ମିତ୍ର ସରକାର ଗଠନ ପରେ ଆକ୍ରମଣ ହେବ ବନ୍ଦ: ରୁଷିଆ…

ମସ୍କୋ,୨୬।୯ : ରୁଷିଆ ୟୁକ୍ରେନ ଉପରେ ହେଉଥିବା ଆକ୍ରମଣ ନେଇ ସ୍ପଷ୍ଟ ଭାବରେ କହିଛି ଯେ କେବଳ କ୍ୱିଭ୍‌ରେ ଏକ ମିତ୍ର ସରକାର ଗଠନ ପରେ ଏହି ଆକ୍ରମଣ ବନ୍ଦ ହୋଇଯିବ। ଜାତିସଂଘର ସାଧାରଣ ସଭାରେ ରୁଷର ବୈଦେଶିକ ମନ୍ତ୍ରୀ ସର୍ଗେଇ ଲାଭେରୋଭ ଏସମ୍ପର୍କରେ ସୂଚନା ପ୍ରଦାନ କରିଛନ୍ତି। ସେ କହିଛନ୍ତି ଯେ ୟୁକ୍ରେନର ଏହି ଅଞ୍ଚଳରେ ରୁଷୀୟ ଭାଷାଭାଷୀମାନେ ନିର୍ଯାତିତ ହେଉଛନ୍ତି।

ସେ କହିଛନ୍ତି ଯେ ଯେଉଁ ଅଂଶ ରୁଷିଆରେ ଯୋଗଦେବ ସେଠାକାର ଲୋକମାନେ ସମ୍ପୂର୍ଣ୍ଣ ସୁରକ୍ଷିତ ରହିବେ। ୟୁକ୍ରେନ ମାଧ୍ୟମରେ ପାଶ୍ଚାତ୍ୟ ଦେଶମାନେ ସାମରିକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଆରମ୍ଭ କରିଥିଲେ ଫଳରେ ରୁଷିଆ ପାଇଁ ଯୁଦ୍ଧ ଛଡ଼ା କୌଣସି ବିକଳ୍ପ ରହି ନ ଥିଲା। ଆମେରିକା ଏବଂ ଏହାର ସହଯୋଗୀମାନେ ରୁଷିଆ ନୁହେଁ ଅନ୍ତର୍ଜାତୀୟ ବ୍ୟବସ୍ଥାକୁ ଦୁର୍ବଳ କରୁଛନ୍ତି ବୋଲି ସେ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡାକ୍ତରଙ୍କ ପାଖକୁ ଯାଆନ୍ତୁ ନିଶିକାନ୍ତ ଦୁବେ: ବର୍ଷିଲେ ନବୀନ

ଭୁବନେଶ୍ୱର, ୩୦।୩: ଏମ୍‌ପି ନିଶିକାନ୍ତ ଦୁବେଙ୍କ ଦ୍ୱାରା ବିଜୁ ବାବୁଙ୍କ ବାବଦରେ ରବିବାର ରଖାଯାଇଥିବା ବିବୃତ୍ତି ଶୁଣି ଆଶ୍ଚର୍ଯ୍ୟ ହେଲି। ତାଙ୍କର ଏଭଳି ମନ୍ତବ୍ୟକୁ ନିନ୍ଦା କରୁଛି।…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

ଇରାନ-ଆମେରିକା ଯୁଦ୍ଧ ଭିତରେ ପଶିଲା ଚାଇନା, କହିଦେଲା ଏତେ ବଡ଼ କଥା, ଟ୍ରମ୍ପ ଛାନିଆ

ନୂଆଦିଲ୍ଲୀ,୩୦।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଚାଇନା ଇରାନ ବିରୁଦ୍ଧରେ ଆମେରିକାର ଆକ୍ରମଣକୁ ନିନ୍ଦା କରିଛି। ଚାଇନା ସ୍ପଷ୍ଟ ଭାବରେ କହିଛି ଯେ ଇରାନ ବିରୁଦ୍ଧରେ ସାମରିକ…

ମୋଦିଙ୍କୁ ନେଇ ଏମିତି କହିଦେଲେ ଓମାର ଅବଦୁଲ୍ଲା: ରାଜନୀତିରେ ହଲଚଲ

ଶ୍ରୀନଗର,୩୦।୩: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଯୁଦ୍ଧକୁ ନେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ଆମେ ନିଶ୍ଚିତ ଭାବରେ ଆଶା କରୁଛୁ ଯେ…

ଜରୁରୀକାଳୀନ ପରିସ୍ଥିତି, ସ୍ମାର୍ଟ ଲକଡାଉନ୍‌… ଇରାନ ଯୁଦ୍ଧ ଯୋଗୁ ଘୋର ସଙ୍କଟରେ ଏହି ସବୁ ଦେଶ

ନୂଆଦିଲ୍ଲୀ,୩୦।୩: ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ସଂଘର୍ଷ ଆଉ ଏହି ତିନୋଟି ଦେଶ ମଧ୍ୟରେ ସୀମିତ ନାହିଁ। ତେଲ ଏବଂ ଗ୍ୟାସ ଯୋଗାଣରେ ବାଧା…

ଦିଗପହଣ୍ଡିରେ ଅସାମାଜିକ ଯୁବକଙ୍କ ଆତଙ୍କ: ଦେଶୀମଦ ପାଇଁ କରୁଛନ୍ତି ଚୋରି

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହରରେ ଅସାମାଜିକ ଯୁବକଙ୍କ ଆତଙ୍କରାଜ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ପୁଞ୍ଜିକଂୟା ଛକ, ବଜାର ସାହି, ଜନତା ଲେନ, ମେଡିକାଲ…

ଏଣିକି ଗୁଳିର ଜବାବ ଗୁଳିରେ ଦେବୁ: ଲୋକ ସଭାରେ କାହିଁକି ଏମିତି କହିଲେ ଅମିତ ଶାହା

ନୂଆଦିଲ୍ଲୀ,୩୦।୩: ଲୋକ ସଭାରେ ‘ନକ୍ସଲମୁକ୍ତ ଭାରତ’ ସମ୍ପର୍କରେ ଆଲୋଚନାରେ ଭାଗ ନେଇ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ କଂଗ୍ରେସକୁ ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି ଯେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri