ଫାଇନାନ୍ସ କମ୍ପାନୀ କର୍ମଚାରୀଙ୍କୁ ଆକ୍ରମଣ କରି ଟଙ୍କା ଲୁଟ

ବାଲିପାଟଣା,୪।୧୦: ଖୋର୍ଦ୍ଧା ଜିଲା ବାଲିପାଟଣା ଥାନା ବଦଳା ହାଇସ୍କୁଲ ନିକଟରେ ଶୁକ୍ରବାର କେତେକ ଦୁବୃର୍ତ୍ତ ଜଣେ ଫାଇନାନ୍ସ କମ୍ପାନୀ କର୍ମଚାରୀଙ୍କୁ ଆକ୍ରମଣ କରି ଟଙ୍କା ଲୁଟି ନେଇଥିବା ଅଭିଯୋଗ ହୋଇଛି।

ମିଳିଥିବା ସୂଚନା ମୁତାବକ, ଫାଇନାନ୍ସ କମ୍ପାନୀର କର୍ମଚାରୀ ଜଣକ ଆସୁଥିବା ବେଳେ ବଦଳା ହାଇସ୍କୁଲ ନିକଟରେ କେତେଜଣ ଯୁବକ ତାଙ୍କୁ ଅଟକାଇଥିଲେ। ପରେ ସେମାନେ କର୍ମଚାରାଙ୍କୁ ଟଙ୍କା ଦେବାକୁ କହିଥିଲେ। ହେଲେ କର୍ମଚାରୀ ଜଣକ ପକେଟ୍‌ରେ ୫ ଶହ ଟଙ୍କା ଥିବା କହିଥିଲେ। ଦୁବୃର୍ତ୍ତମାନେ କୌଣସି କଥା ନ ମାନି ଭୁଜାଲିରେ ଆକ୍ରମଣ କରିଥିଲେ। ପରେ ଦୁବୃର୍ତ୍ତମାନେ କର୍ମଚାରୀ ଜଣକ ଧରିଥିବା ୫ଶହ ଟଙ୍କା ଲୁଟିନେଇ ଫେରାର ହୋଇଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IND vs NZ ଫାଇନାଲ ପୂର୍ବରୁ ଅଭିଷେକ ଶର୍ମାଙ୍କୁ ମିଳିଲା ‘ଗୁରୁ ମନ୍ତ୍ର’: ଭାରତୀୟ କିମ୍ବଦନ୍ତୀଙ୍କ ପରାମର୍ଶ ପରେ ଏବେ ଚୌକା, ଛକା ବର୍ଷା

ନୂଆଦିଲ୍ଲୀ,୭।୩: ୨୦୨୬ ଟି୨୦ ବିଶ୍ୱକପର ଫାଇନାଲ ମାର୍ଚ୍ଚ ୮ ତାରିଖରେ ଅନୁଷ୍ଠିତ ହେବ। ଭାରତ ଏବଂ ନ୍ୟୁଜିଲାଣ୍ଡ ପରସ୍ପରର ସାମ୍ନା କରିବେ। ଉଭୟ ଦଳ ଟୁର୍ନାମେଣ୍ଟରେ ଅସାଧାରଣ…

ସହକାରୀ ଯନ୍ତ୍ରୀଙ୍କ ଘରେ ପଶିଲା ଭିଜିଲାନ୍ସ: ୭ ସ୍ଥାନରେ ଏକକାଳୀନ ଚଢ଼ାଉ

ଡେରାବିଶ, ୭/୩ (ବେବର୍ତ୍ତା ଅଜୟ ଦାସ): ଆୟ ବହିର୍ଭୁତ ସମ୍ପତ୍ତି ଥିବା ଅଭିଯୋଗରେ କେନ୍ଦ୍ରାପଡା ଜିଲ୍ଲା ଜଳ ସମ୍ପଦ ବିଭାଗ ଅଧିନ ଛତା ସବ ଡିଭିଜନର ସହକାରୀ…

ମା’ ସମଲେଶ୍ୱରୀଙ୍କ ପୀଠରେ ଅପବିତ୍ର କାର୍ଯ୍ୟ: ଦୀପଘର ପଛପଟେ ଜମୁଥିଲା…

ସମ୍ବଲପୁର,୭ା୩(ପ୍ରମୋଦ ବହିଦାର):ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କ ମନ୍ଦିର ପରିସର ଅସାମାଜିକ କାର୍ଯ୍ୟର ପେଣ୍ଠସ୍ଥଳୀ ପାଲଟିଥିବା ଅଭିଯୋଗ ହୋଇଛି। ଲକ୍ଷଲକ୍ଷ ଶ୍ରଦ୍ଧାଳୁଙ୍କ ଭକ୍ତି ଓ ବିଶ୍ୱାସର ପ୍ରତୀକ…

ଓଡ଼ିଶାକୁ ନେଇ ଏମିତି କହିଦେଲେ ଅମିତ ଶାହା: ଦେଖୁଦେଖୁ…

ପାରାଦୀପ,୭।୩ (ଶରତ ରାଉତ):୨୦୦୫ରେ ପାରାଦୀପର ଏକ ଘରୋଇ କମ୍ପାନୀଠାରୁ ଇଫ୍‌କୋ ଯେତେବେଳେ ସାର କାରଖାନାକୁ ୨୫୦୦ କୋଟି ଟଙ୍କାରେ କିଣିଥିଲା, ସେତେବେଳେ ବାର୍ଷିକ ଉତ୍ପାଦନ ଥିଲା ମାତ୍ର…

ଭାରତ ବିପକ୍ଷ ଫାଇନାଲ ମ୍ୟାଚ ପୂର୍ବରୁ ନ୍ୟୁଜିଲାଣ୍ଡ ଖେଳାଳିଙ୍କ ବିସ୍ଫୋରକ ବୟାନ, ବୁମ୍‌ରାଙ୍କୁ ନେଇ କହିଲେ ଆଶ୍ଚର୍ଯ୍ୟଜନକ କଥା

ନୂଆଦିଲ୍ଲୀ,୭।୩: ୨୦୨୬ ଟି୨୦ ବିଶ୍ୱକପ ଫାଇନାଲ ଏକ ରୋମାଞ୍ଚକର ମୁକାବିଲା ହେବାକୁ ଯାଉଛି। ସେମିଫାଇନାଲରେ ଏକ ଜବରଦସ୍ତ ବିଜୟ ପରେ, ଭାରତୀୟ ଦଳ ଟାଇଟଲଠାରୁ ମାତ୍ର ଗୋଟିଏ…

ଜଣ୍ଡିସ୍‌ରେ ୬ ସ୍କୁଲ ପିଲା ଆକ୍ରାନ୍ତ

ଖଇରା,୭।୩(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ୍‌ ଝିଙ୍କିରିଆ ପଞ୍ଚାୟତ ଅଧୀନ ଅରଖପଦା ଗଁାରେ ଜଣ୍ଡିସ ଆତଙ୍କ ଦେଖାଦେଇଛି। ପ୍ରଥମେ ଅରଖପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୬…

ବେକରେ ଧୋତି ବାନ୍ଧି ଝୁଲିପଡ଼ିଲେ ଜେଲ ଓ୍ବାର୍ଡର

ଭୁବନେଶ୍ୱର,୭ା୩(ତ୍ରିନାଥ ମହାନ୍ତି):ଝାରପଡ଼ା ଜେଲ ପରିସର ସରକାରୀ କ୍ୱାର୍ଟର୍ସରେ ଜଣେ ଜେଲ ଓ୍ବାର୍ଡର ବେକରେ ଧୋତି ବାନ୍ଧି ଫ୍ୟାନ୍‌ରେ ଝୁଲି ଆମତ୍ହତ୍ୟା କରିଛନ୍ତି। ମୃତ ଓ୍ବାର୍ଡର ଜଣକ ହେଲେ…

ଇରାନ୍‌ର ଆତ୍ମସମର୍ପଣ ଲୋଡ଼ିଲେ ଟ୍ରମ୍ପ୍‌

ଓ୍ବାଶିଂଟନ୍‌/ଦୁବାଇ,୭ା୩: ଇରାନ୍‌ ବିରୋଧୀ ଯୁଦ୍ଧ ଦ୍ୱିତୀୟ ସପ୍ତାହରେ ପ୍ରବେଶ କରିଥିବାବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଶୁକ୍ରବାର ଇରାନ୍‌ର ନିଃସର୍ତ୍ତ ଆତ୍ମସମର୍ପଣ ଦାବି କରିଛନ୍ତି। ତେହରାନ୍‌ ଆତ୍ମସମର୍ପଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri