ଭୋଜି କରିବାକୁ ଯାଇଥିବା ୨ ଭଉଣୀଙ୍କୁ ବଳାତ୍କାର ଉଦ୍ୟମ: ଧରାପଡ଼ିଲେ ୨ ଅଭିଯୁକ୍ତ

କୋକସରା,୪।୧(ଦୁଷ୍ମନ୍ତ କୁମାର ପାଟ୍ଟଯୋଶୀ): କଳାହାଣ୍ଡି ଜିଲା କୋକସରା ଥାନା ଅଧୀନ ଏକ ଗ୍ରାମର ୨ ଭଉଣୀ ନିଜ ଚାକର ସହ ନୂଆବର୍ଷରେ ଗାଁନିକଟରେ ଥିବା ଡଙ୍ଗରିକୁ ବଣଭୋଜି କରିବାକୁ ଯାଇଥିଲେ। ସାନ ଭଉଣୀ ଏକୁଟିଆ ଫଟୋ ଉଠାଉଥିବା ସମୟରେ ୨ଜଣ ଯୁବକ ଯୁବତୀଙ୍କୁ ଟେକିନେଇ ବଳାତ୍କାର ପାଇଁ ଉଦ୍ୟମ କରିଥିଲେ। ଯୁବତୀ ଜଣକ ଚିତ୍କାର କରିବାରୁ ୨ ଯୁବକ ଚମ୍ପଟ ମାରିଥିଲେ। ଝିଅଙ୍କଠାରୁ ଘଟଣା ସମ୍ପର୍କରେ ଶୁଣିବା ପରେ ପରିବାରବର୍ଗ କୋକସରା ଥାନାରେ ଲିଖିତ ଅଭିଯୋଗ କରିଥିଲେ। ପୋଲିସ ଘଟଣାର ତଦନ୍ତ କରି ୨ ଅଭିଯୁକ୍ତ ଜିତେନ୍ଦ୍ର ଶବର(୨୩) ଓ ଶଙ୍କର ରାଉତ(୨୩)ଙ୍କୁ ଗିରଫ କରି ଗୁରୁବାର କୋର୍ଟ ଚାଲାଣ କରିଛି। ଏ ନେଇ ଥାନାରେ ଏକ ମାମଲା (ନଂ.୨/୨୪) ରୁଜୁ ହୋଇଥିବା ନେଇ ତଦନ୍ତକାରୀ ପୋଲିସ ଅଧିକାରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାପ କାମୁଡ଼ାରେ ତିନି ବର୍ଷର ପୁଅ ମୃତ, ବିଷ କିଢିବାକୁ ଚେଷ୍ଟା କରି ବାପା ଆହତ

ସୁବର୍ଣ୍ଣପୁର, ୯।୫:: ବିରାମହାରାଜପୁର ଅଞ୍ଚଳର ହିଲୁଙ୍ଗା ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଛି। ବିଷାକ୍ତ ସାପ କାମୁଡ଼ିରେ ତିନି ବର୍ଷର ବାଳକ ପ୍ରାଣ ହରାଇଛି। ସାଗର...

ବଦଳିଲେ କଂଗ୍ରେସ ଜିଲା ସାଧାରଣ ସମ୍ପାଦକ, ବ୍ଲକ ସଭାପତି

ପାଟଣା,୯ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ନୂତନ କଂଗ୍ରେସ ସଭାପତି ଭାବେ ଭାବେ କୈଳାଶ ଚନ୍ଦ୍ର ବାରିକଙ୍କୁ ଜିଲା କଂଗ୍ରେସ ସଭାପତି ମୋହନ ପରିଡ଼ା...

ପୁରୀରେ ପହଞ୍ଚିଲେ କେନ୍ଦ୍ର ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ

ପୁରୀ,୯।୫: ପୁରୀରେ ପହଞ୍ଚିଲେ କେନ୍ଦ୍ର ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ। ସ୍ବତନ୍ତ୍ର ହେଲିକପ୍ଟରରେ ଭୁବନେଶ୍ବରରୁ ବାହାରି ପୁରୀରେ ପହଞ୍ଚିଛନ୍ତି। ସେଠାରେ ସେ ମହାପ୍ରଭୁଙ୍କୁ ଦର୍ଶନ କରିବେ।...

ରାଜଧାନୀରେ ବଡ଼ ଧରଣର ଆଇଟି ରେଡ୍‌, ୨ କୋଟିରୁ ଅଧିକ ଟଙ୍କା ଜବତ

ଭୁବନେଶ୍ୱର,୯ା୫: ରାଜଧାନୀରେ ଗୁରୁବାର ବଡ଼ ଧରଣର ଆଇଟି ରେଡ୍‌ ହୋଇଛି। ପୁରୁଣ ପୋଷ୍ଟ ଅଫିସ୍‌ ଲେନ୍‌ ବୁଦ୍ଧେଶ୍ୱରୀ କଲୋନୀରେ ଥିବା ଏକ ଫ୍ଲେକ୍ସ ପ୍ରିଣ୍ଟ ମିଡିଆ...

ପ୍ରାର୍ଥିପତ୍ର ଦାଖଲ କଲେ ଅରିନ୍ଦମ

ସାଲେପୁର,୯ା୫: ସାଲେପୁରର ଭାଜପା ବିଧାୟକ ପ୍ରାର୍ଥୀ ଅରିନ୍ଦମ ରାୟ ଗୁରୁବାର ତାଙ୍କର ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ଏକ ବିରାଟ ଶୋଭାଯାତ୍ରାରେ ଆସି ଅରିନ୍ଦମ ଆଜି ତାଙ୍କର...

ସ୍ତ୍ରୀ, ଝିଅଙ୍କୁ ଗୁଳି କରି ହତ୍ୟା କରିବା ପରେ ନିଜକୁ ଗୁଳି କଲେ ବ୍ୟକ୍ତି

ଝାରସୁଗୁଡ଼ା,୯ା୫: ସ୍ତ୍ରୀ ଓ ଝିଅକୁ ଗୁଳି ହତ୍ୟା କରିବା ପରେ ନିଜକୁ ଗୁଳି କରିଛନ୍ତି ଜଣେ ବ୍ୟକ୍ତି। ଏପରି ଦୁଃଖଦ ଘଟଣା ଘଟିଛି ଝାରସୁଗୁଡ଼ା ଜିଲାର...

ଗୁରୁବାର ସଂନ୍ଧ୍ୟାରେ ବଡ଼ ଘୋଷଣା କରିବେ ମୁଖ୍ୟମନ୍ତ୍ରୀ, ପାଣ୍ଡିଆନ ଦେଲେ ସୂଚନା

ଗଞ୍ଜାମ,୯।୫: ଗୁରୁବାର ଗଞ୍ଜାମ କନିଷିରୁ ବିରୋଧୀଙ୍କୁ ଟାର୍ଗେଟ କରିଛନ୍ତି କାର୍ତ୍ତିକ ପାଣ୍ଡିଆନ। ମଞ୍ଚରୁ ବିରୋଧୀଙ୍କୁ ଟାର୍ଗେଟ କରି ମୁଖ୍ୟମନ୍ତ୍ରୀଙ୍କ ବିକାଶ ବାର୍ତ୍ତାକୁ ଘରେ ଘରେ ପହଞ୍ଚାଇବାକୁ...

ଚୋର ପ୍ରାର୍ଥୀଙ୍କୁ ଭୋଟ୍‌ ଦିଅନ୍ତୁନି: ମୁଖ୍ୟମନ୍ତ୍ରୀ

ବ୍ରହ୍ମପୁର,୯ା୫: ଗଞ୍ଜାମ ଜିଲା କନିଷିଠାରେ ଗୁରୁବାର ମୁଖ୍ୟମନ୍ତ୍ରୀ ମାରାଥନ ପ୍ରଚାର କରିଛନ୍ତି। ଏଠାରେ ଆୟୋଜିତ ସାଧାରଣ ସଭାରେ ମୁଖ୍ୟମନ୍ତ୍ରୀ ଉଦ୍‌ବୋଧନ ଦେଇ କହିଛନ୍ତି, ଆପଣମାନେ ଏତେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri