ଭୁବନେଶ୍ୱର,୩୧ା୩: ଖୋର୍ଦ୍ଧା ଜିଲା ବାଲିଅନ୍ତା ଥାନା ଅନ୍ତର୍ଗତ ବାଳକାଟି ମେଳଣର ପ୍ରୋସେଶନ ଚାଲିଥିବା ବେଳେ ଜଣେ ଯୁବକଙ୍କୁ ମାରଣାସ୍ତ୍ରରେ ସଂଘବଦ୍ଧ ଆକ୍ରମଣ କରିଛନ୍ତି ଦୁର୍ବୃତ୍ତ। ଗୁରୁତର ଅବସ୍ଥାରେ ଯୁବକ ଜଣକ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି।
ଭୁବନେଶ୍ୱର,୩୧ା୩: ଖୋର୍ଦ୍ଧା ଜିଲା ବାଲିଅନ୍ତା ଥାନା ଅନ୍ତର୍ଗତ ବାଳକାଟି ମେଳଣର ପ୍ରୋସେଶନ ଚାଲିଥିବା ବେଳେ ଜଣେ ଯୁବକଙ୍କୁ ମାରଣାସ୍ତ୍ରରେ ସଂଘବଦ୍ଧ ଆକ୍ରମଣ କରିଛନ୍ତି ଦୁର୍ବୃତ୍ତ। ଗୁରୁତର ଅବସ୍ଥାରେ ଯୁବକ ଜଣକ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି।
ନୂଆଦିଲ୍ଲୀ,୨୬।୧୧:ଅଷ୍ଟ୍ରେଲିଆର ପୂର୍ବତନ ଦ୍ରୁତ ବୋଲର ଶନ ଟେଟଙ୍କୂ କ୍ରିକେଟ ଜଗତରେ କିଏ ବା ନଜାଣେ! ନିଜର ଘାତକ ବୋଲିଂ ଏବଂ ଅସାଧାରଣ ବେଗ ପାଇଁ ସେ ବେଶ…
ସେଞ୍ଚୁରିଅନ,୨୬।୧୧: ଟେଷ୍ଟ କ୍ରିକେଟ ଇତିହାସରେ ନୂଆ ଅଧ୍ୟାୟ ଯୋଡ଼ିଛନ୍ତି ଦକ୍ଷିଣ ଆଫ୍ରିକାର ଅଲରାଉଣ୍ଡର ବିୟାନ ମୁଲ୍ଡର। ବାଂଲାଦେଶ ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଦମଦାର ପ୍ରଦର୍ଶନ କରି ସେ…
ଅତାବିରା,୨୬।୧୧(ଯୁଧିଷ୍ଠିର ମହାପାତ୍ର):ଡେବ୍ରିଗଡ଼ ଅଭୟାରଣ୍ୟରେ ବନ୍ୟଜନ୍ତୁ ଶିକାର ଅଭିଯୋଗରେ ବନ ବିଭାଗକୁ ବଡ଼ ସଫଳତା। ବିଦ୍ୟୁତ ଫାଶ ବିଛାଇ ସମ୍ବର ଶିକାର କରିବା ଏବଂ ମାଂସ କାଟି ରଖିଥିବା…
ନୂଆଦିଲ୍ଲୀ,୨୬ା୧୧: ଆସନ୍ତା ଡିସେମ୍ବର ୧୬ରେ ହେବାକୁଥିବା ଆଇପିଏଲ୍ ଅକ୍ସନ ଲାଗି ପୂର୍ବତନ ଭାରତୀୟ ଓପ୍ନର ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ ଆର୍ଯ୍ୟବୀରଙ୍କ ସମେତ ୯୯୪ ଅନ୍କ୍ୟାପ୍ଡ ଖେଳାଳି ନାମ…
୨୬ ନଭେମ୍ବର ୨୦୨୬, ଗୁରୁବାର ଦିନ କିଛି ରାଶି ପାଇଁ ଖୁସି ଓ ସଫଳତା ନେଇ ଆସିପାରେ। ଗ୍ରହ ଓ ନକ୍ଷତ୍ରଙ୍କ ସ୍ଥିତି ଅନୁସାରେ ୪ଟି ରାଶିର…
ନୂଆଦିଲ୍ଲୀ,୨୬।୧୧: ମଙ୍ଗଳବାର ଦିନ ୟୁଏଇ (UAE) ବିପକ୍ଷରେ ୨୦୪ ରନର ସୁନାମୀ ଇନିଂସ ପରେ ବିଶ୍ୱ କ୍ରିକେଟ ଜଗତ ସ୍ତବ୍ଧ ହୋଇଯାଇଛି। କିନ୍ତୁ ବୈଭବ ଗତ ତିନି…
ନୂଆଦିଲ୍ଲୀ,୨୬।୧୧: ମଛଲିଶହରରୁ ସମାଜବାଦୀ ପାର୍ଟିର ସାଂସଦ ପ୍ରିୟା ସରୋଜ ଏବଂ ଲୋକପ୍ରିୟ କ୍ରିକେଟର୍ ରିଙ୍କୁ ସିଂହ ଖୁବ୍ଶୀଘ୍ର ବିବାହ ବନ୍ଧନରେ ଆବଦ୍ଧ ହେବାକୁ ଯାଉଛନ୍ତି। ସେମାନଙ୍କ ବିବାହ…
ନୂଆଦିଲ୍ଲୀ,୨୬।୧୧: କାତାରର ରାଜଧାନୀ ଦୋହାରେ ଖେଳାଯାଉଥିବା ଏସିଆ କପ ରାଇଜିଂ ଷ୍ଟାର୍ସ ୨୦୨୬ ଟୁର୍ନାମେଣ୍ଟରେ ନଭେମ୍ବର ୨୪ ତାରିଖରେ ୟୁଏଇ ବିପକ୍ଷ ଗ୍ରୁପ ପର୍ଯ୍ୟାୟର ଶେଷ ମ୍ୟାଚରେ…