ପ୍ରୋସେଶନ ବେଳେ ବରଙ୍କୁ ଆକ୍ରମଣ ଉଦ୍ୟମ, ସୁପାରି କିଲରଙ୍କୁ ନିର୍ଧୂମ ଛେଚି ପୋଲିସ ଜିମାଦେଲେ ଗାଁ ଲୋକେ

ବଲାଙ୍ଗୀର,୨୪ା୨(ସୁନୀଲ ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ବାବେଜୁରୀ ଗାଁରେ ବାହାଘର ହେବାର ଥିଲା। ଗାଈବାହାଲ ଗାଁର ରାଜକୁମାର ପ୍ରଧାନ ବର ସାଜି ବାବେଜୁରୀ ଗାଁକୁ ବରଯାତ୍ରୀରେ ଯାଇଥିଲେ। ଏହି ସମୟରେ ୧୦ ଜଣ ଯୁବକ ନିଶାସକ୍ତ ଅବସ୍ଥାରେ ମରଣାସ୍ତ୍ର ଧରି ପହଞ୍ଚିଥିଲେ। ବରଙ୍କୁ ଆକ୍ରମଣ ପାଇଁ ଯୋଜନା କରୁଥିବା ସମୟରେ ନିର୍ଧୂମ ଛେଚିଥିଲେ ଗାଁ ଲୋକେ। ୭ ଜଣଙ୍କୁ କାବୁ କରି ଦେଓଗାଁ ପୋଲିସକୁ ଜିମା ଦେଇଥିଲେ ଗାଁ ଲୋକେ। ଅଟକ ଯୁବକମାନେ ଭୀମଡୁଙ୍ଗୁରି ଏବଂ କୁକୁରଖାଇ ଗାଁର ହୋଇଥିବା ଜଣାପଡ଼ିଛି। ପୋଲିସ ଯୁବକମାନଙ୍କଠାରୁ ମାରଣାସ୍ତ୍ର ସହିତ ଏକ ଦେଶୀ ପିସ୍ତଲ ଜବତ କରିଛି। ପୋଲିସ ଯୁବକମାନଙ୍କୁ ଥାନା ରଖି ଅଧିକ ତଦନ୍ତ ପାଇଁ ପଚରାଉଚରା କରୁଛି। ଉକ୍ତ ଘଟଣାରେ ମହଲେର ଜଣେ ସୁପାରି ଦେଇଥିବା ଅଭିଯୋଗକୁ ନେଇ ପୋଲିସ ଅଧିକ ତଦନ୍ତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ନାଡ଼ାପାଟାଙ୍ଗ, ମାଣିକୁଟିକୁ ନୂତନ ପଞ୍ଚାୟତ କରିବା ପାଇଁ ଦାବିପତ୍ର

ବାଲିଗୁଡ଼ା, ୬।୧୨(ସଞ୍ଜୟ ପାଣିଗ୍ରାହୀ): ବାଲିଗୁଡ଼ା ବ୍ଲକ୍‌ ଅନ୍ତର୍ଗତ ବାରଖମା ପଞ୍ଚାୟତର ନାଡ଼ାପାଟାଙ୍ଗ ଏବଂ ସିନ୍ଦ୍ରିଗାଁ ପଞ୍ଚାୟତର ମାଣିକୁଟିକୁ ନୂତନ ପଞ୍ଚାୟତ କରିବା ପାଇଁ ଉପଜିଲାପାଳଙ୍କ ଜରିଆରେ...

ମରଣାନ୍ତକ ଆକ୍ରମଣ କରି ଫସିଲେ, ମାସେ ପରେ ଜେଲ୍‌ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶନିବାର ଆଙ୍କୋରଡ଼ା ଗ୍ରାମର ଜେ.ଉଗ୍ରସେନଙ୍କୁ ଏକ ମରଣାନ୍ତକ ଆକ୍ରମଣ ଘଟଣାରେ ମୁଖ୍ୟ ଅଭିଯୁକ୍ତ ଦର୍ଶାଇ ଗିରଫ...

ବାରବାଟୀରେ ଖେଳିପାରନ୍ତି ଶୁବମନ ଗିଲ୍‌

ଭୁବନେଶ୍ୱର,୬ା୧୨(ଅନାଦି କର): ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ମ୍ୟାଚ୍‌କୁ ଆଉ...

ଗାଧୋଇବା ପାଇଁ ଯାଉଥିବା ବେଳେ ମରଣାନ୍ତକ ଆକ୍ରମ: ଏବେ ଆସିଲା ବଡ଼ ରାୟ

ଦିଗପହଣ୍ଡି,୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶନିବାର ଆଙ୍କୋରଡ଼ା ଗ୍ରାମର ଜେ.ଉଗ୍ରସେନଙ୍କୁ ଏକ ମରଣାନ୍ତକ ଆକ୍ରମଣ ଘଟଣାରେ ମୁଖ୍ୟ ଅଭିଯୁକ୍ତ ଦର୍ଶାଇ ଗିରଫ...

ଛାତ୍ରୀଛାତ୍ରଙ୍କ ସ୍ବାସ୍ଥ ପାଇଁ ତତ୍ପର:  ଚିକିତ୍ସା ପାଇଁ ଅନ୍ୟତ୍ର ଯିବାକୁ…

ଦାରିଙ୍ଗବାଡି,୬।୧୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଠାରେ ଥିବା ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପରିସର ମଧ୍ୟରେ ଶନିବାର ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା ଓ ପ୍ରାଥମିକ...

ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ: ଆନ୍ଧ୍ର -ଓଡିଶା ମଧ୍ୟରେ ବାଣିଜ୍ୟ ସଂପର୍କକ….

ପାରଳାଖେମୁଣ୍ଡି,୬ା୧୨(ଗିରିଧାରୀ ପରିଚ୍ଛା): ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ। ଗୁପ୍ତ ବୃନ୍ଦାବନ ରୂପେ ପରିଚିତ ଲିହୁରି ଗୋପୀନାଥ ମନ୍ଦିରକୁ ଯାତାୟାତ କରିବା ଏଣିକି ଓଡିଶାବାସୀଙ୍କ...

ପ୍ରେମିକାଙ୍କ ପାଇଁ ଗଳା କାଟିଦେଲେ ପ୍ରେମିକ, ଆଉ ତା’ ପରେ…

ଜି.ଉଦୟଗିରି,୬ା୧୨(ଚିନ୍ମୟ କୁମାର ସେଠୀ): କଳିଙ୍ଗା ପଞ୍ଚାୟତର ଡୁଗୁଡ଼ିପାରୀ ଗ୍ରାମରେ ଶନିବାର ସକାଳେ ଜଣେ ଯୁବକ ଆତ୍ମହତ୍ୟା ଉଦ୍ୟମ କରିଥିବା ଦେଖିବାକୁ ମିଳିଛି। ପ୍ରେମିକାଙ୍କ ନିଜ ଘରକୁ...

୨୩ରୁ ଭଞ୍ଜନଗରରେ ଖୋଲିବ ଧାନ ମଣ୍ଡି: ୨୪ ଘଣ୍ଟିଆ ନଜର ରଖିବ…

ଭଞ୍ଜନଗର,୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡରେ ଆସନ୍ତା ୨୩ ତାରିଖରୁ ମଣ୍ଡିରେ ଧାନ ସଂଗ୍ରହ ହେବ। ତେଣୁ ଏହା ପୂର୍ବରୁ ଭଞ୍ଜନଗର ଉପଖଣ୍ଡ ପ୍ରଶାସନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri