ଛାତ୍ରୀଙ୍କୁ ବଳାତ୍କାର ଉଦ୍ୟମ, ଗିରଫ ହେଲେ ଶିକ୍ଷକ

ଭଦ୍ରକ ଅଫିସ, ୧୨ା୧୦: ଭଦ୍ରକ ଜିଲା ଧାମନଗର ବିଜ୍ଞାପିତ ଅଞ୍ଚଳରେ ଜଣେ ଛାତ୍ରୀଙ୍କୁ ବହି ଆଣିବା ଆଳରେ ଜଣେ ଶିକ୍ଷକ ବଳାତ୍କାର ଉଦ୍ୟମ କରି ପୋଲିସ ଦ୍ୱାରା ଗିରଫ ହୋଇଛନ୍ତି। ସେ ହେଲେ ଶିକ୍ଷକ ସେକ୍‌ ଅବଦୁଲ କାଲାମ। ଘଟଣାକୁ ଚପାଇବାକୁ ଉଦ୍ୟମ କରାଯାଇଥିବା ବେଳେ ଛାତ୍ରୀଙ୍କ ମା’ ସମ୍ପୃକ୍ତ ଶିକ୍ଷକଙ୍କ ବିରୋଧରେ ଥାନାରେ ଅଭିଯୋଗ କରିଥିଲେ। ଥାନା ଅଧିକାରୀ ପ୍ରଦୀପ ମହନ୍ତ ଘଟଣା ସ୍ଥଳରେ ପହଞ୍ଚତ୍ ଅଭିଯୁକ୍ତ ଶିକ୍ଷକ ସେକ୍‌ ଅବଦୁଲ କଲାମଙ୍କୁ ଗିରଫ କରିଥିଲେ। ପୋଲିସ ଏକ ମାମଲା (ନଂ ୨୮୧/୨୧)ରୁଜୁ କରି ଶିକ୍ଷକଙ୍କୁ କୋର୍ଟ ଚାଲାଣ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଡ୍ରାଇଭରଙ୍କ ଷ୍ଟିୟରିଂ ଛାଡ ଆନ୍ଦୋଳନ: ଫଶିଲେ ୪୦ ତୀର୍ଥଯାତ୍ରୀ

ବାଲିଗୁଡ଼ା,୧୫।୩:(ଡି.ଏନ.ଏ): ସାରା ରାଜ୍ୟରେ ଡ୍ରାଇଭର ସଂଘ ପକ୍ଷରୁ ଷ୍ଟିୟରିଂ ଛାଡ ଆନ୍ଦୋଳନ ଡାକରା ଦେଇଛନ୍ତି। ଏହାର ପ୍ରଭାବ କନ୍ଧମାଳ ଜିଲାରେ ମଧ୍ୟ ଦେଖିବାକୁ ମିଳିଛି। ବାଲିଗୁଡ଼ାଠାରେ...

ଲକ୍‌ଡାଉନ ନିୟମ ଭାଙ୍ଗି ୪ ଗିରଫ, ଜଣେ ନିଲମ୍ବିତ

କୃଷ୍ଣପ୍ରସାଦ,୬ା୪ (ଡି.ଏନ.ଏ.): କରୋନା ପାଇଁ ସାରା ଦେଶରେ ଲକ୍‌ଡାଉନ ଘୋଷଣା କରାଯାଇଛି। ଏହି ସମୟରେ ସାମାଜିକ ଦୂରତ୍ୱ ରକ୍ଷା ଉପରେ ପ୍ରଶାସନ ଗୁରୁତ୍ୱ ଦେଇଛି। ଏପରିସ୍ଥଳେ...

ଦୋଳବିମାନ ଉପରକୁ ମାଡ଼ିଗଲା ଗାଡ଼ି: ୨ ମୃତ, ୬ ଆହତ

କେନ୍ଦ୍ରାପଡ଼ା ଅଫିସ, ୧୩ା୩: ଦୋଳବିମାନ କାନ୍ଧେଇ ଯାଉଥିବା ଲୋକଙ୍କ ଉପରକୁ ଏକ ପିକ୍‌ଅପ୍‌ ଭ୍ୟାନ୍‌ ମାଡ଼ିଯିବା ଯୋଗୁ ୨ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୬ଜଣ ଆହତ ହୋଇଛନ୍ତି।...

ଗ୍ରାମରେ ବ୍ଲିଚିଂ ପକାଇ ବିଶୋଧନ

ବାହାନଗା, ୭ା୪(ଡି.ଏନ୍‌.ଏ.)-ବିଶ୍ୱ ମହାମାରୀ କରୋନା ଭାଇରସକୁ ରୋକିବା ଲାଗି ସାରା ଭାରତରେ ଲକ୍‌ ଡାଉନ୍‌ ଚାଲିଥିବା ବେଳେ ବିଭିନ୍ନ ଗ୍ରାମରେ ତାର କଡା ମୁକାବିଲା କରିବା...

ଚାଉଳ, ଗହମ ହେରଫେର ନେଇ ମୁଜାଗଡ଼ ସରପଞ୍ଚଙ୍କୁ ବହିଷ୍କାର ଦାବି: ଗ୍ରାମବାସୀଙ୍କ ରାସ୍ତାରୋକୋ

ଭଞ୍ଜନଗର,୧୪।୩(ଡି.ଏନ.ଏ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ସରପଞ୍ଚ ଶିବଶଙ୍କର ପ୍ରଧାନଙ୍କୁ ବହିଷ୍କାର ଦାବିରେ ଶନିବାର ରାସ୍ତାରୋକୋ ହୋଇଛି। ଉତ୍ତ୍ୟକ୍ତ ଲୋକେ ମୁଜାଗଡ଼ଠାରେ ଭଞ୍ଜନଗର ଫୁଲବାଣୀ...

ବସିବ ଶ୍ରୀମନ୍ଦିର ପରିଚାଳନା ବୈଠକ

ପୁରୀ ଅଫିସ, ୨୧।୫: ମହାପ୍ରଭୁଙ୍କ ରଥଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି ଚାଲିଛି। ଏହାକୁ ଦୃଷ୍ଟିରେ ରଖି ଶନିବାର ଅପରାହ୍ନ ୪ଟାରେ ଶ୍ରୀମନ୍ଦିର ପରିଚାଳନା ବୈଠକ ଅନୁଷ୍ଠିତ...

ନିଆରା ଢଙ୍ଗରେ ଭାଲେଣ୍ଟାଇନ୍ସ ଡେ’ ପାଳନ କଲେ ଯୁବଗୋଷ୍ଠୀ

ସୋନପୁର,୧୪।୨: ଫେବୃୟାରୀ ୧୪ ଭାଲେଣ୍ଟାଇନ୍ସ ଡେ। ଏହି ଦିବସକୁ ଯୁବଗୋଷ୍ଠୀ ମନଭରି ଉପଭୋଗ କରିଥିଲେ। ଚକୋଲେଟ୍‌ ଦୋକାନ, ଫୁଲ ଦୋକାନ ଓ ଗିଫ୍ଟ କର୍ଣ୍ଣରରେ ପ୍ରେମୀ...

ବାଇକ୍‌ ଦୁର୍ଘଟଣା : ୨ ଜଣଙ୍କ ଜୀବନଗଲା

ଯାଜପୁର ରୋଡ୍‌,୬।୧୧(ନି.ପ୍ର.): ଯାଜପୁର ଜିଲା କୋରେଇ ଥାନା ଅନ୍ତର୍ଗତ ଯାଜପୁର ରୋଡ୍‌ ଜହ୍ନା ପୂର୍ତ୍ତ ବିଭାଗ ରାସ୍ତା ପାଟୁଳୀ ଛକ ନିକଟରେ ବୁଧବାର ସକାଳୁ ଦୁଇ...

Advertisement
Archives

Model This Week