ଭୁବନେଶ୍ୱର,୧୨।୮: ପାନ ଦୋକନ ଆଗରେ ଯୁବକଙ୍କ ମୁଣ୍ଡକୁ ପଥରରେ ଛେଚିଦେଲେ। ଏଭଳି ଘଟଣା ଘଟିଛି ଭୁବନେଶ୍ୱର ସହିଦ୍ନଗରରେ। ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ମରଣାତ୍ମକ ଆକ୍ରମଣ ହୋଇଛି। ଉଭୟଙ୍କ ପକ୍ଷରୁ ଥାନାରେ ମାମଲା ରୁଜୁ ହୋଇଛି। ୩ ଜଣ ଗିରଫ ହୋଇଛନ୍ତି।