ସୁପାରୀ ଦେଇ ବରକୁ ହତ୍ୟା ଉଦ୍ୟମ: ମୁଖ୍ୟ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ବଲାଙ୍ଗୀର,୨୬।୨(ସୁନୀଲ କୁମାର ମହାନ୍ତି):ବଲାଙ୍ଗୀର ଜିଲାରେ ସୁପାରୀ ଦେଇ ବରକୁ ହତ୍ୟା ଉଦ୍ୟମ ଘଟଣାରେ ମୁଖ୍ୟ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି। ସେ ହେଲେ ଦେଓଗାଁ ଥାନା ମହଲେଇ ଗାଁର ସୁଶାନ୍ତ ବିଶ୍ବାଳ । ସୁଶାନ୍ତଙ୍କୁ କଳାହାଣ୍ଡି ଜିଲାର ମୋହନଗିରିରୁ ଦେଓଗାଁ ପୋଲିସ ଗିରଫ କରିଛି। ପୂର୍ବରୁ ଏହି ଘଟଣାରେ ଜଣେ ନାବାଳକ ସହ ୮ ଗିରଫ ହୋଇଥିଲେ।

ଦେଓଗାଁ ଥାନା ବାବେଜୁରୀ ଗାଁରେ ବାହାଘର ହେବାର ଥିଲା। ଗାଈବାହାଲ ଗାଁର ରାଜକୁମାର ପ୍ରଧାନ ବର ସାଜି ବାବେଜୁରୀ ଗାଁକୁ ବରଯାତ୍ରୀରେ ଯାଇଥିଲେ। ଏହି ସମୟରେ ୧୦ ଜଣ ଯୁବକ ନିଶାସକ୍ତ ଅବସ୍ଥାରେ ମରଣାସ୍ତ୍ର ଧରି ପହଞ୍ଚିଥିଲେ। ବରଙ୍କୁ ଆକ୍ରମଣ ପାଇଁ ଯୋଜନା କରୁଥିବା ସମୟରେ ର୍ନିଧୂମ ଛେଚିଥିଲେ ଗାଁ ଲୋକେ। ୭ ଜଣଙ୍କୁ କାବୁ କରି ଦେଓଗାଁ ପୋଲିସକୁ ଜିମା ଦେଇଥିଲେ ଗାଁ ଲୋକେ। ପୋଲିସ ଯୁବକମାନଙ୍କଠାରୁ ମାରଣାସ୍ତ୍ର ସହିତ ଏକ ଦେଶୀ ପିସ୍ତଲ ଜବତ କରଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅମିତ ଶାହାଙ୍କୁ ଭେଟିଲେ ଗୌତମ ଗମ୍ଭୀର: ଦେଲେ ଏହି ବିଶେଷ ଉପହାର, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୨୧।୯: ଭାରତୀୟ କ୍ରିକେଟ ଦଳର ମୁଖ୍ୟ କୋଚ ଗୌତମ ଗମ୍ଭୀର ସୋମବାର କେନ୍ଦ୍ରୀୟ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତକାରର ଫଟୋ ଗମ୍ଭୀର…

ସୁପୋଷିତ ଓଡ଼ିଶା ମିଶନ: ୨୧,୫୯୪ ଅଙ୍ଗନୱାଡି କେନ୍ଦ୍ରରେ ସର୍ଭେ କାର୍ଯ୍ୟ ଆରମ୍ଭ

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ): ସୁପୋଷିତ ଓଡ଼ିଶା ମିଶନ ମାଧ୍ୟମରେ ରାଜ୍ୟର ୨୧,୫୯୪ଟି ଅଙ୍ଗନୱାଡି କେନ୍ଦ୍ରରେ ଜାତୀୟ ସେବା ଯୋଜନା (NSS)ର ବିଭିନ୍ନ ଶାଖାରେ କାର୍ଯ୍ୟରତ ୪,୩୩୪ ଜଣ ସ୍ବେଚ୍ଛାସେବୀ…

ଭଞ୍ଜନଗର ଉପଖଣ୍ଡର ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ: ୪୫୮୬ ନୂଆ ଯୋଡ଼ିହେଲେ, ୩୬୩୪୨ ପଡ଼ିଲେ ବାଦ୍‌

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ):ଦୀର୍ଘ ସାଢ଼େ ତିନି ମାସ ଧରି ଚାଲିଥିବା ସ୍ବତନ୍ତ୍ର ସଘନ -୨୦୨୬ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଶେଷ ହେବା ପରେ ସୋମବାର ଚୂଡ଼ାନ୍ତ ଭୋଟର…

ଗଭୀର ଅବପାତର ରୂପ ନେଲା ଲଘୁଚାପ, ସମ୍ଭାବ୍ୟ ବାତ୍ୟା ମୁକାବିଲା ପ୍ରସ୍ତୁତି ଆରମ୍ଭ

ଗଞ୍ଜାମ,୨୧।୯(ବିଦ୍ୟାଧର ସାହୁ ): ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଗଭୀର ଅବପାତର ରୂପ ନେଇ ବଙ୍ଗୋପସାଗର ଆଡ଼କୁ ଗତି କରିବା ନେଇ ଭାରତୀୟ ପାଣିପାଗ…

ବାତ୍ୟାକୁ ନେଇ ବଡ଼ ଅପଡେଟ୍‌ ଦେଲେ ମୁଖ୍ୟ ଶାସନ ସଚିବ: ୧୧ ଜିଲା ହେବ ପ୍ରଭାବିତ

ଭୁବନେଶ୍ୱର,୨୧।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ସୋମବାର ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଅବପାତ ରୂପ…

ବର୍ଷା, ପବନରେ ଓଲଟିଲା ପୂଜା ମଣ୍ଡପ: ଚାପି ହୋଇଗଲା କାର୍‌, ବାଇକ୍‌

ପାରାଦୀପ,୨୧।୯(ଶରତ ରାଉତ): ପାରାଦୀପର ପ୍ରସିଦ୍ଧ ବିଶ୍ବକର୍ମା ପୂଜା ମହୋତ୍ସବ ସୋମବାର ପଞ୍ଚମ ଦିନରେ ପହଞ୍ଚିଛି। ହେଲେ ଲଘୁଚାପ ଜନିତ ବର୍ଷା, ପବନ ଯୋଗୁ ପାରାଦୀପ ପୋର୍ଟ ଆଣ୍ଡ…

ସମ୍ଭାବ୍ୟ ବାତ୍ୟା ଭୟ ଭିତରେ ବଡ଼ ସୂଚନା ଦେଲେ IMD ଡିଜି: ୨୨ ତାରିଖ ସନ୍ଧ୍ୟାରୁ…

ଭୁବନେଶ୍ୱର,୨୧।୯:ଗଭୀର ଅବପାତ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷିବ। ଏନେଇ ସୂଚନା ଦେଇଛନ୍ତି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର। IMD ଡିଜିଙ୍କ କହିବାନୁସାରେ, ପୁରୀରୁ ଦକ୍ଷିଣକୁ ଥିବା…

୨୦ ମାସର ଶିଶୁଙ୍କୁ ଘରୁ ଘୋଷାଡ଼ି ନେଲା କୁକୁର: ଆଉ ତା’ପରେ ଘଟିଲା…

ଶିମ୍‌ଲା,୨୧।୯: ହିମାଚଳ ପ୍ରଦେଶର ରାଜଧାନୀ ଶିମ୍‌ଲାର ଶାଙ୍କଲୀ ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଏଠାରେ ଜଣେ ୨୦ ମାସର ଶିଶୁ କନ୍ୟା ଉପରେ ଦୁଇଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?