ଗାଁ ଦାଣ୍ଡରେ ଯୁବକଙ୍କୁ ଖଣ୍ଡାରେ ହାଣିଲେ: ସରପଞ୍ଚଙ୍କ ସ୍ବାମୀଙ୍କ ନାମରେ ମାମଲା

ପୁରୁଷୋତ୍ତମପୁର,୫।୧୧(ସିମାଞ୍ଚଳ ମିଶ୍ର): ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ସୋମବାର ରାତିରେ ଗାଁ ଦାଣ୍ଡରେ ଜଣେ ଯୁବକଙ୍କୁ ସଂଘବଦ୍ଧ ଭାବେ ଖଣ୍ଡାରେ  ଆକ୍ରମଣ କରାଯାଇଛି। ଏହି ଘଟଣାରେ କେସ ନଂ ୭୩୮/ ୨୪ରେ ସରପଞ୍ଚଙ୍କ ସ୍ବାମୀ ଦିବାକର ବେହେରାଙ୍କ ସମେତ କିଛି ବ୍ୟକ୍ତିଙ୍କ ନାମରେ ମାମଲା ରୁଜୁ ହୋଇଥିବା ଏସ୍‌ଆଇ ସୁଶାନ୍ତକୁମାର ମିଶ୍ର କହିଛନ୍ତ। ପୂର୍ବ ରାଜନୈତିକ ଶତ୍ରତାରୁ ଏଭଳି ଆକ୍ରମଣ କରାଯାଇଥିବା ଜାଣିବାକୁ ମିଳିଛି ।
ସୂଚନାଯୋଗ୍ୟ, ସୁଶାନ୍ତ ବେହେରା ତାଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ପୁରୁଷୋତ୍ତମପୁର ଡାକ୍ତରଖାନା ଓ ପରେ ବ୍ରହ୍ମପୁର ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ପୁରୁଷୋତ୍ତମପୁର ଏସଡିପିଓ ରଜନିକାନ୍ତ ସାମଲ ସ୍ବାସ୍ଥ୍ୟକେନ୍ଦ୍ରରେ ସୁଶାନ୍ତଙ୍କ ବୟାନ ନେବା ସହ ତଦନ୍ତ ଚଲାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ ଜିଲା ଅତିରିକ୍ତ ଜିଲାପାଳଙ୍କ ଦାୟିତ୍ୱ ଗ୍ରହଣ, କହିଲେ-ସରକାରୀ ଯୋଜନାର…

ଛତ୍ରପୁର,୨୮।୪(ଦିଲୀପ ସାମଲ): ୨୦୦୦  ମସିହା  ବ୍ୟାଚର ଓଡିଶା ପ୍ରଶାସନିକ ସେବାର ବରିଷ୍ଠ ଅଧିକାରୀ ସଚ୍ଚିଦାନନ୍ଦ  ନାୟକ ମଙ୍ଗଳବାର ଗଞ୍ଜାମ ଜିଲା ଅତିରିକ୍ତ ଜିଲାପାଳ ଭାବେ ଦାୟିତ୍ୱ ଗ୍ରହଣ…

‘ ବୁଢ଼ୀ ଠାକୁରାଣୀଙ୍କ  ଯାତ୍ରା ମହୋତ୍ସବ : ଆଗାମୀ ୨ ବର୍ଷ ପାଇଁ ମା ‘ଙ୍କୁ ମେଲାଣି

ଦିଗପହଣ୍ଡି,୨୮|୪(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମରେ ଚୈତ୍ର ଶୁକ୍ଳ ନବମୀ ତିଥି ଗତ ମାର୍ଚ୍ଚ ୨୭ ତାରିଖରୁ ୧ ମାସ…

ସରପଞ୍ଚଙ୍କ ତତ୍ତ୍ୱାବଧାନରେ ପରିବେଶର ସୁରକ୍ଷା

ପୁରୁଷୋତ୍ତମପୁର,୨୮ା୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ କେଏନପୁର ପଞ୍ଚାୟତ ପକ୍ଷରୁ ପରିବେଶ ସୁରକ୍ଷା ଓ ପରିମଳ ସଚ୍ଚେତନତା କାର୍ଯ୍ୟକ୍ରମ ମଙ୍ଗଳବାର ସରପଞ୍ଚ ରାଜଲକ୍ଷ୍ମୀ ବେହେରାଙ୍କ ତତ୍ତ୍ୱାବଧାନରେ…

ଭଞ୍ଜନଗରରେ ଝଡ ତୋଫାନ ସହ ପ୍ରବଳ ବର୍ଷା: ଭାଙ୍ଗିଲା ଗଛ ବିଦ୍ୟୁତ୍‌ ସେବା ବ୍ୟାହତ

ଭଞ୍ଜନଗର,୨୮।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ମଙ୍ଗଳବାର ଅପରାହ୍ନ ୧ ଟା ରୁ ୪ ଟା ପର୍ଯ୍ୟନ୍ତ ଝଡ଼ତୋଫାନ ସହ ମଝିରେ ମଝିରେ ତୁହାକୁ ତୁହା…

HDFC ୟୁଜର୍ସ ସାବଧାନ! ମେ ୧୫ରୁ ବଦଳିବ ଏହି ନିୟମ…

ନୂଆଦିଲ୍ଲୀ,୨୮।୪: HDFC ବ୍ୟାଙ୍କ ଏହାର Regalia Gold କ୍ରେଡିଟ କାର୍ଡର ରିଓ଼୍ବାର୍ଡ ଗଠନ ଏବଂ ଯାତ୍ରା ଲାଭରେ ଅନେକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଆଣିଛି। ଏହି ନୂତନ ନିୟମଗୁଡ଼ିକ…

ବିଳମ୍ବରେ ରାତିରେ ଶୋଇବା ଅର୍ଥାତ୍‌ ମୃତ୍ୟୁକୁ ନିମନ୍ତ୍ରଣ କରିବା, ଆପଣ ଏହି ୫ ଗମ୍ଭୀର ରୋଗର ହୋଇପାରନ୍ତି ଶିକାର

ଆଜିକାଲିର ଦ୍ରୁତ ଗତିରେ ଜୀବନରେ, ଲୋକମାନେ ପ୍ରାୟତଃ ରାତି ୧୦ଟା ପରେ ମଧ୍ୟ ଘଣ୍ଟା ଘଣ୍ଟା ଫୋନରେ ଏବଂ କାମରେ ବିତାଇ ଦିଅନ୍ତି। କିନ୍ତୁ ଆପଣ କ’ଣ…

ଆପଣଙ୍କ ମୃତ୍ୟୁ ପରେ କିଏ ଚଲାଇବ Facebook-Instagram? ସରକାର ଆଣିଲେ ଉତ୍ତରାଧିକାରୀ ବାଛିବା ନିୟମ

ନୂଆଦିଲ୍ଲୀ,୨୮।୪: Facebook, Instagram, WhatsApp, LinkedIn, ଏବଂ Telegram ଭଳି ଡିଜିଟାଲ ସମ୍ପତ୍ତିଗୁଡ଼ିକ ବ୍ୟକ୍ତିଗତ ସଂସ୍ଥା। ଏହି ପ୍ଲାଟଫର୍ମ ମଧ୍ୟରେ, କେବଳ ବାହାର ଲୋକ ହସ୍ତକ୍ଷେପ ନୁହେଁ…

ବାହାଘର ଭୋଜି ଖାଇ ଫେରୁଥିଲେ ହଠାତ୍‌ ଓଲଟିଲା ପିକ୍‌ଅପ: ଚାଲିଗଲା ୩ ନିରୀହ ଶିଶୁଙ୍କ ଜୀବନ, ମରଣ ସହ ଲଢ଼ୁଛନ୍ତି ଆଉ ୩

ବଲାଙ୍ଗୀର/ଟିଟଲାଗଡ,୨୮।୪(ସୁନିଲ ମହାନ୍ତି, ଶରତ ମିଶ୍ର): ବଲାଙ୍ଗୀର ଜିଲା ଟିଟିଲାଗଡ ଥାନା ଅନ୍ତର୍ଗତ ମାରଲାଡ ବ୍ରିଜ ନିକଟରେ ମଙ୍ଗଳବାର ଏକ ଭୟଙ୍କର ଦୁର୍ଘଟଣା ଘଟିଛି। ପିକଅପ ଭାରସାମ୍ୟ ହରାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri