ବଳାତ୍କାର ଉଦ୍ୟମ ଘଟଣା: ୪ ବର୍ଷ ପରେ ମିଳିଲା ଦଣ୍ଡ

କେନ୍ଦୁଝର,୧।୫(ସ୍ବ.ପ୍ର.): କେନ୍ଦୁଝର ଅତିରିକ୍ତ ଜିଲା ଓ ସ୍ବତନ୍ତ୍ର ପୋକ୍ସୋ କୋର୍ଟ ଜଜ୍‌ ଏସ୍‌. ତ୍ରିପାଠୀ ସୋମବାର ଜଣେ ନାବାଳିକା ବଳାତ୍କାର ଉଦ୍ୟମ ଅଭିଯୋଗର ଶୁଣାଣି କରିଛନ୍ତି। ଏହି ମାମଲାରେ ଅଭିଯୁକ୍ତ ଅଜୟ ନାୟକ ନାମକ ଜଣେ ଯୁବକଙ୍କୁ ୪ବର୍ଷ ଜେଲ ଦଣ୍ଡାଦେଶ ଓ ଦୁଇ ହଜାର ଟଙ୍କା ଜରିମାନା ହୋଇଥିବା ସ୍ବତନ୍ତ୍ର ପବ୍ଲିକ ପ୍ରସିକ୍ୟୁଟର ଗଣେଶ ପ୍ରସାଦ ମହାପାତ୍ର କହିଛନ୍ତି। ୯ଜଣ ସାକ୍ଷୀଙ୍କ ବୟାନ ଓ ପୋଲିସ ରିପୋର୍ଟକୁ ଭିତ୍ତି କରି ଜଜ୍‌ ଏହି ଆଦେଶ ଦେବା ସହ ପୀଡ଼ିତାଙ୍କୁ ଏକ ଲକ୍ଷ ଟଙ୍କା ସହାୟତା ପ୍ରଦାନ ପାଇଁ ଜିଲା ଲିଗାଲ ସର୍ଭିସ ଅଥରିଟିଙ୍କୁ ନିର୍ଦ୍ଦେଶ କରିଛନ୍ତି। ୨୦୧୮ ନଭେମ୍ବର ୭ ତାରିଖ ସନ୍ଧ୍ୟାରେ ଏହି ଅଘଟଣ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜନଗହଳିପୂର୍ଣ୍ଣ ସ୍ଥାନରୁ ମଦ ଦୋକାନ ସ୍ଥାନାନ୍ତର ଦାବି, ମଦ୍ୟପଙ୍କ ଉପଦ୍ରବରେ…

ବଞ୍ଚୋ,୨ା୭(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ସହରର ଜନଗହଳିପୂର୍ଣ୍ଣ ଅଞ୍ଚଳରେ ଥିବା ବିଦେଶୀ ମଦ ଦୋକାନକୁ ଏକ ଉପଯୁକ୍ତ ଓ ଖୋଲା ସ୍ଥାନକୁ ସ୍ଥାନାନ୍ତର କରିବା ଦାବିରେ ଗୁରୁବାର ଆନନ୍ଦପୁର…

ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା; ତିଆରି ହେବ ମହାଲକ୍ଷ୍ମୀ କରିଡର, ୫୦୦ ମହିଳା…

ଭୁବନେଶ୍ବର,୨।୭: ୧ କୋଟି ସଂଶୋଧିତ ଲକ୍ଷ୍ମୀପୁରାଣ ବାଣ୍ଟିବେ ରାଜ୍ୟ ସରକାର । ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା ସୂଚନା ଦେଇଛନ୍ତି । ନୂଆ ସଂଶୋଧିତ ଲକ୍ଷ୍ମୀପୁରାଣକୁ ନମିତା ଅଗ୍ରୱାଲ…

ଅବ୍ୟବସ୍ଥା ଘେରରେ ବିଦ୍ୟାଳୟ: ୪ ବର୍ଷ ବିତିଯାଇଥିଲେ ସୁଦ୍ଧା ସମ୍ପୂର୍ଣ୍ଣ ହୋଇନାହିଁ ଶ୍ରେଣୀଗୃହ

କେସିଙ୍ଗା,୨।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ କାଣ୍ଡେଲ ଗ୍ରାମସ୍ଥିତ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଗତ ୨୪.୭.୧୯୮୩ରେ ସ୍ଥାପିତ ହୋଇଛି। ଏହି ବିଦ୍ୟାଳୟରେ ତତ୍କାଳୀନ…

ହଠାତ ଲାଲ ହେଲା ଭେନେଜୁଏଲାର ଆକାଶ, Video ଦେଖି ଚମକି ପଡ଼ିଲେ ଭୂକମ୍ପରୁ ଉଠିଥିବା ଲୋକେ

କାରାକାସ୍‌,୨।୭: ଭେନେଜୁଏଲାର ରାଜଧାନୀ କାରାକାସରେ ସମ୍ପ୍ରତି ଦେଖାଯାଇଥିବା ଏକ ଦୃଶ୍ୟ ଲୋକମାନଙ୍କୁ ଆଶ୍ଚର୍ଯ୍ୟ କରିଦେଇଥିଲା। ଭୂମିକମ୍ପର ଧ୍ୱଂସଲୀଳାରେ ପୂର୍ବରୁ ସ୍ତବ୍ଧ ଥିବା ସହର ଉପରର ସମଗ୍ର ଆକାଶ…

ନିର୍ବାଚନ ଲଢ଼ିବେ ପ୍ରଶାନ୍ତ କିଶୋର? ଉପନିର୍ବାଚନ ଘୋଷଣା ପରେ ଜୋର ଧରିଛି ଚର୍ଚ୍ଚା

ପାଟନା,୨।୭: ବିହାରର ବାଙ୍କିପୁର ବିଧାନସଭା ଆସନ ପାଇଁ ଉପନିର୍ବାଚନ ଘୋଷଣା କରାଯାଇଛି। ଏହି ଆସନ ପାଇଁ ଭୋଟ ଜୁଲାଇ ୩୦ ରେ ହେବ ଏବଂ ଭୋଟ ଗଣତି…

ଦୁଇଟି ଦେଶ ଦେଇ ଗତି କରିବ ଆୟାତୋଲ୍ଲା ଅଲି ଖାମେନେଇଙ୍କ ଅନ୍ତିମ ଶୋଭାଯାତ୍ରା; ତାଙ୍କୁ କେଉଁଠାରେ କବର ଦିଆଯିବ ଜାଣନ୍ତୁ

ତେହରାନ,୨।୭: ଇରାନର ଦିବଂଗତ ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନେଇଙ୍କ ପାଇଁ ରାଜ୍ୟସ୍ତରୀୟ ଅନ୍ତିମ ସଂସ୍କାର ଜୁଲାଇ ୪ ରେ ଆରମ୍ଭ ହେବ ଏବଂ ତାଙ୍କୁ ୯…

ପ୍ୟାଣ୍ଟ କାଢି…ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବିସ୍ଫୋରକ ମନ୍ତବ୍ୟ ଦେଲେ ରବି ଶାସ୍ତ୍ରୀ

ନୂଆଦିଲ୍ଲୀ,୨।୭: ପୂର୍ବତନ ଭାରତୀୟ କ୍ରିକେଟର ରବି ଶାସ୍ତ୍ରୀ ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏକ ବିସ୍ଫୋରକ ମନ୍ତବ୍ୟ ଦେଇଛନ୍ତି। ୧୫ ବର୍ଷୀୟ ବ୍ୟାଟସମ୍ୟାନ ବୈଭବଙ୍କୁ ଆୟରଲାଣ୍ଡ ଗସ୍ତରେ ଡେବ୍ୟୁ…

ଆନ୍ଦୋଳନରେ ଡାକ୍ତର, ହଇରାଣ ହେଉଛନ୍ତି ଗରିବ ରୋଗୀ

ପଦ୍ମପୁର,୨ା୭(ପ୍ରଦୀପ୍ତ ଦାଶ): ଜୁଲାଇ ୧ରେ ଡାକ୍ତର ଦିବସରେ ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏଶନର ନିର୍ଦ୍ଦେଶ କ୍ରମେ ପଦ୍ମପୁର ଉପଖଣ୍ଡ ଡାକ୍ତରଖାନାରେ ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ବୁଧବାରଠାରୁ ଆରମ୍ଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri