ଦୁର୍ଗାଦେବୀ ସାହିରୁ ଚୋରି ଉଦ୍ୟମ, ଥାନାରେ ଏତଲା

ଗଞ୍ଜାମ,୯।୧(ଡି.ଏନ୍‌.ଏ.): ଗଞ୍ଜାମ ଥାନା ଅନ୍ତର୍ଗତ ୱାର୍ଡ ନଂ. ୩ ଦୁର୍ଗାଦେୀ ସାହିର ବିଶ୍ୱନାଥ ପାଢ଼ୀଙ୍କ ଘରୁ ଶୁକ୍ରବାର ବିଳମ୍ବିତ ରାତିରେ ଚୋରି ଉଦ୍ୟମ ପଣ୍ଡ ହୋଇଥିଲା। ଏ ନେଇ ଶନିବାର ବିଶ୍ୱନାଥ ଗଞ୍ଜାମ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି ।
ପ୍ରକାଶ ଯେ, ଘର କବାଟ କଟାଯାଉଥିବା ଶବ୍ଦ ଶୁଣି ପରିବାର ଲୋକଙ୍କ ନିଦ ଭାଙ୍ଗିଯାଇଥିଲା । ଏହି ସମୟରେ ଦୁର୍ବୃତ୍ତମାନେ କବାଟ କଣା କରୁଥିବା ଦେଖି ପରିବାର ଲୋକେ ପାଟି କରିଥିଲେ। ପାଟିଶୁଣି ସେମାନେ ଦୌଡ଼ି ପଳେଇ ଯାଇଥିଲେ ବୋଲି ବିଶ୍ୱନାଥ ଏତଲାରେ ଦର୍ଶାଇଛନ୍ତି ।
ଗତ କିଛି ଦିନ ହେବ ବାହାର ରାଜ୍ୟର କିଛି ପରିବାର ଗଞ୍ଜାମ ସହର ବଡ଼ ବଜାର ମିନିଷ୍ଟାଡିୟମ ଠାରେ ଶାଳ କରି ଲୁହାରେ କାତି, ପନିକି ଇତ୍ୟାଦି ବିକ୍ରି କରୁଛନ୍ତି । ଦିନରେ ସେମାନେ ଉକ୍ତ କାମ କରିବା ପରେ ରାତିରେ ଚୋରି କରୁଥିବା ସ୍ଥାନୀୟ ଲୋକେ ସନ୍ଦେହ କରୁଛନ୍ତି l ଗତବର୍ଷ ମଧ୍ୟ ଏହି ଶୀତ ଦିନରେ ଏମାନେ ଗଞ୍ଜାମରେ ପହଞ୍ଚିବା ପରେ ବିଭିନ୍ନ ସାହିରେ ଚୋରି ହୋଇଥିଲା । ଏଣୁ ପୋଲିସ ଏମାନଙ୍କୁ ଥାନାକୁ ଡାକି ତଦନ୍ତ କରିବାକୁ ଅଞ୍ଚଳବାସି ଦାବି କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଏପ୍ରିଲ ୨୦ରେ ଐତିହାସିକ ଚନ୍ଦନ ଯାତ୍ରା, ଠାକୁରଙ୍କ ନୌବିହାର ପାଇଁ ଆସିଲା ଡ଼ଙ୍ଗା

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ କରଣ ସାହି ସ୍ଥିତ ଶ୍ରୀଶ୍ରୀ ମଦନ ମୋହନ ଗୋପାଳ ସ୍ୱାମୀଙ୍କ ପୀଠରେ ଚଳିତ ମାସ ରୁ ଆରମ୍ଭ ହେବ…

ମୁହାଁମୁହିଁ ଧକ୍କା ହୋଇ ଓଲଟିପଡିଲା ଅଟୋ, ଦୁଇ ଯାତ୍ରୀ….

ନନ୍ଦପୁର,୨।୪(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ହାଣ୍ଡିପୁଟ ସଂଯୋଗୀ ଏମଡିଆର ୫୫ ରାସ୍ତାର ହିକିମପୁଟ-ମାରଡା ଛକ ମଧ୍ୟରେ ଗୁରୁବାର ସକାଳେ ଏପି୩୯ ଟିଏମ ୦୦୬୫ ଓ ଓଡ଼ି ୧୦…

ରାଘବ ଚଢାଙ୍କୁ ବଡ଼ ଝଟକା , ଉପନେତା ପଦରୁ ହଟାଇଲା AAP

ନୂଆଦିଲ୍ଲୀ,୨।୪: ଆମ ଆଦମୀ ପାର୍ଟି (ଏଏପି) ରାଘବ ଚଢାଙ୍କୁ ଏକ ବଡ଼ ଝଟ୍‌କା ଦେଇଛି। ଦଳ ରାଜ୍ୟ ସଭା ସଚିବାଳୟକୁ ଚିଠି ଲେଖି ତାଙ୍କୁ ଗୃହର ଉପନେତା…

ନଦୀକୁ ଡେଇଁ କରୁଥିଲେ ରିଲସ, ପାଣିରେ ବୁଡ଼ି ଯୁବକ….

ଭଦ୍ରକ,୨।୪(ସନାତନ ରାଉତ): ରିଲସ କରିବା ହେଲା କାଳ । ଗୁରୁବାର ଭଦ୍ରକ ପୁରୁଣା ବଜାର ଥାନା ସଂଥିଆ ପୋଲ ଉପରୁ ସାଳନ୍ଦୀ ନଦୀକୁ ଡେଇଁ ୨ ଯୁବକ…

ଫିଲ୍ମ ଷ୍ଟାଇଲ୍‌ରେ ଗୋରୁ ଗାଡ଼ିକୁ ୧୨ କିଲୋମିଟର ଗୋଡ଼ାଇ ଗୋଡ଼ାଇ ଶେଷରେ ପୋଲିସ…

ପରଜଙ୍ଗ,୨ା୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି ପୋଲିସ ଫିଲ୍ମ ଷ୍ଟାଇଲରେ ପ୍ରାୟ ୧୨ କିଲୋମିଟର ରାସ୍ତା ଗୋଡ଼ାଇ ଗୋଡ଼ାଇ ଗୋରୁ ଗାଡ଼ି ଧରିବାରେ…

ଆନ୍ଦୋଳନରେ ସୁଇପର, ଅଳିଆ ଆବର୍ଜନାରେ ପୂରିଛି ସହର

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ): ୧୨ଟି ଓ୍ବାର୍ଡକୁ ନେଇ ଗଠିତ ଗଞ୍ଜାମ ଏନ୍‌ଏସି ବିଭିନ୍ନ ସମସ୍ୟା ଦେଇ ଗତି କରୁଥିବା ବେଳେ ୩ ଦିନରୁ ଊର୍ଦ୍ଧ୍ୱ ହେବ ସଫେଇ କାର୍ଯ୍ୟ…

କୋଲକାତାରୁ ଭୁବନେଶ୍ୱର ଯାଉଥିଲା ବସ୍‌, ରାସ୍ତାରେ ଫାଟିଲା ଚକା, ଆଉ ତା’ ପରେ…

ବାଲେଶ୍ୱର,୨ା୪(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥରେ ହଳଦିପଦା ବାଇପାସ୍‌ ନିକଟରେ ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। କୋଲକାତାରୁ ସାରା ନାମକ ଏକ ଯାତ୍ରୀବାହୀ ବସ୍‌…

ଖରାଦିନେ ଆବଶ୍ୟକତାଠୁ ଅଧିକ ପାଣି ପିଉଛନ୍ତି କି? ହୋଇପାରେ ଗୁରୁତର ସମସ୍ୟା

ନୂଆଦିଲ୍ଲୀ,୨।୪: ପ୍ରଚୁର ପାଣି ପିଇବା ସ୍ୱାସ୍ଥ୍ୟ ପାଇଁ ଲାଭଦାୟକ । କାରଣ ଏହା ଶରୀରକୁ ହାଇଡ୍ରେଟ୍ ରଖେ, ଚର୍ମର ରଙ୍ଗକୁ ଉନ୍ନତ କରେ ଏବଂ ବିଷାକ୍ତ ପଦାର୍ଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri