ଯୌତୁକ ଦାବିରେ ମହିଳାଙ୍କୁ ନିର୍ଯାତନା

ଗୋପବନ୍ଧୁ ନଗର,୭।୪(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଗୋପବନ୍ଧୁ ନଗର ବ୍ଲକ କୁଶଳଦା ପଞ୍ଚାୟତ ଅନ୍ତର୍ଗତ ବଣକାଟି ଗ୍ରାମର ଜବାମଣି ହେମ୍ବ୍ରମଙ୍କୁ ତାଙ୍କ ସ୍ବାମୀ ଯୌତୁକ ଦାବିରେ ନିର୍ଯାତନା ଦେଇଥିବା ନେଇ ଖୁଣ୍ଟା ଥାନାରେ ଅଭିଯୋଗ ହୋଇଛି। ଜବାମଣି ୮ବର୍ଷ ତଳେ କପ୍ତିପଦା ଥାନା ଅନ୍ତର୍ଗତ ଜାମବଣି ଗ୍ରାମର ଦାସରଥୀ ହେମ୍ବ୍ରମଙ୍କୁ ବିବାହ କରିଥିଲେ। ତେବେ ୬ ମାସ ହେବ ଦାସରଥୀ ଅଧିକ ଯୌତୁକ ଦାବି କରିଥିଲେ। ଜବାମଣିଙ୍କ ବାପ ଘର ଲୋକେ ଦାବି ମୁତାବକ ଯୌତୁକ ନ ଦେବାରୁ ଦାସରଥୀ ମାନସିକ ଓ ଶାରୀରିକ ନିର୍ଯାତନା ଦେଇ ଆସୁଥିଲେ। ଏଥିରେ ଅତିଷ୍ଟ ହୋଇ ଜବାମଣି ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଏ ସଂକ୍ରାନ୍ତରେ ପୋଲିସ ଏକ ମାମଲା(ନଂ.୮୯/୨୩) ରୁଜୁ କରି ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ ରାସ୍ତାରୁ ଖସିଗଲା ବାଇକ୍, ଯୁବକଙ୍କ ଉପରେ ପଡ଼ିଗଲା…

କେନ୍ଦ୍ରାପଡ଼ା,୭।୭(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ କଜଳା ରାସ୍ତାରେ ସୋମବାର ବିଳମ୍ବିତ ରାତିରେ ଏକ ସଡ଼କ ଦୁର୍ଘଟଣା ହୋଇଛି । ଏହି ଦୁର୍ଘଟଣାରେ ଜଣେ ଅଚିହ୍ନା…

ମାଛ ଧରିବାକୁ ଯାଇ ବୈତରଣୀ ନଦୀରେ ଭାସିଗଲେ ଯୁବକ, ତାପରେ….

ପାଟଣା,୭।୭(ବୀର କିଶୋର ଦାଶ): ମାଛ ମାରିବାକୁ ଯାଇ ବୈତରଣୀ ନଦୀ ମୁହାଣରେ ଭାସି ଜଣେ ଯୁବକ ନିଖୋଜ ହୋଇଛନ୍ତି । ନିଖୋଜ ଯୁବକ ହେଉଛନ୍ତି ଟାଙ୍ଗରପଡ଼ା ପଂଚାୟତ…

ଚାକିରି ଛାଡ଼ି ଏବେ ଏହି କାମ କରିବେ ଡିସିପି ଜଗମୋହନ ମୀନା! ଜାଣନ୍ତୁ କେମିତି ଗ୍ରହଣ ହୁଏ ଆଇପିଏସ୍‌ ଅଧିକାରୀଙ୍କ ଇସ୍ତଫା:

ଭୁବନେଶ୍ୱର,୭।୭(ତ୍ରିନାଥ ମହାନ୍ତି):୨୦୧୩ ବ୍ୟାଚ୍‌ର ଆଇପିଏସ୍‌ ଅଧିକାରୀ ତଥା ଭୁବନେଶ୍ୱର ଡିସିପି ଜଗମୋହନ ମୀନା ସରକାରୀ ଚାକିରି ଛାଡ଼ିବାକୁ ନିଷ୍ପତ୍ତି ନେଇଛନ୍ତି। ସେ ପୋଲିସ ଡିଜିଙ୍କ ମାଧ୍ୟମରେ ରାଜ୍ୟ…

ନାବାଳିକା ବଳାତ୍କାର, ହତ୍ୟା ଅଭିଯୋଗରେ ଜଣଙ୍କୁ ପିଟି ମାରିଦେଲେ

ବାରୁଇପୁର(ପଶ୍ଚିମବଙ୍ଗ),୭।୭: ପଶ୍ଚିମବଙ୍ଗର ଦକ୍ଷିଣ ୨୪ ପ୍ରଗଣା ଜିଲା ଅନ୍ତର୍ଗତ ବାରୁଇପୁର ଅଞ୍ଚଳରେ ଜଣେ ୧୧ ବର୍ଷୀୟା ବାଳିକାଙ୍କ ମୃତଦେହ ରବିବାର ମିଳିବା ପରେ ତାଙ୍କୁ ବଳାତ୍କାର ପରେ…

ବେଳାଭୂମି ଅବକ୍ଷୟ ପ୍ରସଙ୍ଗ:ଜିଲାପାଳଙ୍କ ପ୍ରତିଶ୍ରୁତି ପରେ ଆନ୍ଦୋଳନ ସ୍ଥଗିତ

ଗଞ୍ଜାମ,୬।୭(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହେଉଛି ସମୁଦ୍ର l ସମୁଦ୍ରର ଉଚ୍ଚ ଜୁଆର ଯୋଗୁ ଗୋଖର କୁଦାଠାରୁ ପୋଡମ ପେଟା, ବଟେଶ୍ୱର ବେଳାଭୂମି ଦେଇ ପ୍ରାୟଗି…

ରୋନାଲ୍ଡୋଙ୍କ ବିଶ୍ୱକପ୍‌ ସ୍ବପ୍ନ ଶେଷ: ବିଶ୍ୱକପ୍‌ରୁ ବିଦା ହେଲା ପର୍ତ୍ତୁଗାଲ

ଆର୍ଲିଂଟନ,୭ା୭:ଇଞ୍ଜୁରି ଟାଇମ୍‌ରେ ମିକେଲ ମେରିନୋଙ୍କ ଗୋଲ ବଳରେ ସୋମବାର ରାତିରେ ଅନୁଷ୍ଠିତ ଚଳିତ ବିଶ୍ୱକପ୍‌ର ଏକ ପ୍ରି-କ୍ୱାର୍ଟର ଫାଇନାଲରେ ସ୍ପେନ ୧-୦ ଗୋଲରେ ପର୍ତ୍ତୁଗାଲକୁ ପରାସ୍ତ କରି…

ବନ ମହୋତ୍ସବରେ, ଚାରା ରୋପଣ କଲେ ବ୍ରହ୍ମପୁର ବନଖଣ୍ଡ ଅଧିକାରୀ

ଦିଗପହଣ୍ଡି,୭।୭(ଅଶେଷ ନାଥ ମିଶ୍ର):  ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ଆନୁକୂଲ୍ୟରେ ୭୭ ତମ ବନ ମହୋତ୍ସବ ସପ୍ତାହ ପାଳନ ହୋଇଯାଇଛି । ସୋମବାର ଦିଗପହଣ୍ଡି…

ପ୍ରବଳ ବର୍ଷାରେ ମୁମ୍ବାଇ ବେହାଲ;ଟ୍ରେନ୍‌ ଚଳାଚଳ ବାଧାପ୍ରାପ୍ତ, ୧୩ ମୃତ

ମୁମ୍ବାଇ,୭।୭: ମୁମ୍ବାଇ ଓ ଆଖପାଖ ଜିଲାରେ ୩/୪ ଦିନ ହେଲା ପ୍ରବଳ ବର୍ଷା ଲାଗିରହିଥିବାବେଳେ ଦେଶର ଆର୍ଥିକ ରାଜଧାନୀ ଏକପ୍ରକାର ଅଚଳ ହୋଇଯାଇଛି। ବର୍ଷାଜନିତ ଘଟଣାରେ ୧୩ଜଣଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri