Posted inଜାତୀୟ

ସ୍ତନ ସ୍ପର୍ଶ ଉଦ୍ୟମ ବଳାତ୍କାର ନୁହେଁ : କୋଲକାତା ହାଇକୋର୍ଟ

କୋଲକାତା,୨୭ା୪: ଶିଶୁ ଯୌନ ଅପରାଧ ସୁରକ୍ଷା (ପୋକ୍‌ସୋ) ଆଇନ ଅନୁଯାୟୀ, ପୀଡ଼ିତାଙ୍କ ସ୍ତନ ସ୍ପର୍ଶ କରିବା ଉଦ୍ୟମ ବଳାତ୍କାର ନୁହେଁ ବରଂ ଗମ୍ଭୀର ଯୌନ ଉତ୍ପୀଡ଼ନ ବୋଲି କୋଲକାତା ହାଇକୋର୍ଟ ଟିପ୍ପଣୀ ଦେଇଛନ୍ତି। ଏଭଳି ଏକ ମାମଲାରେ ପଶ୍ଚିମବଙ୍ଗର ଏକ ତଳକୋର୍ଟ ଜଣେ ଅଭିଯୁକ୍ତଙ୍କୁ ଦୋଷୀସାବ୍ୟସ୍ତ କରି ଦଣ୍ଡ ଶୁଣାଇଥିବାବେଳେ ଶୁକ୍ରବାର ହାଇକୋର୍ଟ ଏହାକୁ ସ୍ଥଗିତ ରଖିଛନ୍ତି।

ତଳକୋର୍ଟ ଅଭିଯୁକ୍ତଙ୍କୁ ଯୌନ ଉତ୍ପୀଡ଼ନ ଓ ବଳାତ୍କାର ଉଦ୍ୟମରେ ଦୋଷୀସାବ୍ୟସ୍ତ କରି ୧୨ ବର୍ଷ ଜେଲ ଦଣ୍ଡାଦେଶ ଦେଇଥିଲେ। ଏହା ବିରୋଧରେ ହୋଇଥିବା ଅପିଲ୍‌ର ଶୁଣାଣି କରି ଜଷ୍ଟିସ୍‌ ଅରିଜିତ ବାନାର୍ଜୀ ଏବଂ ବିଶ୍ୱରୂପ ଚୌଧୁରୀଙ୍କ ଖଣ୍ଡପୀଠ କହିଛନ୍ତି, ପୀଡ଼ିତାଙ୍କୁ ବଳାତ୍କାର କିମ୍ବା ବଳାତ୍କାର ଉଦ୍ୟମ ହୋଇଥିବା ଡାକ୍ତରୀ ରିପୋର୍ଟରୁ ଜଣାପଡ଼ିନାହିଁ। ପୀଡ଼ିତାଙ୍କ ବୟାନ ଅନୁଯାୟୀ, ନିଶାଗ୍ରସ୍ତ ଅଭିଯୁକ୍ତ ତାଙ୍କ ସ୍ତନ ସ୍ପର୍ଶ କରିବାକୁ ଉଦ୍ୟମ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୂର ହେବ LPG ଚିନ୍ତା, ଗ୍ୟାସ ସଂରକ୍ଷିତ କରି ରଖିବାକୁ ସରକାର କରିଛନ୍ତି ବଡ଼ ଯୋଜନା!

ନୂଆଦିଲ୍ଲୀ,୧୨।୧୧: ଭାରତ କର୍ନାଟକର ମାଙ୍ଗାଲୁରୁରେ ଦେଶର ସବୁଠାରୁ ବଡ଼ ଏଳପିଜି (LPG) ଭଣ୍ଡାର ଗୁମ୍ଫା ନିର୍ମାଣ କରିଛି। ଭୂପୃଷ୍ଠରୁ ପ୍ରାୟ ୧୬୦ ମିଟର ତଳେ ଅବସ୍ଥିତ ଏହି…

ବଚ୍ଚନ ହତ୍ୟା ମାମଲାର ରାୟ ପ୍ରକାଶ: ଦୁଇ ଭାଇଙ୍କୁ ଆଜୀବନ କାରାଦଣ୍ଡ

ବ୍ରହ୍ମପୁର,୧୨।୧୧(ସୁବାସ ଚନ୍ଦ୍ର ପାଢ଼ୀ ): ଗଞ୍ଜାମ ଜିଲା ଅତିରିକ୍ତ ଦୌରା ଜଜ-୩ ବିବଶ୍ବତ ଗୌତମ ଗୁରୁବାର ଏକ ହତ୍ୟା ମାମଲାର ଶୁଣାଣି କରି ଚୂଡାନ୍ତ ରାୟ ପ୍ରକାଶ…

ଛାତ୍ରୀଙ୍କ ପ୍ରତି ଅନୁପଯୁକ୍ତ ଆଚରଣ ଅଭିଯୋଗରେ ଡିୟୁ ପ୍ରଫେସରଙ୍କୁ ବାଧ୍ୟତାମୂଳକ ଛୁଟିରେ ପଠାଗଲା

ନୂଆଦିଲ୍ଲୀ,୧୨।୧୧: ଦିଲ୍ଲୀ ବିଶ୍ୱବିଦ୍ୟାଳୟ (DU) ଅଧୀନସ୍ଥ ସତ୍ୟବତୀ କଲେଜର ଜଣେ ପ୍ରଫେସରଙ୍କ ବିରୁଦ୍ଧରେ ଜଣେ ଛାତ୍ରୀଙ୍କ ପ୍ରତି ଅନୁଚିତ ଆଚରଣ କରିଥିବା ନେଇ ଅଭିଯୋଗ ଆସିବା ପରେ,…

‘ଏକ୍ସ’ (X) ୟୁଜର୍ସଙ୍କ ଅନୁରୋଧ ପୂରଣ କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୨।୧୧: ଦୀପାବଳି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କଂଗ୍ରେସ ନେତା ସାମ ପିତ୍ରୋଡାଙ୍କ ମଧ୍ୟରେ ସୋସିଆଲ ମିଡିଆରେ ହୋଇଥିବା ଆଦାନପ୍ରଦାନ ବର୍ତ୍ତମାନ ଆଲୋଚନାର ବିଷୟ ପାଲଟିଛି।…

‘ସମାହିତା ସେଣ୍ଟର ଉଦ୍‌ଘାଟିତ୍‌, ଉପକୃତ ହେବେ ଦିବ୍ୟାଙ୍ଗ, ଗ୍ରାମବାସୀ

କୋରାପୁଟ,୧୨।୧୧(ଅମିତାଭ ବେହେରା): କୋରାପୁଟ ଜିଲା ଜୟପୁର ବ୍ଲକ ଅନ୍ତର୍ଗତ କୁମୁଲିପୁଟ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ‘ସମାହିତା’ ପ୍ରକଳ୍ପ ଅଧୀନରେ ରିସୋର୍ସ ସେଣ୍ଟର ଉଦ୍‌ଘାଟିତ ହୋଇଯାଇଛି। ୟୁରୋପୀୟ ୟୁନିୟନ ସହଯୋଗରେ…

୧୬ଟି ଛକା, ୩୦୩ ରନ… ଅଣ୍ଡର-୧୯ ଏସିଆ କପରେ ରନର ପାହାଡ଼ ଠିଆ କଲେ ଜୁନିୟର ସେହୱାଗ

ନୂଆଦିଲ୍ଲୀ,୧୨।୧୧: ଗୁରୁବାର ଅନୁଷ୍ଠିତ ସେମିଫାଇନାଲ ମ୍ୟାଚରେ ଆଫଗାନିସ୍ତାନକୁ ୮ ୱିକେଟରେ ପରାସ୍ତ କରି, ଭାରତ ୨୦୨୬ ଅଣ୍ଡର-୧୯ ଏସିଆ କପର ଟାଇଟଲ ଜିତିବା ଠାରୁ ମାତ୍ର ଗୋଟିଏ…

ପରାଶର ଜନଜାତି ଭେଷଜ ଉଦ୍ଭିଦ ଉଦ୍ୟାନ ଉଦ୍‌ଘାଟିତ: ୩୦୦ରୁ ଅଧିକ ଔଷଧୀୟ ଉଦ୍ଭିଦ ସ୍ଥାନ ପାଇଲା

କୋରାପୁଟ/ସୁନାବେଡ଼ା,୧୨।୧୧(ଅମିତାଭ ବେହେରା/କୃତିବାସ ପ୍ରଧାନ): ଜନଜାତିଙ୍କ ପାରମ୍ପରିକ ଚିକିତ୍ସା ଜ୍ଞାନର ସଂରକ୍ଷଣ ଓ ଜୀବିକାର ବିକାଶ ଲକ୍ଷ୍ୟରେ ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ (ସିୟୁଓ) ପକ୍ଷରୁ ଏକ ପ୍ରକଳ୍ପ ଆରମ୍ଭ…

ଘରକୁ ଘର ବୁଲି ସର୍ଭେ କାର୍ଯ୍ୟ ତଦାରଖ କଲେ ରାଜ୍ୟ ପର୍ଯ୍ୟବେକ୍ଷକ

ଛତ୍ରପୁର,୧୨ା୧୧(ଦିଲ୍ଲୀପ ସାମଲ): ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗର ଅତିରିକ୍ତ ଶାସନ ସଚିବ ତଥା ଗଞ୍ଜାମ ଜିଲାର ରାଜ୍ୟ ପର୍ଯ୍ୟବେକ୍ଷକ ଚିନ୍ମୟୀ ବିଶ୍ୱାଳ ଜିଲାରେ ଚାଲିଥିବା ଘରକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?