ତହସିଲଦାରଙ୍କୁ ଆକ୍ରମଣ ମହଙ୍ଗା ପଡିଲା : ଜେଲ ଗଲେ ଅଧ୍ୟାପକ

ବାଲିଗୁଡା,୧୯ା୭(ଡି.ଏନ୍‌.ଏ.)- କୋଭିଡ୍‌ ନିୟମ ଉଲ୍ଲଂଘନ କରି ଶୁଦ୍ଧିକ୍ରିୟା ଚାଲିଥିଲା। ତହସିଲଦାର ପହଞ୍ଚତ୍ ବାରଣ କରିବାରୁ ଜଣେ ଅଧ୍ୟାପକ ତାଙ୍କୁ ଆକ୍ରମଣ କରିଥିଲେ। ଥାନାରେ ଅଭିଯୋଗ ପରେ ପୋଲିସ ସମ୍ପୃକ୍ତ ଅଧ୍ୟାପକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଲେ ବାଲିଗୁଡା ଆଦିବାସୀ ମହାବିଦ୍ୟାଳୟ ଅଧ୍ୟାପକ ତେଜେଶ୍ୱର ନାୟକ।
ବାଲିଗୁଡା ଥାନା ମୁଣ୍ଡାସାହି ଅଞ୍ଚଳରେ କୋଭିଡ୍‌ ନିୟମ ଉଲ୍ଲଂଘନ କରି ଶନିବାର ଏକ ଶୁଦ୍ଧିକ୍ରିୟା ଚାଲିଥିଲା। କୋଲକାତାରୁ ଆସି ଗୋଟିଏ ପରିବାରର ୪ ଜଣ ସଦସ୍ୟ ଯୋଗ ଦେଇଥିବା ସୂଚନା ପାଇ ବାଲିଗୁଡା ତହସିଲଦାର କ୍ଷୀରାବ୍ଧିତନୟା ସାହୁ ପହଞ୍ଚତ୍ଥିଲେ। ଏନେଇ ସେମାନେ ଅନୁମତି ଆଣି ନ ଥିବା ଜଣାପଡିଥିଲା। ତହସିଲଦାର ତଦନ୍ତ କରୁଥିବାବେଳେ ଅଧ୍ୟାପକ ପରିଡା ଗାଳିଗୁଲଜ କରିବା ସହ ତହସିଲଦାରଙ୍କୁ ଧକ୍କା ମାରିଥିଲେ। ତହସିଲଦାର ସାହୁ ଏନେଇ ବାଲିଗୁଡା ଥାନାରେ ଏତଲା ଦେବା ସହ କନ୍ଧମାଳ ଜିଲାପାଳ ଓ ଉପଜିଲାପାଳଙ୍କୁ ମଧ୍ୟ ଅବଗତ କରାଇଥିବା କହିଛନ୍ତି। ନଂ. ୧୩୪/୨୦ରେ ମାମଲା ରୁଜୁକରି ଅଧ୍ୟାପକଙ୍କୁ ରବିବାର କୋର୍ଟଚାଲାଣ କରାଯାଇଥିବା ବାଲିଗୁଡା ଡିଏସ୍‌ପି ମନୋଜ କୁମାର ପୂଜାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କୁ ଭିଆଇପି ଟ୍ରିଟମେଣ୍ଟ! ସଚିନଙ୍କୁ ମିଳି ନ ଥିଲା; କାହିଁକି ହେଲା…?

ନୂଆଦିଲ୍ଲୀ, ୨୫ା୬: ଭାରତର ୧୫ ବର୍ଷୀୟ ପ୍ରତିଭାବାନ କ୍ରିକେଟର ବୈଭବ ସୂର୍ଯ୍ୟବଂଶୀଙ୍କ ଇଂଲଣ୍ଡ ଗସ୍ତକୁ ନେଇ ଏବେ ସାରା ଦେଶରେ ଜୋରଦାର ଚର୍ଚ୍ଚା ଚାଲିଛି। ଖବର ଅନୁଯାୟୀ, ଇଂଲଣ୍ଡରେ…

ଚଳନ୍ତା ଟ୍ରେନ୍‌ରୁ କାଠଯୋଡ଼ି ନଦୀବାଲିକୁ ଖସିପଡ଼ିଲେ ଯୁବକ: ଅଗ୍ନିଶମ ବାହିନୀ ଦ୍ୱାରା ଉଦ୍ଧାର, ଏସ୍‌ସିବିରେ ଭର୍ତ୍ତି

କଟକ, ୨୫ା୬(କାର୍ତ୍ତିକ ସାହୁ): କଟକ କାଠଯୋଡ଼ି ନଦୀ ବ୍ରିଜ୍‌ ଉପରେ ଏକ ରେଳ ଦୁର୍ଘଟଣାରୁ ବର୍ତ୍ତି ଯାଇଛନ୍ତି ଜଣେ ଯୁବକ। ଏକ ଚଳନ୍ତା ଟ୍ରେନ୍‌ରୁ ଜଣେ ଯୁବକ…

ଟି୨୦ ବିଶ୍ୱକପ୍‌: ବାଂଲାଦେଶକୁ ହରାଇ ଭାରତର ତୃତୀୟ ବିଜୟ

ମାଞ୍ଚେଷ୍ଟର,୨୫ା୬: ଶେଫାଳି ବର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଗୁରୁବାର ଖେଳାଯାଇଥିବା ବାଂଲାଦେଶ ବିପକ୍ଷ ମହିଳା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌କୁ ଭାରତ ୫ ଉଇକେଟରେ ଜିତି ନେଇଛି। ବାଂଲାଦେଶ…

ସାଇକେଲରେ ଶବ ବୋହିବା ଘଟଣା: ପ୍ରଶାସନିକ ତତ୍ପରତା,ଶୋକସନ୍ତପ୍ତ ପରିବାରକୁ ଭେଟି…

ପାଇକମାଳ,୨୫।୬(ବଡ଼ ଶତପଥୀ)- ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ କଣ୍ଟାପଡ଼ା ଗ୍ରାମରେ ଘଟିଥିବା ଏକ ଅଭାବନୀୟ ଘଟଣାରେ ଜିଲା ଓ ବ୍ଲକ ପ୍ରଶାସନ ପକ୍ଷରୁ ତୁରନ୍ତ ସହାୟତାର…

ସ୍କୁଲକୁ ବିଳମ୍ବରେ ଆସିବା ପଡ଼ିଲା ମହଙ୍ଗା

ଉମରକୋଟ, ୨୫।୬(ସନ୍ତୋଷ ଶତପଥୀ): ଜଣେ ଶିକ୍ଷକ ସ୍କୁଲକୁ ପ୍ରତିଦିନ ବିଳମ୍ବରେ ଆସୁଥିବା ଅଭିଯୋଗ ହେବା ପରେ ଗୁରୁବାର ଉମରକୋଟ ବିଇଓ ତାଙ୍କର ଦରମା ବନ୍ଦ କରିଛନ୍ତି। ଏଥିସହ…

ଇଚ୍ଛାମୃତ୍ୟୁ ଆବେଦନ ପରେ ଚେତିଲା ପ୍ରଶାସନ: ଯୁବଚାଷୀ ଗୋପାଳକୃଷ୍ଣଙ୍କ ପରିବାରକୁ ୨୦ ହଜାର ଟଙ୍କାର ଚିକିତ୍ସା ସହାୟତା

ବରଗଡ଼,୨୫।୬(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରି ଟୋକନ ପାଇବାରୁ ବଞ୍ଚିତ ହେବା ପରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ମେଲଛାମୁଣ୍ଡା ଗ୍ରାମର ଯୁବଚାଷୀ ଗୋପାଳକୃଷ୍ଣ ସାହୁ ଇଚ୍ଛାମୃତ୍ୟୁ ପାଇଁ ଆବେଦନ…

ମେଡିକାଲରୁ ଚମ୍ପଟ ମାରିଲେ ଅଭିଯୁକ୍ତ

ମାଲକାନଗିରି,୨୫।୬(ଦୁର୍ଯ୍ୟୋଧନ ପାତ୍ର): ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଗିରଫ ହୋଇଥିବା ଜଣେ ଅଭିଯୁକ୍ତଙ୍କୁ ପୋଲିସ ଗୁରୁବାର ମେଡିକାଲ ଚେକ୍‌ଅପ୍‌ ପାଇଁ ନେଉଥିବା ବେଳେ ଚିକିତ୍ସାଳୟ ନିକଟରୁ ସେ…

Ketan Murder Case:ପିତାଙ୍କ ଗୁହାରି, କହିଲେ ଝିଅକୁ ଦିଆଯାଉ ଫାଶୀ!

ପୁଣେ,୨୫।୬: ପୁଣେରେ ହାଇପ୍ରୋଫାଇଲ କେତନ ଅଗ୍ରୱାଲ ହତ୍ୟା ମାମଲାର ତଦନ୍ତ ଆଗକୁ ବଢ଼ିବା ସହିତ, ମାମଲାର ନୂତନ ଦିଗ ସାମ୍ନାକୁ ଆସୁଛି। ଏବେ, ମାମଲାର ମୁଖ୍ୟ ଅଭିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri