ଗର୍ଭବତୀ ମହିଳାଙ୍କ ବେକରେ ଛୁରି ଲଗାଇ ଘରୁ ଲୁଟିନେଲେ ଦୁର୍ବୃତ୍ତ

ଆନନ୍ଦପୁର,୨୦।୨: ଗର୍ଭବତୀ ମହିଳାଙ୍କୁ ମାଡ ମାରି ଘରୁ ଲୁଟ୍‌ ହୋଇଛି। ଏଭଳି ଅଭାବନୀୟ ଘଟଣା ଘଟିଛି କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ନନ୍ଦିପଦା ଥାନା ଡ଼ଙ୍କୁରି ଗାଁରେ । ଜଣେ ମହିଳାଙ୍କୁ ମାଡମାରି ତାଙ୍କ ଘରୁ ଲୁଟି  ୧୫ ଲକ୍ଷରୁ ଅଧିକ ଟଙ୍କାର ସୁନା ଓ ରୁପା ଅଳଙ୍କାର ଲୁଟିନେଇଛନ୍ତି।
ସୂଚନାଯୋଗ୍ୟ, ସୋମବାର ବିଳମ୍ବିତ ରାତିରେ ନାରାୟଣ ସାହୁଙ୍କ ବୋହୂ ଉଠିଥିବା ବେଳେ ୩ ଜଣ ମୁଖାପିନ୍ଧା ଯୁବକ ତାଙ୍କୁ ଆକ୍ରମଣ କରିଥିଲେ। ତାଙ୍କ ବେକରେ ଛୁରି ଲଗାଇ ଘରେ ଥିବା ସୁନା ରୁପା ଅଳଙ୍କାର ଲୁଟିନେଇଛନ୍ତି । ଲୁଟ ଅଳଙ୍କାରର ଆନୁମାନିକ ମୂଲ୍ୟ ୧୫ ଲକ୍ଷରୁ ଉଦ୍ଧର୍‌ବ ଟଙ୍କା ହେବ ବୋଲି ପରିବାର ଲୋକେ କହିଛନ୍ତି । ଆହତ ମହିଳାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ନାରାୟଣ ଏ ନେଇ ନନ୍ଦିପଦା ଥାନାରେ ଅଭିଯୋଗ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ଚାଲାଣ କରୁଥିଲେ, ପୋଲିସକୁ ଦେଖି ଡିଭାଇଡରରେ ପିଟିହେଲା କାର୍; ଜବତ ହେଲା ୨୫ ଲକ୍ଷର…

ଝାରସୁଗୁଡ଼ା, ୨୭।୬(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ଜିଲା ବଡ଼ମାଲ ଥାନା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବିଜୁ ଏକ୍ସପ୍ରେସ୍‌ ୱେର ଖେରୁଆଲ୍ ଛକ ନିକଟରୁ ବିପୁଳ…

ଶିଶୁ ଜନ୍ମ ହେଲେ ମୁଖ୍ୟମନ୍ତ୍ରୀ ଦେବେ ୧ ଗ୍ରାମର ସୁନା ମୁଦି, ରାଜ୍ୟ ସରକାରଙ୍କ ଖାସ୍ ସ୍କିମ୍…

ଚେନ୍ନାଇ,୨୭ା୬: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଥାଲାପତି ବିଜୟ ନିଜର ଏକ ପ୍ରମୁଖ ନିର୍ବାଚନୀ ପ୍ରତିଶ୍ରୁତି ପୂରଣ କରିବାକୁ ଯାଉଛନ୍ତି। ଏଣିକି ରାଜ୍ୟର ସମସ୍ତ ସରକାରୀ ମାତୃତ୍ୱ କେନ୍ଦ୍ର ଓ…

ଏକାଠି ହେଲେ ଗଞ୍ଜାମ ଜିଲା ଠିକାଦାର ସଂଘ: ଆଗକୁ…

ଦିଗପହଣ୍ଡି,୨୭|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ଗ୍ରାମ ନିକଟ ମା ‘ ରତ୍ନେଶ୍ୱରୀ ଶକ୍ତିପୀଠ ପରିସରରେ  ଶୁକ୍ରବାର ନିଖିଳ ଓଡିଶା ଠିକାଦାର ମହାସଂଘ…

ଶନି ମନ୍ଦିରରେ ଫୁଲ ଦେଇ ଫେରୁଥିଲେ, ପଛରୁ ପିଟିଦେଲା ବାଇକ୍‌; ଚାଲିଗଲା…

ପାରଳାଖେମୁଣ୍ଡି, ୨୭।୬(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ସହରରେ ଶନିବାର  ସକାଳୁ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଷ୍ଟାଡିୟମ୍ ନିକଟସ୍ଥ ଇଣ୍ଡିଆନ୍ ପେଟ୍ରୋଲ ପମ୍ପ ସମ୍ମୁଖରେ…

କାଜୁ ଜଙ୍ଗଲରେ ଝୁଲିପଡ଼ିଲେ ସଞ୍ଜୟ: ବଢୁଛି ସନ୍ଦେହ

ମହାକାଳପଡ଼ା,୨୭ା୬ (ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ ରାମନଗର ପଞ୍ଚାୟତ ପିତାପାଟ ଚୌଧୁରୀ କାଜୁ ଜଙ୍ଗଲରେ ଜଣେ ଯୁବକ ଗୁରୁବାର…

ଦିନକ ପରେ ସ୍ନାନଯାତ୍ରା: ପୁରୀ ଆସିବାର ଥିଲେ ଜାଣି ନିଅନ୍ତୁ ଟ୍ରାଫିକ କଟକଣା, କେଉଁ ବାଟରେ ଯାଇ କରିବେ ମହାପ୍ରଭୁଙ୍କ ଦର୍ଶନ

ପୁରୀ,୨୭।୬: ଶ୍ରୀଜଗନ୍ନାଥଙ୍କ ପବିତ୍ର ସ୍ନାନଯାତ୍ରା ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର। ସ୍ନାନବେଦୀରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ଦର୍ଶନ ପାଇଁ ପୁରୀରେ ଲକ୍ଷାଧିକ ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ବ୍ୟାପକ…

ଟୋକନ୍ ନ ମିଳିଲେ ରାଜପଥ ଅବରୋଧ କରିବୁ, DRCS ଅଫିସ ଆଗରେ ଧାରଣା ଦେଇ ଚେତାବନୀ ଦେଲେ…

ବରଗଡ଼, ୨୭।୬(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟା ଶେଷ ପର୍ଯ୍ୟାୟରେ ପହଞ୍ଚିଥିବା ବେଳେ ଚାଷୀଙ୍କ ମଧ୍ୟରେ ଅସନ୍ତୋଷ ତୀବ୍ର ରୂପ ଧାରଣ କରିଛି।…

ମିଳିବ ୩୦୦ ୟୁନିଟ୍‌ର ମାଗଣା ବିଜୁଳି; ଜାଣନ୍ତୁ କେମିତି କରିବେ ଏହି ସରକାରୀ ଯୋଜନାରେ ଆବେଦନ…

ନୂଆଦିଲ୍ଲୀ,୨୬।୬: ବର୍ତ୍ତମାନ ସମୟରେ ଗରମ ନିଜ ଚରମରେ ପହଞ୍ଚି ସାରିଛି । ମଝିରେ ମଝିରେ ବର୍ଷା ହେଉଥିଲେ ମଧ୍ୟ ଗରମ ଉପରେ କୌଣସି ପ୍ରକାରର ପ୍ରଭାବ ପଡୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri