ

ଛତ୍ରପୁର,୨୨ା୫(ଦିଲୀପ ସାମଲ): ଓଡିଶା ମାନବାଧିକାର କମିଶନ ତରଫରୁ ଶୁକ୍ରବାର ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁର ଠାରେ ଏକ କ୍ୟାମ୍ପ କୋର୍ଟ ଅନୁଷ୍ଠିତ ହୋଇଯାଇଛି। ଗଞ୍ଜାମ ଜିଲାପାଳଙ୍କ…

‘ଭାଜପା ବିଜେଡିକୁ ମହିଳା ବିରୋଧୀ ବୋଲି କରୁଛି ଅପପ୍ରଚାର’

ଆନନ୍ଦପୁର/ହାଟଡିହୀ/ଛେନାପଦୀ, ୨୨/୦୫ (ସୁଶାନ୍ତ କୁମାର ସାହୁ / ଶୁଭକାନ୍ତ ନାୟକ / ନିରାକାର ପରିଡା):କେନ୍ଦୁଝର ଜିଲାର ଆନନ୍ଦପୁର ବିଧାନସଭା କ୍ଷେତ୍ର ଅନ୍ତର୍ଗତ ହାଟଡିହୀଠାରେ ବିଜେଡି ପକ୍ଷରୁ ଶୁକ୍ରବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri