ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା ଉଦ୍ୟମ

ବଡବିଲ,୨୩।୪(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅଞ୍ଚଳରେ ଏକ ଲଜ୍ଜାକର ଘଟଣା ଘଟିଛି। ଜଣେ ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି।

ଅନ୍ୟପକ୍ଷେ ନାବାଳିକାଙ୍କୁ ଗୁରୁତର ଅବସ୍ଥାରେ ଚିକିତ୍ସା ପାଇଁ କେନ୍ଦୁଝର ପଠାଯାଇଛି। ଏନେଇ ଥାନାରେ କୌଣସି ଲିଖିତ ଅଭିଯୋଗ ହୋଇନାହିଁ। ହେଲେ ପୋଲିସ ଘଟଣାକୁ ଗୁରୁତର ଭାବେ ନେଇ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ଥାନାରେ ଅଟକ ରଖି ଅଧିକ ପଚରାଉଚରା ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ମାଲବାହୀ ଟ୍ରେନ ଲାଇନଚ୍ୟୁତ

କେନ୍ଦୁଝର, ୩୦।୧(ସ୍ବ.ପ୍ର.): କେନ୍ଦୁଝରଗଡ଼ ରେଳ ଷ୍ଟେସନ ନିକଟରେ ଶନିବାର ପୂର୍ବାହ୍ନରେ ଏକ ଲୁହାପଥର ବୋଝେଇ ଟ୍ରେନର ୫ଟି ବଗି ଲାଇନଚ୍ୟୁତ ହୋଇଛି। ଳରେ ଉକ୍ତ ଲାଇନରେ...

ଛତୁଚାଷ ପାଇଁ ମଡେଲ ସାଜିଛନ୍ତି କୃଷକ ଦମ୍ପତି

ବୈପାରୀଗୁଡ଼ା,୧୦।୧(ଡି.ଏନ୍‌.ଏ.)- ପାରମ୍ପରିକ ଚାଷ ବଦଳରେ ଛତୁ ଚାଷ ଦ୍ୱାରା ସୀମିତ ଜମିରେ ଖୁବ୍‌ କମ୍‌ ଦିନରେ ଲାଭ ମିଳିଥାଏ ା ବଜାରରେ ଛତୁର ଚାହିଦା ଅଧିକ...

ଖରାଛୁଟିକୁ ନେଇ ବଢ଼ୁଛି ଅସନ୍ତୋଷ

ଆନନ୍ଦପୁର,୨୫।୪(ସ୍ବ.ପ୍ର): କରୋନା ମହାମାରୀ ପାଇଁ ଦୁଇ ବର୍ଷ ବ୍ୟବଧାନ ପରେ ବିଦ୍ୟାଳୟ ଗୁଡିକରେ ପାଠପଢା ସ୍ବାଭାବିକ ହେବାରେ ଲାଗିଛି। ସରକାରୀ ସ୍ତରରେ ଛାତ୍ରୀଛାତ୍ରୀଙ୍କ ପାଠ୍ୟକ୍ରମକୁ ଗୁରୁତ୍ୱ ଦିଆଯାଇ...

ଅଣସରରେ ତିନି ଠାକୁର

ଖଣ୍ଡପଡ଼ା,୧୯ା୬(ସ୍ବ.ପ୍ର.)-ଜ୍ୟେଷ୍ଠ ପୂର୍ଣ୍ଣମୀ ଅବସରରେ କଣ୍ଟିଲୋ ଶ୍ରୀନୀଳମାଧବ ଜୀଉଙ୍କ ପାର୍ଶ୍ୱ ଠାକୁର ଭାବେ ବିରାଜିତ ଜଗନ୍ନାଥ, ବଳଭଦ୍ର ଓ ସୁଭଦ୍ରାଙ୍କ ଦେବସ୍ନାନ ଯାତ୍ରା ସୋମବାର ପାରମ୍ପାରିକ ରୀତିରେ...

ଓଆରଏଚଡିସି ଦୁର୍ନୀତି ମାମଲା: ପୀୟୁଷ ମହାନ୍ତିଙ୍କୁ ମିଳିଲା ଜାମିନ

କଟକ ଅଫିସ,୨୫।୧୦: ଓଆରଏଚଡିସି ଦୁର୍ନୀତି ମାମଲାରେ ପୀୟୁଷ ମହାନ୍ତିଙ୍କୁ ମିଳିଲା ଆଶ୍ୱସ୍ତି । କୋର୍ଟ ତାଙ୍କୁ ଅନ୍ତରୀଣ ଜାମିନ ପ୍ରଦାନ କରିଛନ୍ତି। ସୂଚନାଯୋଗ୍ୟ, ଓଡ଼ିଶା ଗୃହ...

ଦୋଳାରେ ବୁହା ହୋଇ ଗର୍ଭବତୀ ଗଲେ ହସ୍ପିଟାଲ୍‌

ପାତ୍ରପୁର,୧୨ା୧୦(ଡି.ଏନ.ଏ.): ପାତ୍ରପୁର ବ୍ଲକ ଆଦିବାସୀ ଅଧ୍ୟୁଷିତ ଆଙ୍କୁଲି ପଞ୍ଚାୟତ ସାନଗାଁର ଜଣେ ଗର୍ଭବତୀଙ୍କୁ ମଙ୍ଗଳବାର ଦୋଳାରେ ଡାକ୍ତରଖାନା ନିଆଯାଇଛି। ସାନଗାଁ ଗ୍ରାମର କୃଷ୍ଣଚନ୍ଦ୍ର ଦଳେଇଙ୍କ ସ୍ତ୍ରୀ...

ଶୁଖିଲା ପଡୁଛି ଓଭରହେଡ୍‌ ପାଣି ଟାଙ୍କି

କଟକ ସଦର,୧୫ା୫(ଡି.ଏନ୍‌.ଏ.): ଗ୍ରୀଷ୍ମପ୍ରବାହ ଯୋଗୁ କଟକ ସଦର ବ୍ଲକ ଅଞ୍ଚଳରେ ଅଘୋଷିତ ବିଦ୍ୟୁତ୍‌ କାଟ୍‌ ଜାରି ରହିଛି। ଏଥିଯୋଗୁ ନିର୍ଦ୍ଧାରିତ ସମୟରେ ଗ୍ରାମ୍ୟ ପାନୀୟ ଜଳ...

କୋଇଲା ଉଦ୍ୟୋଗରୁ ପୁଞ୍ଜି ନିବେଶ ପ୍ରତ୍ୟାହାର ଦାବି ପ୍ରସଙ୍ଗ: ଆନ୍ଦୋଳନକାରୀଙ୍କୁ ଅଟକ ରଖିଛି ପୋଲିସ

ତାଳଚେର,୨୫।୯(ନି.ପ୍ର.): ଅନୁଗୋଳ ଜିଲା ତାଳଚେରରେ କୋଇଲା ଉଦ୍ୟୋଗରେ ଶତ ପ୍ରତିଶତ ପ୍ରତ୍ୟକ୍ଷ ପୁଞ୍ଜି ନିବେଶ ପ୍ରତ୍ୟାହାର ଦାବିରେ ଭାରତୀୟ ମଜଦୁର ସଙ୍ଘ ପକ୍ଷରୁ ୩ ଦିନ...

Advertisement
Archives

Model This Week