ଜୁଆଖେଳ ଚାଲିଥିବା ବେଳେ ଚଢ଼ାଉ: ୫ ଜୁଆଡି ଗିରଫ

ଦିଗପହଣ୍ଡି,୧୯।୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଆଙ୍କୋରଡ଼ା ପଞ୍ଚାୟତ ରାଜପୁର ଗାଁରେ ଜୁଆଖେଳ ଚାଲିଥିବା ବେଳେ ଦିଗପହଣ୍ଡି ପୋଲିସ ଚଢ଼ାଉ କରି ୫ ଜୁଆଡିଙ୍କୁ ଗିରଫ କରିଛି। ଥାନା ଆଇଆଇସି ବସନ୍ତ କୁମାର ସେଠୀଙ୍କ ନେତୃତ୍ୱରେ ପୋଲିସ ଟିମ ଅତର୍କିତ ଚଢ଼ାଉ କରି ଜୁଆଡିଙ୍କୁ ଗିରଫ କରିଥିବା ବେଳେ ଅନ୍ଧାର ରାତିର ସୁଯୋଗ ନେଇ ଅନ୍ୟ ଜୁଆଡିମାନେ ଘଟଣାସ୍ଥଳରୁ ପଳାଇବାରେ ସକ୍ଷମ ହୋଇଛନ୍ତି। ପୋଲିସ ଜୁଆ ଖେଳରେ ବ୍ୟବହୃତ ସାମଗ୍ରୀ ନଗଦ ୪୦୭୪ ଟଙ୍କା ଜବତ କରିଥିବା ଜଣାପଡ଼ିଛି । ଥାନାରେ ମାମଲା( ନଂ.୨୪୨/୨୦ )ଅନୁଯାୟୀ ଅଭିଯୁକ୍ତ ଜୁଆଡି ମାନଙ୍କ ବିରୋଧରେ ମାମଲା ରୁଜୁ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜୈବବିବିଧତାର ସୁରକ୍ଷିତ ଠିକଣା: ନୀଳରକ୍ତ କଙ୍କଡ଼ାଙ୍କ ମିଳନସ୍ଥଳ ପାଲଟିଛି ଗହୀରମଥା

ମହାକାଳପଡ଼ା,୫ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲାର ଭିତରକନିକା ଓ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟରେ ବିଭିନ୍ନ ବିରଳ ପ୍ରଜାତିର ସାମୁଦ୍ରିକ ଜୀବଜନ୍ତୁ ଦେଖିବାକୁ ମିଳନ୍ତି। ବିଶେଷ କରି ମହାନଦୀ…

ରାସ୍ତା ପାର ହେଉଥିବା ବେଳେ ମାନସିକ ବିକାରଗ୍ରସ୍ତ ମହିଳାଙ୍କୁ ଧକ୍କା ଦେଲା ଟ୍ରକ, ରାସ୍ତାରେ….

ପାଟଣା,୫ା୧୦(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ଥାନା ଅନ୍ତର୍ଗତ ୪୯ ନମ୍ବର ଜାତୀୟ ରାଜପଥର ଚିଲିଦାସ୍ଥିତ ଏବିସିଡିଆର ଅଙ୍ଗିକଳା ଉଚ୍ଚ ବିଦ୍ୟାଳୟ ସମ୍ମୁଖରେ…

ନୂଆପଡ଼ାରେ କଲରାପତରିଆ ବାଘର ଆତଙ୍କ: ଘରେ ପଶି ଗୋଟିଏ ପରିବାରର ୬ ଜଣଙ୍କୁ କଲା ଲହୁଲୁହାଣ

ନୂଆପଡ଼ା,୫ା୧୦(ମକାରୁ ବେମାଲ): ନୂଆପଡ଼ା ଜିଲା ଖରିଆର ରୋଡ଼-ଛତିଶଗଡ଼ ସୀମାନ୍ତ କୋମାଖାନ ଥାନା ଝିଟିକି ଗାଁରେ ବାଘ ଆତଙ୍କ ଖେଳିଯାଇଛି। ଶନିବାର ରାତିରେ ଏକ କଲରାପତରିଆ ବାଘ ଆକ୍ରମଣରେ…

ଶୋଇଥିଲେ ବର୍ଷକର ଶିଶୁ; ଘରେ ପଶି ମୁହଁକୁ ଝୁଣିଦେଲା କୁକୁର, ତାପରେ….

ନବରଙ୍ଗପୁର,୫।୧୦(ସଦାଶିବ ପ୍ରହରାଜ): ଘରେ ଶୋଇଥିବା ବେଳେ ବର୍ଷକର ଶିଶୁପୁତ୍ରକୁ ଝୁଣିଦେଲା ବୁଲାକୁକୁର । ମୃତ୍ୟୁ ସହ ସଂଗ୍ରାମ କରୁଛି ଶିଶୁଟି। ନବରଙ୍ଗପୁର ଜିଲା କୋଷାଗୁମୁଡ଼ା ବ୍ଲକ କୋଡ଼ିଙ୍ଗା…

ଡିଜେ ଶବ୍ଦରେ ଖସିଲା ଘର ପ୍ଲାଷ୍ଟର, ଗାଁରେ ଉତ୍ତେଜନା

ହିଞ୍ଜିଳିକାଟୁ, ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ଗିରିଆ ଗ୍ରାମରେ ରବିବାର ରାତିରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଡିଜେର ଉଚ୍ଚ ଶବ୍ଦକୁ ନେଇ…

ମନିପର୍ସ ଖୋଜିବା ବାହାନାରେ ଦୋକାନରୁ ୩୦ ହଜାର ଲୁଟ୍‌ , ସିସିଟିଭିରେ…

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ଲୁଟେରାଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଲୋକଙ୍କ ଘର ଝରକା, କବାଟ ତାଡି ଲୁଟ୍‌ ହେଉଛି। ପୋଲିସ…

କୋରାପୁଟରୁ ମସ୍କୋ: ରୁଷିଆରେ ପଢ଼ାଇବେ କୋରାପୁଟର ଜାତୀୟ ପୁରସ୍କାରପ୍ରାପ୍ତ ଶିକ୍ଷକ ତରୁଣ କୁମାର ଦାଶ

କୋରାପୁଟ,୪।୧୦(ଅମିତାଭ ବେହେରା): କୋରାପୁଟ ମାଟିରୁ ଶିକ୍ଷାଦାନ କ୍ଷେତ୍ରରେ ଜାତୀୟ ପରିଚୟ ସୃଷ୍ଟି କରିଥିବା ତରୁଣ କୁମାର ଦାଶଙ୍କ ସଫଳତାରେ ଆଉ ଏକ ନୂଆ ଅଧ୍ୟାୟ ଯୋଡ଼ି ହୋଇଛି…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?