ପରିବା କିଣିବା ବେଳେ ଧାରୁଆ ଅସ୍ତ୍ରରେ ଆକ୍ରମଣ

ପାଇକମାଳ,୨୦।୧୧(ଡି.ଏନ୍‌.ଏ.): ବରଗଡ଼ ଜିଲା ପାଇକମାଳ ସାପ୍ତାହିକ ବଜାରରେ ଜଣେ ପୂର୍ବତନ ହୋମଗାର୍ଡଙ୍କୁୁ ମରାଣାନ୍ତକ ଆକ୍ରମଣ ହୋଇଛି। ଶନିବାର ସାପ୍ତାହିକ ବଜାରରେ ଜର୍ଜଗଡ ଗ୍ରାମର ହୋମଗାର୍ଡ ଗୋପାଳ ସା ପନିପରିବା କିଣୁ ଥିବା ସମୟରେ ମାଣ୍ଡିଆଢିପା ଗ୍ରାମର ଜୟ ସାହୁ ନାମକ ଜଣେ ଯୁବକ ତାଙ୍କୁ ଧାରୁଆ ଅସ୍ତ୍ରରେ ଆକ୍ରମଣ କରିଥିଲେ। ଖବରପାଇ ପାଇକମାଳ ପୋଲିସ ଘଟଣାସ୍ଥଳରେ ପହଞ୍ଚିଥିଲେ। ଗୋପାଳକୁ ପଦ୍ମପୁର ମେଡିକାଲ ପଠାଇଥିଲା ସେଠାରୁ, ପ୍ରଥମେ ବରଗଡ଼ ଏବଂ ପରେ ବୁର୍ଲାକୁ ସ୍ଥାନାନ୍ତର କରାଯାଇଥିବା ସୂଚନା ମିଳିଛ। ଅନ୍ୟପଟେ ପାଇକମାଳ ପୋଲିସ ଜୟ ସାହୁକୁ ଖୋଜୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଙ୍ଗନଓ୍ବାଡି କେନ୍ଦ୍ର ରୋଷେଇଘରୁ ମୃତଦେହ ମିଳିବା ଘଟଣା: ପୋଲିସ-ଜନତା ମୁହାଁମୁହିଁ

ଚିତ୍ରକୋଣ୍ଡା, ୧୬।୯(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡାର ସ୍ବାଭିମାନ ଅଞ୍ଚଳରେ ପାପରମେଟଲା ପଞ୍ଚାୟତ ଯନ୍ତାପାଇ ଗାଁମୁଣ୍ଡରେ ଥିବା ଅଙ୍ଗନବାଡ଼ି କେନ୍ଦ୍ର ରୋଷେଇ ଘରୁ ରାଜୁ ହାନ୍ତାଳ ନାମକ...

ଶ୍ରୀମନ୍ଦିର ପତିତପାବନ ବାନା ଦର ବଢ଼ିଲା

ପୁରୀ ଅଫିସ,୧ା୪ : ଶ୍ରୀମନ୍ଦିର ପତିତପାବନ ଓଲାଗି ବାନା ଦର ବୃଦ୍ଧି କରିଛନ୍ତି ଶ୍ରୀମନ୍ଦିର ପ୍ରଶାସନ। ପ୍ରତିଦିନ ନୀଳଚକ୍ରରୁ ଓଲାଗି ହେଉଥିବା ୧୪ ହାତ ବିଶିଷ୍ଟ...

ଆଜି ଏସ୍‌ଆର୍‌ସି ନିଷ୍ପତ୍ତି ନେବେ

କଟକ ଅଫିସ,୩୦।୧୦: ସ୍ବତନ୍ତ୍ର ରିଲିଫ କମିଶନର(ଏସ୍‌ଆର୍‌ସି) ରାଜ୍ୟରେ ସବୁଜ ବାଣ ବିକ୍ରିନେଇ ନିଷ୍ପତ୍ତି ନେବେ। ଏନେଇ ଶନିବାର ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ୧ଟା ମଧ୍ୟରେ ବ୍ୟବସାୟୀଙ୍କ...

ପଞ୍ଚାୟତ କାର୍ଯ୍ୟାଳୟରେ ଭତ୍ତା ଦାବିରେ ଧାରଣା

ମୋହନା,୧୬ା୧୧(ଡି.ଏନ୍‌.ଏ.) -ଗଜପତି ମୋହନା ବ୍ଲକ ଚୁଡୁଙ୍ଗପୁର ପଞ୍ଚାୟତ କାର୍ଯ୍ୟାଳୟ ଆଗରେ ଶୁକ୍ରବାର ପୂର୍ବାହ୍ନରେ ବିଭିନ୍ନ ଯୋଜନାରେ ଭତ୍ତା ପାଉଥିବା ପ୍ରାୟ ୪୦୦ରୁ ଉର୍ଦ୍ଧ୍ୱ ହିତାଧିକାରୀ ଧାରଣା...

ଦୀପାବଳି ଖୁସି ବଦଳରେ ଚାଷୀଙ୍କୁ ଚିନ୍ତା, ୨୫୦ ଏକର ଜମି ଜଳମଗ୍ନ

କାଶୀନଗର,୨୭ା୧୦(ଡି.ଏନ୍‌.ଏ.): ଲଘୁଚାପ ପ୍ରଭାବରେ ଗତ ୩ ଦିନର ଲଗାଣ ବର୍ଷା ଚାଷୀଙ୍କ ବର୍ଷକର ଶ୍ରମ ଉପରେ ଦାଉ ସାଧିଛି। ଉଜାଡ଼ିଦେଇଛି ଏକର ଏକର ଫସଲ। ଅମଳ...

ତେନ୍ତୁଳିଖୁଣ୍ଟି ପଞ୍ଚାୟତ ଦୋକାନୀ ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀ ରିଲିଫ୍‌ ପାଣ୍ଠିକୁ ସହାୟତା

ଗୁଡଭେଲା, ୧୩।୪(ଡି.ଏନ୍‌.ଏ.): କରୋନା ମୁକାବିଲାକୁ ଦୃଷ୍ଟିରେ ରଖି ବଲାଙ୍ଗୀର ଜିଲା ଗୁଡ଼ଭେଲା ବ୍ଲକ ଅନ୍ତର୍ଗତ ତେନ୍ତୁଳିଖୁଣ୍ଟି ପଞ୍ଚାୟତ ଡାହିମାଳ ଛକର ଦୋକାନୀ ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀ...

ଆଖଣ୍ଡଳମଣି-ଭଦ୍ରକ ରାଜ୍ୟ ରାଜପଥ: ହେଲମେଟ ପିନ୍ଧିବାକୁ ସଚେତନ କଲେ ସ୍ବେଚ୍ଛାସେବୀ

ଆରଡ଼ି,୪।୯(ଡି.ଏନ.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକର ଦୋହରା ପାଟଣା ଛକରେ ବୁଧବାର ବାଇକ୍‌ ଚାଳକଙ୍କୁ ହେଲମେଟ ପିନ୍ଧିବାକୁ ସଚେତନ କରାଯାଇଛି। ଦୋହରା ପାଟଣାର ନୀଳମାଧବ ୟୁଥ୍‌...

ଅବକାରୀ ମନ୍ତ୍ରୀଙ୍କ ଯାଜପୁର ଗସ୍ତ, ବିଭାଗୀୟ କାର୍ଯ୍ୟର ସମୀକ୍ଷା: ଚୋରା, ବିଷାକ୍ତ ମଦ ବିକ୍ରି ରୋକିବାକୁ ନିର୍ଦ୍ଦେଶ

ଯାଜପୁର ଟାଉନ,୪ା୧(ଡିଏନଏ): ରାଜ୍ୟ ଅର୍ଥ ଓ ଅବକାରୀ ମନ୍ତ୍ରୀ ନିରଞ୍ଜନ ପୂଜାରୀ ଶୁକ୍ରବାର ଯାଜପୁର ଜିଲା ଗସ୍ତରେ ଆସି ବିଭାଗୀୟ କାର୍ଯ୍ୟଗୁଡିକର ସମୀକ୍ଷା କରିଛନ୍ତି। ଜିଲାପାଳଙ୍କ...

Advertisement
Archives

Model This Week