ଭିଡିଓଗେମ୍‌ ଖେଳିବାକୁ ମା’ବାପା ମନା କରିବାରୁ ଏମିତି କାଣ୍ଡ ଘଟାଇଲେ ଯୁବକ

ଆମେରିକାର ମିଚିଗାନ ସହରର ୨୯ ବର୍ଷୀୟ ଯୁବକ ଖ୍ରୀଷ୍ଟୋଫର ମ୍ୟାକକେନ ତାଙ୍କ ସାବତ ବାପାଙ୍କୁ ଛୁରିରେ ହତ୍ୟା କରିଥିଲା ବେଳେ ମା’ଙ୍କୁ ମଧ୍ୟ ଆକ୍ରମଣ କରିଛନ୍ତି। ଦୁହେଁ ଖ୍ରୀଷ୍ଟୋଫରଙ୍କୁ ଭିଡିଓ ଗେମ ଖେଳିବାକୁ ବାରଣ କରିଥିବାରୁ ସେ ଏପରି କରିଥିଲେ।
ମା’ ବାପାଙ୍କୁ ନିଦ ଆସିବାରୁ ସେମାନେ ଶୋଇବାକୁ ଚାହୁଁଥିଲେ, ତେଣୁ ଖ୍ରୀଷ୍ଟୋଫର୍‌ଙ୍କୁ ଖେଳିବାକୁ ମନା କରୁଥିଲେ। ମାଡିସନ ହାଇଟ୍ସ ପୋଲିସ ମୁଖ୍ୟ କୋରେଇ ହେନ୍ସ କହିଛନ୍ତି, ସେ ତାଙ୍କ ମା’ଙ୍କ ନାକକୁ ପିଟିଥିଲେ, ଯେଉଁ କାରଣରୁ ତାଙ୍କ ନାକ ହାଡ ଭାଙ୍ଗି ଯାଇଥିଲା। ପରେ ସେ ନିଜ ସାବତ ବାପାଙ୍କୁ ମଧ୍ୟ ପିଟିଥିଲେ। ପରେ ବାପା ତାଙ୍କ ମା’ଙ୍କୁ ବଞ୍ଚାଇବା ପାଇଁ ରୋଷେଇ ଘରୁ ଛୁରି ଆଣିଥିଲେ। ଖ୍ରୀଷ୍ଟୋଫର ଏହି ଛୁରିଟିକୁ ଛଡ଼ାଇ ନେଇ ଏଭଳି କାଣ୍ଡ ଘଟାଇଥିଲେ। ପରେ ପୋଲିସ ପହଞ୍ଚିି ଅଭିଯୁକ୍ତ ଖ୍ରୀଷ୍ଟୋଫରଙ୍କୁ ଗିରଫ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍ପାଦର ଗୁଣବତ୍ତା ସହ ବୁଝାମଣା କରନ୍ତୁ ନାହିଁ: ଇଂ. ସମ୍ୱିତ ରଞ୍ଜନ ସାହୁ

ପ୍ର- ଅର୍ଗାନିକ୍‌ ମା’ ପ୍ରତିଷ୍ଠା ଚିନ୍ତାଧାରା କିପରି ମନକୁ ଆସିଥିଲା ଏବଂ ବର୍ତ୍ତମାନ ପର୍ଯ୍ୟନ୍ତ ଯାତ୍ରା କିପରି ରହିଛି? ଉ- ବ୍ୟକ୍ତି ଜୀବନର କିଛି ଘଟଣାକୁ ନେଇ…

ଆମେରିକା-ଇସ୍ରାଏଲକୁ ଚେତାବନୀ ଦେଲା ଇରାନ: ହର୍ମୁଜ ପ୍ରଣାଳୀ ପୁଣି ବନ୍ଦ

ଓ୍ବାଶିଂଟନ୍‌,୯।୩: ଯଦିଓ ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହର ଅସ୍ତ୍ରବିରତି ସମ୍ପର୍କରେ ଏକ ଚୁକ୍ତି ହୋଇଛି। ତଥାପି ଯୁଦ୍ଧବିରତି ମଧ୍ୟରେ ମଧ୍ୟ ଇସ୍ରାଏଲର ଲେବାନନ ଉପରେ…

ଗାଁ ଗାଁରେ ଚୋରାମଦ, ତାତିଲେ ଲୋକେ: ହାତ ବାନ୍ଧି ବସିଛନ୍ତି ଅବକାରୀ, ପୋଲିସ

ବରଗଡ଼,୯।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ନିଶା କାରବାର ବଢ଼ିଚାଲିଛି। ଗାଁଠୁ ସହର ସବୁଆଡ଼େ ଚୋରାମଦ ସହିତ ଗଞ୍ଜେଇ, କଫ ସିରପ୍‌ ଅବାଧରେ ବିକ୍ରି ହେଉଛି। ସେହିପରି କେତେକ ସ୍ଥାନରେ…

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri