ଛେଳି ଚରାଉ ଚରାଉ ନିସ୍ତୁକ ପିଟିଲେ

ଦିଗପହଣ୍ଡି,୨୧।୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମର ଛେଳି ଜଗୁଆଳ ବି. ପଞ୍ଚୁ ପାତ୍ରଙ୍କୁ ମାଡ଼ ମରା ଯାଇଥିବା ଅଭିଯୋଗ ହୋଇଛି। ତାଙ୍କୁ କୋଟି ନଡ଼ା ଗ୍ରାମର ମଙ୍ଗୁଳୁ ସ୍ବାଇଁ ନିସ୍ତୁକ ମାଡ଼ ମାରିଥିବା ସେ ଦିଗପହଣ୍ଡି ଥାନାରେ ଅଭିଯୋଗ କରିଛନ୍ତି। ପଞ୍ଚୁଙ୍କ ଏତଲା କ୍ରମେ ଦିଗପହଣ୍ଡି ପୋଲିସ କେସ ନଂ.୨୪୧/୨୧ ରେ ମାମଲା ରୁଜୁ କରି ତଦନ୍ତ ଚଳାଇଛି। ଗତ ରବିବାର ସାରେରେ ପଞ୍ଚୁ ତାଙ୍କ କୋଟି ନଡ଼ା ଗ୍ରାମ ପୋଖରୀ ନିକଟରେ ଛେଳି ମେଣ୍ଢା ଚରାଉ ଥିବା ବେଳେ ମଙ୍ଗୁଳୁ ସେଠାରେ ପହଞ୍ଚି ପଞ୍ଚୁଙ୍କୁ ଗାଳି ଗୁଲଜ କରିଥିଲେ। ସେ ପ୍ରତିବାଦ କରିବାରୁ ମଙ୍ଗୁଳୁ ତାଙ୍କୁ ଆକ୍ରମଣ କରିଥିବା ସହ ମାଡ଼ ମାରିଥିବା ଏତଲାରେ ଉଲ୍ଲେଖ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରୀନ୍‌ ଜୋନ୍‌ରେ ବଢୁଛି କରୋନା ଆଶଙ୍କା: ସରକାରୀ ଅନୁଷ୍ଠାନରେ ରହୁନି ସାମାଜିକ ଦୂରତ୍ୱ

କଟକ ଅଫିସ,୧୭ା୫-ଗ୍ରୀନ୍‌ ଜୋନ୍‌ରେ ଲକଡାଉନ କଟକଣା କୋହଳ ହେବା ପରେ କରୋନା ସଂକ୍ରମଣରେ ଆଶଙ୍କା ବଢ଼ିବାରେ ଲାଗିଛି। ଏହି ଜୋନ୍‌ରେ ମାସ୍କ ବ୍ୟବହାର ଓ ସାମାଜିକ...

ମାନସିକ ବିକାରଗ୍ରସ୍ତଙ୍କ ଥଇଥାନ ଓ ଚିକିତ୍ସା ବ୍ୟବସ୍ଥା କରାଯାଉ: ହାଇକୋର୍ଟରେ ଜନସ୍ବାର୍ଥ ମାମଲା

କଟକ ଅଫିସ,୧ା୯: ମାନସିକ ବିକାରଗ୍ରସ୍ତ ଲୋକଙ୍କୁ ଥଇଥାନ କରିବା ଓ ସେମାନଙ୍କ ଚିକିତ୍ସା ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରିବା ନେଇ ଓଡ଼ିଶା ଲିଗାଲ ଆଣ୍ଡ ସୋସିଆଲ...

ବିପଦ ବଢ଼ାଉଛି ବେଆଇନ ବ୍ଲାଷ୍ଟିଂ

ଢେଙ୍କାନାଳ ଅଫିସ, ୧୯।୨ ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ ଆର୍ତ୍ତସାନ୍ତରାକାଟେଣୀ ଗ୍ରାମ ନିକଟରେ ଥିବା କଳାମୁଗୁନି ପଥର ଖାଦାନରେ ବେଆଇନ ବ୍ଲାଷ୍ଟିଂ ସ୍ଥାନୀୟ ବାସିନ୍ଦାଙ୍କ ସୁରକ୍ଷା...

‘ସାବୁନରେ ହାତ ଧୋଇ ଗାଁରେ ପଶ’

ଠାକୁରମୁଣ୍ଡା,୨୭ା୩(ଡ଼ି.ଏନ୍‌.ଏ.)-କରୋନା ସଂକ୍ରମଣ ରୋକିବା ଦିଗରେ ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲକ ସାଲେଇବେଡା ପଞ୍ଚାୟତ ଅନ୍ତର୍ଗତ ସାନମହୁଲଡିହା ଗ୍ରାମବାସୀ ଅଭିନବ ପ୍ରୟାସ ଆପଣାଇଛନ୍ତି। ବାହାର ଅଞ୍ଚଳର ଯେଉଁ...

‘ଟିଏମ୍‌ସି, ନିୟନ୍ତ୍ରଣ କକ୍ଷ ପ୍ରସ୍ତୁତ ରଖ’

ପୁରୀ ଅଫିସ,୨୩।୪: ପୁରୀ ଜିଲାରେ କୋଭିଡ୍‌ ସ୍ଥିତି ପରିଚାଳନା ଓ ମୁକାବିଲା ସମ୍ବନ୍ଧିତ ବୈଠକ ଗୁରୁବାର ରାଜ୍ୟ ଯୋଜନା ବୋର୍ଡ ଅଧ୍ୟକ୍ଷ ସଞ୍ଜୟ କୁମାର ଦାସବର୍ମାଙ୍କ...

ପାଟଣାରେ ମିଳୁନି ଧାନ ବିହନ

ପାଟଣା, ୨୭।୫(ସ୍ବ.ପ୍ର.)-କେନ୍ଦୁଝର ଜିଲା ପାଟଣା ବ୍ଲକରେ ବିହନ ଧାନର ଘୋର ଅଭାବ ପରିଲକ୍ଷିତ ହୋଇଛି। ଚାଷୀ ସମବାୟ ସମିତିକୁ ପ୍ରତିଦିନ ଦୌଡ଼ିଲେ ବି ଧାନ ବିହନ...

ହାତଗୋଡ଼ ବନ୍ଧା ଅବସ୍ଥାରେ ୨ଯୁବକ ଉଦ୍ଧାର

ସାରସକଣା,୨୨।୪: ମୟୂରଭଞ୍ଜ ଜିଲା ଝାରପୋଖରିଆରୁ ବହରାଗୋଡା ଦେଇ ଯାଇଥିବା ୪୯ନମ୍ବର ଜାତୀୟ ରାଜପଥର କାଳିମନ୍ଦିର ନିକଟରୁ ଗୁରୁବାର ୨ ଯୁବକଙ୍କୁ ମୁମୂର୍ଷୁ ଅବସ୍ଥାରେ ଝାରପୋଖରିଆ ପୋଲିସ...

ସୁକତେଲ ବ୍ରିଜ୍‌ ଭୁଶୁଡ଼ିବା ଘଟଣା: କୋର୍ଟ ଚାଲାଣ ହେଲେ ପ୍ରୋଜେକ୍ଟ ଦାୟିତ୍ୱରେ ଥିବା କର୍ମଚାରୀ

ପାଟଣାଗଡ, ୬।୫(ଡି.ଏନ୍‌.ଏ.)- ବଲାଙ୍ଗିର ଜିଲା ପାଟଣାଗଡ ବ୍ଲକ ଅନ୍ତର୍ଗତ ତମିଆଁ ମୁନ୍ଦଲସର ସୁକତେଲ ନଦୀ ବ୍ରିଜ ଗତ ୨୯ ତାରିଖ ଦିନ ମରାମତି ବେଳେ ଭୁଶୁଡି...

Advertisement


Archives

Model This Week