ତହସିଲଦାରଙ୍କୁ ଆକ୍ରମଣ, ଜେଲ ଗଲେ ଅଧ୍ୟାପକ

ବାଲିଗୁଡା,୨୦ା୭(ଡି.ଏନ୍‌.ଏ.)- କୋଭିଡ୍‌ ନିୟମ ଉଲ୍ଲଂଘନ କରି ଶୁଦ୍ଧିକ୍ରିୟା ଚାଲିଥିଲା। ତହସିଲଦାର ପହଞ୍ଚି ବାରଣ କରିବାରୁ ଜଣେ ଅଧ୍ୟାପକ ତାଙ୍କୁ ଆକ୍ରମଣ କରିଥିଲେ। ଥାନାରେ ଅଭିଯୋଗ ପରେ ପୋଲିସ ସମ୍ପୃକ୍ତ ଅଧ୍ୟାପକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଲେ ବାଲିଗୁଡା ଆଦିବାସୀ ମହାବିଦ୍ୟାଳୟ ଅଧ୍ୟାପକ ତେଜେଶ୍ୱର ନାୟକ।
ବାଲିଗୁଡା ଥାନା ମୁଣ୍ଡାସାହି ଅଞ୍ଚଳରେ କୋଭିଡ୍‌ ନିୟମ ଉଲ୍ଲଂଘନ କରି ଶନିବାର ଏକ ଶୁଦ୍ଧିକ୍ରିୟା ଚାଲିଥିଲା। କୋଲକାତାରୁ ଆସି ଗୋଟିଏ ପରିବାରର ୪ ଜଣ ସଦସ୍ୟ ଯୋଗ ଦେଇଥିବା ସୂଚନା ପାଇ ବାଲିଗୁଡା ତହସିଲଦାର କ୍ଷୀରାବ୍ଧିତନୟା ସାହୁ ପହଞ୍ଚତ୍ଥିଲେ। ଏନେଇ ସେମାନେ ଅନୁମତି ଆଣି ନ ଥିବା ଜଣାପଡିଥିଲା। ତହସିଲଦାର ତଦନ୍ତ କରୁଥିବାବେଳେ ଅଧ୍ୟାପକ ଗାଳିଗୁଲଜ କରିବା ସହ ତହସିଲଦାରଙ୍କୁ ଧକ୍କା ମାରିଥିଲେ। ତହସିଲଦାର ସାହୁ ଏନେଇ ବାଲିଗୁଡା ଥାନାରେ ଏତଲା ଦେବା ସହ କନ୍ଧମାଳ ଜିଲାପାଳ ଓ ଉପଜିଲାପାଳଙ୍କୁ ମଧ୍ୟ ଅବଗତ କରାଇଥିବା କହିଛନ୍ତି। ନଂ. ୧୩୪/୨୦ରେ ମାମଲା ରୁଜୁକରି ଅଧ୍ୟାପକଙ୍କୁ ରବିବାର କୋର୍ଟ ଚାଲାଣ କରାଯାଇଥିବା ବାଲିଗୁଡା ଡିଏସ୍‌ପି ମନୋଜ କୁମାର ପୂଜାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରଙ୍ଗମଞ୍ଚରେ ପପୁ ପମପମଙ୍କୁ ଦେଖିବା ପାଇଁ ଜମିବ ଭିଡ: ଆଜି ଠାକୁରାଣୀ ଯାତ୍ରାର ଶେଷ ପଟୁଆର

ଭଞ୍ଜନଗର,୧୮।୫(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରାର ସୋମବାର ହେଉଛି ଶେଷ ପଟୁଆର। ଆଜି ଜଳସମ୍ପଦ ବିଭାଗ ପକ୍ଷରୁ ବିରାଟ ଶୋଭାଯାତ୍ରା ବାହାରୁଛି। ତେଣୁ ବିଭାଗ ପକ୍ଷରୁ…

ଏହି କାମ କରି ମୁଖ୍ୟମନ୍ତ୍ରୀ ହୋଇଛନ୍ତି ଥଲାପତି ବିଜୟ: କହୁ କହୁ କହିଦେଲେ ଷ୍ଟାଲିନ୍‌

ନୂଆଦିଲ୍ଲୀ,୧୮।୫: ଦ୍ରାବିଡ଼ ମୁନେତ୍ର କାଝାଗମ (ଡିଏମକେ) ସଭାପତି ଏମକେ ଷ୍ଟାଲିନ ଆଇନ ଶୃଙ୍ଖଳା ପରିସ୍ଥିତି ସମ୍ପର୍କରେ ମୁଖ୍ୟମନ୍ତ୍ରୀ ଯୋସେଫ ବିଜୟଙ୍କୁ କଟାକ୍ଷ କରିଛନ୍ତି। ବିଜୟ ଇନଷ୍ଟାଗ୍ରାମ ମାଧ୍ୟମରେ…

ପଞ୍ଚାୟତ, ପୌର ନିର୍ବାଚନ ପାଇଁ ଗୁରୁମନ୍ତ୍ର ଦେଲେ ନୀତିନ ନବୀନ: ଏବେଠୁ ରଣନୀତି ପ୍ରସ୍ତୁତ, ଆଗକୁ…

ଜଟଣୀ,୧୮।୫: ଖୋର୍ଦ୍ଧା ଜିଲା ଜଟଣୀରେ ଆୟୋଜିତ ପ୍ରଶିକ୍ଷଣ ଶିବିରରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ କାର୍ଯ୍ୟକର୍ତ୍ତାଙ୍କୁ ୫ଟି ଗୁରୁମନ୍ତ୍ର ଦେଇ ସଂଗଠନକୁ ଆହୁରି ସୁଦୃଢ କରିବାକୁ…

ଗର୍ଭବତୀ ସ୍ତ୍ରୀଙ୍କୁ ପିଟିପିଟି ଗୁପ୍ତାଙ୍ଗରେ ବ୍ଲେଡ୍‌ ପୂରାଇଦେଲେ ସ୍ବାମୀ, ପୋଲିସ ଆଗରେ ୪ ବର୍ଷର ଝିଅ ଖୋଲିଲା ରହସ୍ୟ

ରାୟପୁର,୧୮।୫: ଛତିଶଗଡ଼ର ସୁରଗୁଜା ଜିଲାରୁ ଏକ ଅତ୍ୟନ୍ତ ଅମାନୁଷିକ ତଥା ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ୨୩ ବର୍ଷୀୟା ଗର୍ଭବତୀ ମହିଳାଙ୍କୁ ତାଙ୍କ ସ୍ବାମୀ ଅତି…

ପାରିବାରିକ କଳହ ହେଲା କାଳ; ବାପଘରକୁ ଡାକି ସ୍ବାମୀଙ୍କ ଯୌନାଙ୍ଗ କାଟିଦେଲେ ସ୍ତ୍ରୀ, ଚାଲିଗଲା ଜୀବନ

କଟକ,୧୮।୫(ପ୍ରଭୁକଲ୍ୟାଣ ପାଲ): କଟକ ବଡମ୍ବାରେ ଯୌନାଙ୍ଗ କାଟି ସ୍ୱାମୀଙ୍କୁ ହତ୍ୟା କଲେ ସ୍ତ୍ରୀ । ବଡମ୍ବା ଥାନାରେ ମାମଲା ପରେ ପୋଲିସ ତଦନ୍ତ ଆରମ୍ଭ କରିଛି ।…

ଶ୍ରୀଜିଉଙ୍କୁ ଦର୍ଶନ କଲେ ନୀତିନ ନବୀନ

ପୁରୀ,୧୮।୫(ଅଜିତ୍‌ କୁମାର ମହାନ୍ତି): ଶ୍ରୀକ୍ଷେତ୍ରରେ ଆଜି ଭକ୍ତିମୟ ପରିବେଶ ମଧ୍ୟରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି। ସେ ଶ୍ରୀମନ୍ଦିରକୁ ପହଞ୍ଚି ସିଂହଦ୍ୱାର ଦ୍ୱାରରେ…

୧୪ ବର୍ଷ ଝିଅର କଥା ଶୁଣି ଚୁପ୍‌ଚାପ୍‌ ଏମିତି କାମ କରିଦେଲେ ମୁଖ୍ୟମନ୍ତ୍ରୀ ବିଜୟ: ଚାରିଆଡ଼େ ଚର୍ଚ୍ଚା

ଚେନ୍ନାଇ,୧୮।୫: ଅଭିନେତାରୁ ରାଜନେତା ହୋଇଥିବା ଥଲାପତି ବିଜୟ ତାମିଲନାଡୁର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେବା ପରଠାରୁ ଚର୍ଚ୍ଚାରେ ଅଛନ୍ତି। ସେ ପୁଣି ଥରେ ଏପରି ଏକ ପଦକ୍ଷେପ…

ବ୍ଲକ ଅଧ୍ୟକ୍ଷଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ: ୪୫ ଜଣ ସରପଞ୍ଚ, ସମିତିସଭ୍ୟ ଉପଜିଲାପାଳଙ୍କୁ ଭେଟି…

ନୟାଗଡ,୧୮।୫( ଲୋକନାଥ ମିଶ୍ର): ନୟାଗଡ ବ୍ଲକ ଅଧ୍ୟକ୍ଷ କିଶୋର ସାହୁଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଗତ ପାଇଁ ପ୍ରସ୍ତାବ। ଗତ ୧୧ ତାରିଖରେ ବ୍ୟକ୍ତିଗତ କାରଣ ଦର୍ଶାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri