ମାଲିକର ପୋଷା କୁକୁର ସହିତ ଅପ୍ରାକୃତ ସମ୍ପର୍କ ପାଇଁ ଚେଷ୍ଟା କରୁଥିଲେ ରୋଷେୟା, ଧରାପଡିବା ପରେ…

ଭୁବନେଶ୍ବର୨୬।୫(ପ୍ରସନଜିତ୍‌ ସାହୁ): ଚନ୍ଦକା ଥାନା ଅଞ୍ଚଳରେ ଏକ ଫାର୍ମ ହାଉସର ରୋଷେୟା ଏକ ପୋଷା ଡାଲ୍‌ମିଶନ କୁକୁରକୁ ଆକ୍ରମଣ ସହ ଅପ୍ରାକୃତ ସମ୍ପର୍କ ଉଦ୍ୟମ କରିଥିବା ନେଇ ଚନ୍ଦକା ଥାନାରେ ଅଭିଯୋଗ ହୋଇଛି। ସେ ହେଲେ ବାଲେଶ୍ବର ସୋର ଅଞ୍ଚଳର ଅନିଲ କୁମାର ମହାନ୍ତି। କୁକୁରର ସ୍ପାଇନାଲ କର୍ଡ ଓ ଆଖିରେ ଆଘାତ କାରଣରୁ ଚିକିତ୍ସା କରାଯାଉଛି । ଏହି ଘଟଣାରେ ପୋଲିସ ବିଏନ୍‌ଏସ୍‌ ଦଫା ୨୯୬, ୩୫୧(୨) ଓ ପଶୁ ସୁରକ୍ଷା ଆଇନ ଧାରା ୧୧ ଅନୁଯାୟୀ ଏକ ମାମଲା (ନଂ. ୨୯୬/୨୦୨୬) ରୁଜୁ କରି ଯୁବକଙ୍କୁ ଧରିବାକୁ ଚେଷ୍ଟା ଚଳାଇଛି।

ସୂଚନା ଅନୁସାରେ, ବାଲେଶ୍ବର ସୋର ଅଞ୍ଚଳର ଅନିଲ କୁମାର ମହାନ୍ତି ଚନ୍ଦକାର ଏକ ଫାର୍ମ ହାଉସରେ ରୋଷେୟା ଭାବରେ କାମ କରନ୍ତି। ଗତ ୧୫ତାରିଖ ରାତି ପ୍ରାୟ ୧୧ ଟାର ସେ ମଦ୍ୟପାନ କରି ଫାର୍ମ ହାଉସକୁ ଫେରିଥିଲେ। ଏହି ସମୟରେ ଗେଟ୍‌ ପାଖରେ ଥିବା ଏକ ପୋଷା ଡାଲ୍‌ମିଶନ କୁକୁରକୁ ସେ ଗୋଇଠା ମାରିଥିଲେ। ଆଘାତ ପରେ କୁକୁରଟି ଭୋକିବାରୁ ତାକୁ ସେ ଏକ ଘରେ ବନ୍ଦ କରି ନିସ୍ତୁକ ମାଡ଼ ମାରିବା ସହ ଅପ୍ରାକୃତ ସମ୍ପର୍କ ରଖିବାକୁ ଉଦ୍ୟମ କରି ଦ୍ୱିତୀୟ ମହଲା ବାଲ୍‌କୋନୀକୁ ଫୋପାଡି ଦେଇଥିଲେ।

ଫଳରେ କୁକୁରଟିର ଆଖି ଓ ସ୍ପାଇନାଲ କର୍ଡରେ ଶକ୍ତ ଆଘାତ ଲାଗିଥିଲା। ଏହି ଘଟଣା ଦେଖିଥିବା ସମସ୍ତ କର୍ମଚାରୀଙ୍କୁ ଅନିଲ ହତ୍ୟା ଧମକ ଦେବା ସହିତ କାହାକୁ ନ ଜଣାଇବାକୁ କହି ଫେରାର ହୋଇଯାଇଥିଲେ। ଗତ ୨୧ତାରିଖରେ ଏହି ଘଟଣା ସମ୍ପର୍କରେ ଜାଣିବା ପରେ ୨୪ ତାରିଖରେ ଚନ୍ଦକା ଥାନାରେ ଅଭିଯୋଗ ହୋଇଛି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଶୋଇଥିବାବେଳେ ଘର ମାଲିକାଣୀଙ୍କୁ ବାହାର ପଟୁ ଶିକୁଳି ମାରି ୪ ଛେଳି ଧରି ଛୁ, ସକାଳୁ ଉଠି ଦେଖିଲା ବେଳକୁ…

ପାଟଣା ,୧୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ବଡ଼ ପାଟଣା ପଞ୍ଚାୟତ ଗୁଳୁଦିପଶି ଗ୍ରାମରେ ଗୁରୁବାର ବିଳମ୍ବିତ ରାତିରେ ଜଗନ୍ନାଥ ବାରିକଙ୍କ ଘର ଭିତରୁ…

ବୃଦ୍ଧ, ଗୁରୁତର ଅସୁସ୍ଥ କଏଦୀଙ୍କ ପାଇଁ ଖୁସି ଖବର: ସୁପ୍ରିମକୋର୍ଟ ଜାରି କଲେ ନୂଆ ନିର୍ଦ୍ଦେଶ

ନୂଆଦିଲ୍ଲୀ,୧୭।୭: ଦେଶର ବିଭିନ୍ନ ଜେଲ୍‌ରେ ବନ୍ଦୀ ଥିବା ବୃଦ୍ଧ, ଗୁରୁତର ଅସୁସ୍ଥ ଏବଂ ଅକ୍ଷମ କଏଦୀମାନଙ୍କ ପାଇଁ ସୁପ୍ରିମକୋର୍ଟ ଏକ ବଡ଼ ନିଷ୍ପତ୍ତି ଶୁଣାଇଛନ୍ତି। ସମସ୍ତ ରାଜ୍ୟ…

ଛାତ୍ରଙ୍କ ସ୍କୁଲ ବ୍ୟାଗ୍‌ରେ ନାଗ ସାପ, ଖୋଲିବା ମାତ୍ରେ କଲା ସୁ ସୁ ଗର୍ଜନ, ଭିଡିଓ ଦେଖିଲେ…

ଭୋପାଳ,୧୭ା୭: ମଧ୍ୟପ୍ରଦେଶର ସାଗର ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଜଣେ ଛାତ୍ରଙ୍କ ବ୍ୟାଗରୁ ହଠାତ୍‌ ଏକ ସାପ ବାହାରିଲା। ବିଷାକ୍ତ ସାପ ଦେଖିବା ପରେ…

ମର୍ମନ୍ତୁଦ ଦୁର୍ଘଟଣା; ସ୍କୁଲ ଭ୍ୟାନକୁ ପିଟିଲା ପାସେଞ୍ଜର ଟ୍ରେନ, ୨ ଛାତ୍ରଙ୍କ ସମେତ ୩ ମୃତ

କୋଲକାତା,୧୭।୭:ପଶ୍ଚିମବଙ୍ଗର ମୁର୍ଶିଦାବାଦ ବରହମପୁରରେ ଏକ ବଡ଼ ଟ୍ରେନ ଦୁର୍ଘଟଣା ଘଟିଛି । ପିଲାମାନଙ୍କୁ ନେଇ ଯାଉଥିବା ଏକ ସ୍କୁଲ ଭ୍ୟାନକୁ ଧକ୍କା ଦେଲା ଟ୍ରେନ୍ । ଏହି…

ପ୍ରେମ ବିବାହର ୩ ବର୍ଷ ପରେ ବଦଳିଗଲା ସ୍ବାମୀର ମନ, ଖାଇବାକୁ ଦେବା ବାହାନାରେ ପାହାଡ଼କୁ ନେଇ କାଟିଦେଲେ….

ଭୋପାଳ,୧୭।୭: ମଧ୍ୟପ୍ରଦେଶର ଦେବାସ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ସ୍ୱାମୀ ତାଙ୍କ ନିଜ ପତ୍ନୀଙ୍କୁ ନିର୍ମମ ଭାବରେ ଆକ୍ରମଣ କରିଥିବା ନେଇ…

ସତ ହେଲା ମାହିଙ୍କ ଭବିଷ୍ୟବାଣୀ! ସ୍ପେନ-ଆର୍ଜେଣ୍ଟିନା ଫାଇନାଲ ପୂର୍ବରୁ ହଇଚଇ ସୃଷ୍ଟି କଲା ଧୋନୀଙ୍କ ୧୦ ବର୍ଷ ତଳର ପୋଷ୍ଟ

ନୂଆଦିଲ୍ଲୀ,୧୭।୭: ଫିଫା ବିଶ୍ୱକପ ୨୦୨୬ର ଆଭିମୁଖ୍ୟ ସ୍ପଷ୍ଟ ହୋଇସାରିଛି। ଚଳିତ ସଂସ୍କରଣର ମେଗା ଫାଇନାଲ ମ୍ୟାଚରେ ଦୁଇ ଶକ୍ତିଶାଳୀ ଦଳ ସ୍ପେନ ଏବଂ ଆର୍ଜେଣ୍ଟିନା ମୁହାଁମୁହିଁ ହେବାକୁ…

ଉଲଗ୍ନ ହୋଇ ରାସ୍ତାରେ ଦୌଡ଼ିଲେ ଯୁବକ: ଭିଡିଓ ଭାଇରାଲ ପରେ ଅଞ୍ଚଳରେ ଚାଞ୍ଚଲ୍ୟ

ନାଗୌର,୧୭।୭: ରାଜସ୍ଥାନର ନାଗୌର ଜିଲାରେ ଜଣେ ଯୁବକ ଉଲଗ୍ନ ଅବସ୍ଥାରେ ରାସ୍ତାରେ ଦୌଡ଼ୁଥିବାର ଭିଡିଓ ଭାଇରାଲ ହେବା ପରେ ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳିଯାଇଛି। ଏହି ଘଟଣାକୁ…

ବଣ ବିଲୁଆ ଆତଙ୍କ: ଲୋକଙ୍କୁ ଗୋଡ଼ାଇ ଗୋଡ଼ାଇ କାମୁଡୁଛି

ନୂଆପଡ଼ା,୧୭ା୭ (ମକାରୁ ବେମାଲ):ନୂଆପଡ଼ା ସଦର ବ୍ଲକ୍‌ ବେଲଟୁକୁରି ଥାନା ଅନ୍ତର୍ଗତ ଭାଲେଶ୍ୱର ପଞ୍ଚାୟତ ଅଞ୍ଚଳରେ ବଣ ବିଲୁଆ ଆତଙ୍କ ଦେଖାଦେଇଛି। ସପ୍ତାହକ ମଧ୍ୟରେ ବିଲୁଆ କାମୁଡ଼ାରେ ୪ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri