ଗୋଡ଼େଇ ଗୋଡ଼େଇ ହାଣିଲେ

ବଲାଙ୍ଗୀର ଅଫିସ୍‌, ୨୨।୧: ବଲାଙ୍ଗୀର ସହର ମାଲପଡ଼ାରେ ଶୁକ୍ରବାର ରାତିରେ ପିକୁନ ଦଣ୍ଡସନା ନାମକ ଜଣେ ଯୁବକଙ୍କୁ ଖଣ୍ଡାରେ ଆକ୍ରମଣ କରାଯାଇଛି। ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ଭୀମ ଭୋଇ ମେଡ଼ିକାଲକୁ ନେଇଥିଲେ। ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ବୁର୍ଲା ସ୍ଥାନାନ୍ତର କରାଯାଇଛି। ପିକୁନଙ୍କ ଘର ମାଲପଡ଼ାରେ। ସେ ରାସ୍ତାରେ ଚାଲିଚାଲି ଯାଉଥିବାବେଳେ ୪ଜଣ ଯୁବକ ଆସି ଖଣ୍ଡାରେ ଆକ୍ରମଣ କରିଥିଲେ। ପିକୁନ ଦୌଡ଼ି ପଳାଇବାକୁ ଚେଷ୍ଟା କଲାବେଳେ ୪ଜଣ ଯୁବକ ଗୋଡ଼ାଇ ଗୋଡ଼ାଇ ହାଣିଥିଲେ। ହେଲେ ଆକ୍ରମଣର କାରଣ ଜଣାପଡ଼ିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

୫ ଜଣିଆ କମିଟି ଗଠନ କଲେ ହାଇକୋର୍ଟ

କଟକ ଅଫିସ,୧୭ା୨:ଜଗତ୍‌ସିଂହପୁର ଜିଲା ଢିଙ୍କିଆ ବିବାଦ ମାମଲାର ଶୁଣାଣି ବୁଧବାର ହାଇକୋର୍ଟରେ ହୋଇଥିଲା। ହାଇକୋର୍ଟ ମୁଖ୍ୟ ବିଚାରପତି ଏସ୍‌. ମୁରଲୀଧର ଓ ବିଚାରପତି ଆର୍‌.କେ. ପଟ୍ଟନାୟକଙ୍କୁ...

ଜାତୀୟ ରାଜପଥ ସମ୍ପ୍ରସାରଣ ବେଳେ ଭୁଶୁଡ଼ିଲା କାନ୍ଥ: ୮ ଆହତ, ୩ ଗୁରୁତର

କାମାକ୍ଷାନଗର, ୨୧।୯(ଡି.ଏନ୍‌.ଏ.) – ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ବଡସୁଅଁାଳ ଗ୍ରାମ ନିକଟ ଦେଇ ଯାଇଥିବା ୫୩ନଂ. ଜାତୀୟ ରାଜପଥ ସମ୍ପ୍ରସାରଣବେଳେ ଶୁକ୍ରବାର ଅଭାବନୀୟ ଘଟଣା...

ଲକ୍ଷ୍ମୀପୁରରେ ବିଜେଡିର ପ୍ରଭୁ ଜାନି ଆଗୁଆ

କୋରାପୁଟ,୨୩ା୫(ସ୍ବ.ପ୍ର.): ଲକ୍ଷ୍ମୀପୁର ବିଧାନସଭା ନିର୍ବାଚନ ମଣ୍ଡଳୀରେ ୨ଟି ରାଉଣ୍ଡ ଗଣତି ସୁଦ୍ଧା ବିଜେଡି ଆଗୁଆ ରହିଛି। ପ୍ରଥମ ରାଉଣ୍ଡରେ ବିଜେଡିର ପ୍ରଭୁ ଜାନି ୧୭୦୮ ଭୋଟ୍‌...

୧୪ ଦିନରେ ହେଲା ସ୍ଥିତି ସ୍ବାଭାବିକ: ତାଳଚେର କୋଲ୍‌ ଫିଲ୍ଡସ ଚଳଚଞ୍ଚଳ

ତାଳଚେର, ୭ା୮ (ନି.ପ୍ର.)-ଭରତପୁର ଖଣି ଦୁର୍ଘଟଣା ପରେ ୧୪ ଦିନ ଧରି ଠପ୍‌ ହୋଇଯାଇଥିବା ତାଳଚେର କୋଲ୍‌ ଫିଲ୍ଡସରେ ମଙ୍ଗଳବାର ସ୍ଥିତି ଧୀରେ ଧୀରେ ସ୍ବାଭାବିକ...

କାର୍ଡ଼ ଥାଇବି ନିର୍ମାଣ ଶ୍ରମିକଙ୍କୁ ମିଳିପାରୁୁନି ସହାୟତା

ରାଇସୁଆଁ, ୨୮।୪(ଡି.ଏନ୍‌.ଏ.): କରୋନା ଭାଇରସ୍‌ ସଂକ୍ରମଣ ଯୋଗୁ ଆଗୁଆ ପଦକ୍ଷେପମୂଳକ କାର୍ଯ୍ୟ ଗ୍ରହଣ କରି ସରକାର ଲୋକଙ୍କୁ ବିଭିନ୍ନ ପ୍ରକାରର ସହାୟତ଼ା ପ୍ରଦାନ କରୁଛନ୍ତି। ହେଲେ...

ଆଶା କମ୍‌, ନିରାଶା ଅଧିକ

ଅନୁଗୋଳ ଅଫିସ, ୩୧ା୮ ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଉଛି। ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ଲଗାତର ଭାବେ ହଜାରେ ତଳେ ରହୁଛି। ଟିକାକରଣ ଟାର୍ଗେଟ୍‌ ମଧ୍ୟ...

ବାହୁଡ଼ାରେ ନାଚପାର୍ଟିକୁ ନେଇ ଉତ୍ତେଜନା

ଦିଗପହଣ୍ଡି,୧୫ା୭(ଡି.ଏନ୍‌.ଏ.)-ଦିଗପହଣ୍ଡି ବ୍ଲକ ଭ୍ରମରପୁର ଗ୍ରାମରେ ଜଗନ୍ନାଥଙ୍କ ବାହୁଡା ଯାତ୍ରା ସମୟରେ ଉତ୍ତେଜନା ଦେଖା ଦେଇଛି। ଜଗନ୍ନାଥଙ୍କ ରଥ ଅଧାବାଟରେ ଅଟକିବା ପରେ ପ୍ରତିବର୍ଷ ନାଚ ପରିବେଷଣ...

କରତକଳ ଅନୁମତି ଦାବିରେ ଡିଏଫ୍‌ଓଙ୍କ କାର୍ଯ୍ୟାଳୟ ଘେରାଉ

ଚାନ୍ଦବାଲି,୨୭।୧୧(ଡି.ଏନ୍‌.ଏ.): ଭଦ୍ରକ ଜିଲାର ବିଭିନ୍ନ ଅଞ୍ଚଳରେ କରତକଳ ସ୍ଥାପନ ନିମନ୍ତେ ସରକାରୀ ଅନୁମତି ପ୍ରଦାନ ଦାବିରେ ବୁଧବାର ଶତାଧିକ କରତକଳ ମାଲିକ, କାଠମିସ୍ତ୍ରୀ, କାଠ ବ୍ୟବସାୟୀ...

Advertisement
Archives

Model This Week