ପାରଳାଖେମୁଣ୍ଡି,୨।୧୨(ଡି.ଏନ୍.ଏ.): ଗଜପତି ଜିଲା ରାୟଗଡ଼ା ବ୍ଲକରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ପୂର୍ବ ଶତ୍ରୁତାକୁ ନେଇ କାତିରେ ଆକ୍ରମଣ ଫଳରେ ଜଣେ ଗୁରୁତର ହୋଇଛନ୍ତି। ଗୁରୁତର ଜଣକହେଲେ ପୂର୍ଣ୍ଣଚନ୍ଦ୍ର ଦଳେଇ। ଗୁରୁତର ଅବସ୍ଥାରେ ତାଙ୍କୁ ଚିକିତ୍ସା ପାଇଁ ପାରଳାଖେମୁଣ୍ଡି ମେଡକାଲରେ ଭର୍ତ୍ତି କରାଯାଇଛି ।ଖବର ପାଇ ପୋଲିସ ତଦନ୍ତ ଆରମ୍ଭ କରିଛି।
Posted inଆମ ଜିଲା ଖବର, ଗଜପତି View All
ସଫେଇ କଲେ ଧର୍ମେନ୍ଦ୍ର: ସମ୍ବଲପୁର ସହରକୁ ପରିଷ୍କାର ରଖିବା ଲକ୍ଷ୍ୟ
ସମ୍ବଲପୁର,୧୦।୧୦ (ପ୍ରମୋଦ ବହିଦାର):ସ୍ବଚ୍ଛତା ହିଁ ସେବା ଏବଂ ଏହା ସମାଜର ମୂଳମନ୍ତ୍ର ହେବା ଉଚିତ। ସୁସ୍ଥ ଜୀବନ ପାଇଁ ସ୍ବଚ୍ଛତା ଅପରିହାର୍ଯ୍ୟ ବୋଲି କହିଛନ୍ତି ସମ୍ବଲପୁର ଏମ୍ପି…
ରାଜମିସ୍ତ୍ରୀ କାମ କରୁଥିଲେ ସୌରଭ, ହଠାତ୍ ଲାଗିଲା କରେଣ୍ଟ: ଆଉ ତା’ପରେ…
ଦିଗପହଣ୍ଡି/ଚିକିଟି, ୧୦।୧୦(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ କାର୍ଯ୍ୟାଳୟ ନିକଟସ୍ଥ ମା’ ରତନେଇ ଠାକୁରାଣୀ ମନ୍ଦିର ପାଖରେ କୋଠା ନିର୍ମାଣ କାମ…
ମହିଳା ସୁପରଭାଇଜରଙ୍କ ଅବହେଳା ଅଭିଯୋଗ: ଅଙ୍ଗନବାଡ଼ି କେନ୍ଦ୍ରରେ ବଢ଼ୁଛି ସମସ୍ୟା
କେସିଙ୍ଗା, ୧୦।୧୦ (ତୁମେଶ୍ୱର ସାହୁ):କଳାହାଣ୍ଡି ଜିଲା କେସିଙ୍ଗା ସମନ୍ବିତ ଶିଶୁ ବିକାଶ ଯୋଜନା ଅଧୀନରେ ଥିବା ତୁଣ୍ଡଳା ସେକ୍ଟରର ଅଙ୍ଗନବାଡ଼ି କେନ୍ଦ୍ରଗୁଡ଼ିକର ପରିଚାଳନାକୁ ନେଇ ଅସନ୍ତୋଷ ପ୍ରକାଶ…
ପ୍ରକାଶ ପାଇଲା ପ୍ରାର୍ଥୀ ତାଲିକା: ମୌଳିକ ସୁବିଧା ଅଭାବକୁ ନେଇ ଅସନ୍ତୋଷ
ଥୁଆମୂଳ ରାମପୁର, ୧୦।୧୦ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର ସରକାରୀ ସ୍ନାତକ ମହାବିଦ୍ୟାଳୟରେ ୨୦୨୬-୨୭ ଶିକ୍ଷାବର୍ଷ ପାଇଁ ଛାତ୍ର ସଂସଦ ଓ ବିଭିନ୍ନ ସଂସଦର…
ଛାତ୍ର ସଂସଦ ନିର୍ବାଚନ, କଲେଜ କ୍ୟାମ୍ପସ୍ ସରଗରମ: ନାମାଙ୍କନ ନାକଚ୍, ଆଶାୟୀ ଅସନ୍ତୋଷ
ବରଗଡ଼,10।୧୦(ପ୍ରେମାନନ୍ଦ ଖମାରୀ):ଆସନ୍ତା ୧୫ତାରିଖ ଛାତ୍ର ସଂସଦ ନିର୍ବାଚନ। ଏହି ନିର୍ବାଚନ ଯେତିକି ପାଖେଇ ଆସୁଛି, କଲେଜ କ୍ୟାମ୍ପସ୍ ଗୁଡ଼ିକରେ ନିର୍ବାଚନୀ ବାତାବରଣ ସେତିକି ସରଗରମ ହୋଇ ପଡୁଛି।…
ସମଲେଶ୍ଵରୀଙ୍କ ଧବଳମୁଖୀ ବେଶ: ଦର୍ଶନ ପାଇଁ ଭକ୍ତଙ୍କ ଭିଡ଼
ବରଗଡ଼,୧୦।୧୦(ପ୍ରେମାନନ୍ଦ ଖମାରୀ)- ଆଜି ମହାଳୟା । ଏହି ଅବସରରେ ବରଗଡର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ଭଗବତୀ ମାଁ ସମଲେଶ୍ବରୀ ଧବଳମୁଖୀ ବେଶରେ ଦର୍ଶନ ଦେଇଛନ୍ତି। ଏହି ବେଶରେ ଦେବୀଙ୍କୁ…
ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ
ଗୁଡ଼ାରୀ, ୯/୧୦ (ପ୍ରମୋଦ କୁମାର ପତି): ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ। ଏହି ଦିନ ସମସ୍ତ ଅଙ୍ଗନବାଡ଼ି କର୍ମୀ…
ଜୁଆଆଡ୍ଡା ପରିଚାଳନାକୁ ନେଇ ଉତ୍ତେଜନା: ହତ୍ୟା ଉଦ୍ୟମ ଘଟଣାରେ …
ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶୁକ୍ରବାର ବ୍ରହ୍ମପୁର ସଦର ଥାନା ବାଲିପଡ଼ା ଗ୍ରାମର ନିଲୁ ଗୌଡ଼(୨୧) ଙ୍କୁ ଗିରଫ କରି ସନ୍ଧ୍ୟାରେ କୋର୍ଟ…

