ଶତୃତାକୁ କେନ୍ଦ୍ର କରି ହତ୍ୟା ଉଦ୍ୟମ, ଅଭିଯୁକ୍ତ ଗଲେ ଜେଲ

ଦିଗପହଣ୍ଡି,୧୪ା୧(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ନିମଖଣ୍ଡି ପେଣ୍ଠ ପଞ୍ଚାୟତ ଅଧିନ ମେଘଝୋଳି ଗ୍ରାମରେ ପୂର୍ବ ଶତୃତାକୁ କେନ୍ଦ୍ର କରି ଜାଗିଲି ନାୟକଙ୍କୁ ହ୍ଯଯା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ପଡୋଶୀ ସୁଶାନ୍ତ ନାୟକଙ୍କ ମାଡରେ ଜାଗିଲିଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିବା ସହ ବାମ ହାତ ଭାଙ୍ଗିଥିବା ଜଣାପଡିଛି। ଅଭିଯୁକ୍ତ ଓ ତାଙ୍କ ପରିବାର ସଦ୍ଯଯମାନେ ସଂଘବଦ୍ଧ ଭାବେ ଜାଗିଲିଙ୍କ ସ୍ତ୍ରୀ ମନାସ ନାୟକଙ୍କୁ ମଧ୍ୟ ଟଣାଓଟରା କରିଥିବା ମନାସ ତାଙ୍କ ଏତଲାରେ ଉଲ୍ଲେଖ କରିଛନ୍ତି। ଜାଗିଲି ଓ ସୁଶାନ୍ତ ଦୁଇ ପଡୋଶୀ ହୋଇଥିବା ବେଳେ ଉଭୟ ପରିବାରଙ୍କ ମଧ୍ୟରେ ପୂର୍ବରୁ ଘର ଢିଅକୁ ନେଇ ବିବାଦ ଲାଗି ରହିଥିଲା। ଗତ ୩ ତାରିଖ ସକାଳେ ସୁଶାନ୍ତ ଘର ନିର୍ମାଣ କରୁଥିବା ବେଳେ ମନାସ ସେହି ଜାଗାକୁ ନିଜର କହି ପ୍ରତିବାଦ କରିଥିଲେ। ଉଭୟଙ୍କ ମଧ୍ୟରେ ଯୁକ୍ତିତର୍କରୁ ଘଟଣା ଉଗ୍ରରୂପ ନେଇଥିଲା। ଘଟଣାସ୍ଥଳରେ ଜାଗିଲି ପହଞ୍ଚିବାରୁ ସୁଶାନ୍ତ ଏକ ଇଟାଖଣ୍ଡ ଧରି ଜାଗିଲିଙ୍କ ମୁଣ୍ଡକୁ ଆଘାତ କରିଥିଲା। ଗୁରୁତର ଅବସ୍ଥାରେ ଜାଗିଲିଙ୍କୁ ଚିକିତ୍ସା ନିମନ୍ତେ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଡାକ୍ତରଖାନାରୁ ଫେରିବାପରେ ଜାଗିଲି ଙ୍କ ସ୍ତ୍ରୀ କେ. ନୂଆଗାଁ ଥାନାରେ ଏତଲା ଦେଇଥିଲେ। ଏତଲାକୁ ଭିତ୍ତି କରି ଆଇଆଇସି କିଶୋର କୁମାର ସାମଲ ଥାନା ମାମଲା ନଂ. ୯୨୫ ଅନୁଯାୟୀ ମଙ୍ଗଳବାର ଅଭିଯୁକ୍ତ ସୁଶାନ୍ତଙ୍କୁ ଗିରଫ କରି ଦିଗପହଣ୍ଡି କୋର୍ଟ ଚାଲାଣ କରିଥିଲେ। ଜାମିନ ଆବେଦନ ଖାରଜ ହେବାରୁ ତାଙ୍କୁ ଦିଗପହଣ୍ଡି ସବ ଜେଲ ହାଜତକୁ ପଠାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀରେ ବମ୍ପର ବିଜୟ: କେନ୍ଦୁଝର ଭାଜପା ପାଳୁଛି ବିଜୟ ଉତ୍ସବ

କେନ୍ଦୁଝର,୮ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦିଲ୍ଲୀରେ ଭାଜପାର ଜବରଦସ୍ତ ବିଜୟ ପରେ କେନ୍ଦୁଝର ଭାଜପା ପକ୍ଷରୁ ଶନିବାର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜୟ ଉତ୍ସବ ପାଳିତ ହୋଇଛି।...

ଫେବୃଆରୀ ୧୦ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି

ଭୁବନେଶ୍ୱର,୮।୨: ଫେବୃଆରୀ ୧୦ ତାରିଖରେ ଭୁବନେଶ୍ୱର, ୟୁନିଟ-୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ହେବାକୁ ଥିବା ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ। ଏହି ସମ୍ପର୍କରେ...

କୋଟିକୋଟି ଟଙ୍କା ହେର୍‌ଫେର୍‌ ଅଭିଯୋଗ: ୨ ଗିରଫ

କେନ୍ଦୁଝର,୮ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଶୁଆକାଟିସ୍ଥିତ ଗନ୍ଧମାର୍ଦ୍ଦନ ଲୋଡିଂ ଏଜେନ୍ସି ଆଣ୍ଡ ଟ୍ରାନ୍ସପୋଟିଂ କୋଅପରେଟିଭ ସୋସାଇଟି ଉପରେ ଇଓଡବ୍ଲ୍ୟୁର ବଡ଼ ରେଡ୍‌। କୋଟି କୋଟି ଟଙ୍କାର...

ବିଲରେ ମହିଳାଙ୍କୁ ଚାପିଦେଲା ଟ୍ରାକ୍ଟର, ଆଉ ତା’ପରେ..

ବରଗଡ଼,୮।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭେଡ଼େନ ଥାନା ରୁଷୁଡ଼ା ଫାଣ୍ଡି ଅଧୀନ ଦେଶ ପଥର୍ଲା ଗ୍ରାମରେ ଶନିବାର ଏକ ଅଘଟଣ ଘଟିଛି। ଟ୍ରାକ୍ଟର ଚାପାରେ ଜଣେ...

ବାଇକ୍‌କୁ ପଛପଟୁ ଧକ୍କା ଦେଲା ବାଇକ୍‌: ଜଣଙ୍କ ଜୀବନ ଗଲା, ଜଣେ ଗୁରୁତର

ବରଗଡ଼,୮।୨(ପ୍ରେମାନନ୍ଦ ଖମାରୀ): ବରଗଡ଼-ବରପାଲି ରାସ୍ତାର ଏକାମ୍ର ଛକନିକଟରେ ଶନିବାର ସନ୍ଧ୍ୟାରେ ଏକ ଦୁର୍ଘଟଣା ଘଟିିଛି। ଘଟଣାସ୍ଥଳରେ ଜଣେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ,...

ଭାଜପା ପାଳିଲା ବିଜୟ ଉତ୍ସବ

ଗଞ୍ଜାମ,୮ା୨(ବିଦ୍ୟାଧର ସାହୁ): ଦୀର୍ଘ ୨୬ ବର୍ଷ ପରେ ଦିଲ୍ଲୀରେ ସରକାର ଗଠନ କରିବ ଭାଜପା। ନିର୍ବାଚନରେ ଭାଜପା ଏକାକୀ ସରକାର ଗଠନ ପାଇଁ ଆବଶ୍ୟକ ମେଜିକ୍‌...

OPTCLର ବଡ଼ ଘୋଷଣା: ରବିବାର ହେବନି ବିଦ୍ୟୁତ୍‌ କାଟ୍‌

ବରଗଡ଼,୮ା୨(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ସଞ୍ଚାର ନିଗମ ଲିମିଟେଡ୍‌(ଓପିଟିସିଏଲ୍‌) ପକ୍ଷରୁ ୧୩୨/୩୩ କେ.ଭି ପ୍ରଧାନପାଲି ଗ୍ରୀଡ୍‌ ସବ୍‌ଷ୍ଟେଶନରେ ବାର୍ଷକ ରକ୍ଷଣାବେକ୍ଷଣ କାର୍ଯ୍ୟ ଲାଗି ରବିବାର...

ମେଳା ଦେଖି ଫେରିବାବେଳେ ବାଇକ୍‌କୁ ପିଟିଲା ଅଜଣାଗାଡ଼ି, ଚାଲିଗଲା ୩ ଜୀବନ

ମୋରଡ଼ା,୮ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ଶୁଳିଆପଦା ଥାନା ଅଞ୍ଚଳରେ ଏକ ସଡ଼କ ଦୁର୍ଘଟଣାରେ ୩ ଜଣ ଯୁବକଙ୍କ ମୃତ୍ୟୁ ଘଟିଛି। ସୂଚନାନୁଯାୟୀ, ଉକ୍ତ ଥାନା ଅଧୀନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri