Posted inଜାତୀୟ

କଶ୍ମୀରୀ ପଣ୍ଡିିତଙ୍କ ଉପରେ ଆକ୍ରମଣ କଶ୍ମୀରର ଆତ୍ମା ଉପରେ ଆକ୍ରମଣ ସଦୃଶ, କହିଲେ ଫାରୁକ୍‌…

ଶ୍ରୀନଗର, ୧୫।୫ : ନ୍ୟାଶନାଲ କନଫରେନ୍ସ୍‌ ଅଧ୍ୟକ୍ଷ ଫାରୁକ ଅବଦୁଲ୍ଲା କଶ୍ମୀରୀ ପଣ୍ଡିତଙ୍କ ଉପରେ ହୋଇଥିବା ଆକ୍ରମଣକୁ ତୀବ୍ର ସମାଲୋଚନା କରିଛନ୍ତି। ସେ କହିଛନ୍ତି ଯେ କାଶ୍ମୀରୀ ପଣ୍ଡିତଙ୍କ ଉପରେ ହୋଇଥିବା ପ୍ରତ୍ୟେକ ଆକ୍ରମଣ କାଶ୍ମୀରର ଆତ୍ମା ଉପରେ ହିଁ କରାଯାଇଛି। ହତ୍ୟା ଘଟଣାର ବୃଦ୍ଧି ଉପତ୍ୟକାରେ ସରକାରଙ୍କ ସ୍ବାଭାବିକତା ଫେରିଆସୁଥିବା ଦାବିର ବିପରୀତ ଅଟେ ବୋଲି ସେ କହିଛନ୍ତି।

ଦଳର ମୁଖପାତ୍ରଙ୍କ କହିବାନୁସାରେ, ଶ୍ରୀନଗରର ଏମ୍‌ପି ଅବଦୁଲ୍ଲା ଦଳର ଅଳ୍ପସଂଖ୍ୟକ ସେଲର ଉପ-ସଭାପତି ଅମିତ କୌଲଙ୍କ ନେତୃତ୍ୱରେ କାଶ୍ମୀରୀ ପଣ୍ଡିତଙ୍କ ଏକ ପ୍ରତିନିଧିମଣ୍ଡଳୀଙ୍କ ସହିତ କଥାବାର୍ତ୍ତା କରୁଥିବାବେଳେ ଏହି ମନ୍ତବ୍ୟ ଦେଇଛନ୍ତି।

ଅବଦୁଲ୍ଲା କହିଛନ୍ତି, ଆମର ପଣ୍ଡିତ ଭାଇମାନଙ୍କ ଉପରେ ହୋଇଥିବା ପ୍ରତ୍ୟେକ ଆକ୍ରମଣ କାଶ୍ମୀରର ଆତ୍ମା ଉପରେ ସିଧାସଳଖ ଆକ୍ରମଣ। ମୁଁ ଚାହେଁ ଉଭୟ କାଶ୍ମୀର ମୁସଲମାନ ଏବଂ କାଶ୍ମୀରୀ ପଣ୍ଡିତମାନେ ଏକାଠି ରୁହନ୍ତୁ। ବର୍ତ୍ତମାନର ସରକାର କେବଳ ଲୋକ ଦେଖାଣିଆ କାମ ମଧ୍ୟରେ ନିଜକୁ ସୀମିତ ରଖିଛନ୍ତି।

ନିରାପଦ ଏବଂ ନିରନ୍ତର ପ୍ରତ୍ୟାବର୍ତ୍ତନ ପାଇଁ ଏକ ସୁରକ୍ଷିତ ସକ୍ଷମ ପରିବେଶ ସୃଷ୍ଟି କରିବାକୁ ତୃଣମୂଳ ସ୍ତରରେ କୌଣସି ପ୍ରୟାସ କରାଯାଉ ନାହିଁ ବୋଲି ସେ କହିଛନ୍ତି। କଶ୍ମୀରୀ ପଣ୍ଡିତଙ୍କ ଉପରେ ହେଉଥିବା ଆକ୍ରମଣକୁ ସହ୍ୟ କରାଯିବ ନାହିଁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚମକିଲେ ବସ୍‌ ଡ୍ରାଇଭରଙ୍କ ପୁଅ, ସଞ୍ଚୁ-ବୈଭବଙ୍କୁ ଦେଲେ ଚକ୍‌ମା: ମିଳିଲା ବଡ଼ ଅଫର୍‌

ରାଞ୍ଚି,୯।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଦ୍ୱିତୀୟ ଟି-୨୦ ମ୍ୟାଚକୁ ନେଇ ରାଞ୍ଚିର JSCA ଇଣ୍ଟରନ୍ୟାଶନାଲ ଷ୍ଟାଡିୟମ୍‌ରେ ଉତ୍ସାହ ଦେଖିବାକୁ ମିଳୁଛି। ମ୍ୟାଚ ପୂର୍ବରୁ ଭାରତୀୟ ଦଳର…

ବସୁଧା ଯୋଜନା ଠପ୍: ୧୦ ଦିନ ହେଲା ପାଣି ଟୋପାଏ ପାଇଁ ଲୋକେ ଡକଳବିକଳ

ଥୁଆମୂଳ ରାମପୁର,୯।୧୦(ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ପାନୀୟ ଜଳ ସମସ୍ୟା ଗମ୍ଭୀର ରୂପ ନେଇଛି। ଗତ ୧୦ ଦିନ ଧରି ବସୁଧା…

ମାତ୍ର ୨୭ ବର୍ଷରେ କ୍ରିକେଟ୍‌ କ୍ୟାରିୟର ଶେଷ! କୋହଲିଙ୍କ ସହ ଝଗଡା କରି ଚର୍ଚ୍ଚାରେ ଥିବା କ୍ରିକେଟ୍‌ର ଧରିଲେ ମାଇକ

ନୂଆଦିଲ୍ଲୀ,୯।୧୦: ଆଇପିଏଲ୍‌ରେ ବିରାଟ କୋହଲିଙ୍କ ସହ ପଡ଼ିଆରେ ଝଗଡାକୁ ନେଇ ଚର୍ଚ୍ଚାକୁ ଆସିଥିବା ଆଫଗାନିସ୍ତାନର ଦ୍ରୁତ ବୋଲର୍‌ ନବୀନ-ଉଲ-ହକ ଏବେ ଏକ ନୂଆ ଭୂମିକାରେ ଦେଖାଦେବେ। ବଲ…

ନବୀନ ଛକରେ ମର୍ମନ୍ତୁଦ ଦୁର୍ଘଟଣା, ଦୁଇ ଟ୍ରକ୍ ମୁହାଁମୁହିଁ ଧକ୍କାରେ ଚାଲିଗଲା….

ସଇଁତଳା,୯/୧୦ – (ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ସଇଁତଳା ଦେଇ ଯାଇଥିବା ବଲାଙ୍ଗୀର ବୋରିଗୁମା ୨୬ନମ୍ବର ଜାତୀୟ ରାଜପଥ ନବୀନ ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

ପୁଣି ଭାରତ-ପାକିସ୍ତାନ ସାମ୍ନାସାମ୍ନି: ଦୀପାବଳିରେ ହେବ ହାଇଭୋଲ୍ଟେଜ ମ୍ୟାଚ

ନୂଆଦିଲ୍ଲୀ,୯।୧୦: କ୍ରିକେଟ ପ୍ରେମୀଙ୍କ ପାଇଁ ବଡ଼ ଖବର। ଏସିଆନ କ୍ରିକେଟ କାଉନସିଲ (ACC) ପକ୍ଷରୁ ଅଣ୍ଡର-୧୯ ଏସିଆ କପ ୨୦୨୬ର କାର୍ଯ୍ୟସୂଚୀ ଘୋଷଣା କରାଯାଇଛି। ଏଥର ନଭେମ୍ବର…

ଦାରିଙ୍ଗବାଡ଼ିରେ ଶୀତର ଆଗମନ: ବଢ଼ୁଛି ପର୍ଯ୍ୟଟକଙ୍କ ସଂଖ୍ୟା

ଦାରିଙ୍ଗବାଡ଼ି,୯।୧୦(ଅରୁଣ ସାହୁ): କନ୍ଧମାଳ ଜିଲାର ପର୍ଯ୍ୟଟନସ୍ଥଳୀ ଦାରିଙ୍ଗବାଡ଼ି ଅଞ୍ଚଳରେ ଧୀରେ ଧୀରେ ଶୀତର ଆଗମନ ଅନୁଭୂତ ହେବାରେ ଲାଗିଛି। ଗତ କିଛି ଦିନ ହେଲା ଅଞ୍ଚଳରେ ହାଲୁକା…

ସୁନ୍ଦରଗଡ଼ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ବାସଭବନରେ ଭିଜିଲାନ୍ସ ରେଡ୍‌

ସୁନ୍ଦରଗଡ,୯।୧୦(ଜୟ ନାରାୟଣ ମେଣ୍ଡୁଳି): ଭିଜିଲାନ୍ସ ଜାଲରେ ସୁନ୍ଦରଗଡ଼ର ଜଳ ବିଭାଜିକା ପ୍ରକଳ୍ପ ନିର୍ଦ୍ଦେଶକ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପ୍ରକଳ୍ପ ନିର୍ଦ୍ଦେଶକ ପ୍ରସନ୍ନ କୁମାର…

ପୁଣି ନୋବେଲ ଶାନ୍ତି ପୁରସ୍କାର ଦାବିକଲେ ଟ୍ରମ୍ପ୍‌, ୮ଯୁଦ୍ଧ ରୋକିଥିବା ଦାବି ଦୋହରାଇଲେ

ଓ୍ବାଶିଂଟନ,୯।୧୦: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନୋବେଲ ଶାନ୍ତି ପୁରସ୍କାର ପାଇଁ ପୁଣି ଥରେ ଦାବି ଉପସ୍ଥାପନ କରିଛନ୍ତି । ସେ ୮ଟି ଯୁଦ୍ଧର ସମାଧାନ କରିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?