ବିଧାନସଭାରେ ବିଧାୟକଙ୍କ ଆତ୍ମହତ୍ୟା ଉଦ୍ୟମ

ଭୁବନେଶ୍ୱର,୧୨।୩(ବ୍ୟୁରୋ): ମଣ୍ଡି ସମସ୍ୟା ନେଇ ପୂର୍ବରୁ ବିଧାନସଭାରେ ଆତ୍ମହତ୍ୟା କରିବାକୁ ନେଚବନୀ ଦେଇଥିବା ଦେବଗଡ଼ ବିଧାୟକ ସୁବାସ ପାଣିଗ୍ରାହୀ ଶୁକ୍ରବାର ବିଧାନସଭାର ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନ ବେଳେ ପୁଣି ଆତ୍ମହତ୍ୟା କରିବାକୁ ଚେତାବନୀ ଦେଇଥିଲେ। ଏପରିକି ସେ ଗୃହରେ ସାନିଟାଇଜର ପିଇବାକୁ ଉଦ୍ୟମ କରିଥିଲେ। ହେଲେ ସଂସଦୀୟ ବ୍ୟାପର ମନ୍ତ୍ରୀଙ୍କ ସହ ଅନ୍ୟମାନେ ସାନିଟାଇଜର ଛଡାଇ ନେଇଥିଲେ। ଫଳରେ ଗୃହରେ ଏକ ଅପ୍ରତିକର ଘଟଣା ଟଳିଯାଇଥିଲା। ସୁବାସ ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି, ଜନସାଧାରଣ ତାଙ୍କୁ ପ୍ରତିନିଧିଭାବେ ପଠାଇଛନ୍ତି। ଚାଷୀଙ୍କ ସମସ୍ୟାକୁ ବିଧାନସଭାରେ ଉପସ୍ଥାପନ କରିଛି। ହେଲେ ସରକାର କୌଣସି ପଦକ୍ଷେପ ନେଉନାହାନ୍ତି। ଏହା ତାଙ୍କୁ ବାଧୁଛି। ଏନେଇ ସେ ବିଧାନସଭାରେ ଆତ୍ମହତ୍ୟା ଉଦ୍ୟମ କରିବା ଭଳି ପଦକ୍ଷେପ ନେଇଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ବ୍ରିକ୍ସ ସମ୍ମିଳନୀ: ଦିଲ୍ଲୀରେ ପହଞ୍ଚିଲେ ବିଶ୍ୱ ନେତା

ନୂଆଦିଲ୍ଲୀ,୧୨ା୯ (ପି.ଟି.):ନୂଆଦିଲ୍ଲୀର ପ୍ରଗତି ମଇଦାନସ୍ଥିତ ଭାରତ ମଣ୍ଡପମ୍‌ଠାରେ ଶନିବାରଠାରୁ ୨ ଦିନ ଧରି ୧୮ତମ ବ୍ରିକ୍ସ ସମ୍ମିଳନୀ ଅନୁଷ୍ଠିତ ହେବାକୁ ଯାଉଛି। ଏଥିପାଇଁ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର…

ରୋଗ ଯନ୍ତ୍ରଣାଠୁ ବଳିଯାଉଛି ଧାଡ଼ି ଯନ୍ତ୍ରଣା: ଡାକ୍ତରଖାନାରେ ବିକଳ ଚିତ୍ର

ପଦ୍ମପୁର,୧୨ା୯(ପ୍ରଦୀପ୍ତ ଦାଶ):କିଏ କାଖେଇ ଧରିଛି, କିଏ ଆଣ୍ଠେଇ ପଡ଼ିଛି, ଆଉ କିଏ ଯନ୍ତ୍ରଣାରେ ଭୂଇଁରେ ଲୋଟୁଛି। ବୃଦ୍ଧାବୃଦ୍ଧମାନେ ବାଡ଼ି ସାହାଯ୍ୟରେ ଘଣ୍ଟା ଘଣ୍ଟା ଧରି ଡାକ୍ତରଙ୍କୁ ଅପେକ୍ଷା…

ମହିଳାଙ୍କୁ ସ୍ବାବଲମ୍ବୀ ହେବାର ବାଟ ଦେଖାଇଛି ଖଲିଦନା: ଜଣେ ମହିଳା ମାସକୁ ରୋଜଗାର କରୁଛନ୍ତି…

ନୂଆପଡ଼ା,୧୨ା୯ (ମକାରୁ ବେମାଲ):ବହୁଳ ପ୍ଲାଷ୍ଟିକ ବ୍ୟବହାର ଯୋଗୁ ପରିବେଶ ପ୍ରଦୂଷଣ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ରୋକିବା ପାଇଁ ନୂଆପଡ଼ା ଜିଲା ପ୍ରଶାସନ ପକ୍ଷରୁ ଏକକ ବ୍ୟବହାର…

୨ ଦିନ ହେଲାଣି ଘରୁ ବାହାରି ଯାଇ ଜଙ୍ଗଲରେ ରହୁଥିଲେ ପ୍ରେମୀଯୁଗଳ, ତା’ପରେ କଲେ ଏମିତି କାମ…

ନୂଆପଡ଼ା,୧୨/୯(ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି ଥାନା ଅଞ୍ଚଳରେ କୌଣସି କାରଣରୁ ପ୍ରେମୀଯୁଗଳ ବିଷପାନ କରିବା ପରେ ନାବାଳିକା ପ୍ରେମିକା ଡୋଲେଶ୍ୱରୀ ସା (୧୭)ଙ୍କ ମୃତ୍ୟୁ ଘଟିଛି। ପ୍ରେମିକ…

ସକାଳୁ ସକାଳୁ ଇଣ୍ଡୋନେସିଆରେ ଭୂକମ୍ପ ଝଟ୍‌କା

ଜାକର୍ତ୍ତା,୧୨।୯: ଇଣ୍ଡୋନେସିଆରେ ଲଗାତାର ଦ୍ୱିତୀୟ ଦିନରେ ଭୂକମ୍ପର ଝଟ୍‌କା ଅନୁଭୂତ ହୋଇଛି। ଜାଭା ଦ୍ୱୀପରେ ଶନିବାର ୬.୨ ତୀବ୍ରତାର ଏକ ଶକ୍ତିଶାଳୀ ଭୂକମ୍ପ ହୋଇଛି। ଜର୍ମାନ ରିସର୍ଚ୍ଚ…

ଏବେ ଅଭିଜିତ ଦୀପକେଙ୍କ ମିଶି କ’ଣ କରିବାକୁ ଯାଉଛନ୍ତି ସୋନମ ୱାଙ୍ଗଚୁକ? କଲେ ବଡ଼ ଘୋଷଣା, ସେପ୍ଟେମ୍ବର ୧୯…

ନୂଆଦିଲ୍ଲୀ,୧୨।୯: ଲଦାଖରେ ସେପ୍ଟେମ୍ବର ୧୯ରୁ ହେବାକୁ ଥିବା ସୋନମ ୱାଙ୍ଗଚୁକଙ୍କ ପଦଯାତ୍ରାକୁ ନେଇ ଏବେ ପ୍ରତିକ୍ରିୟା ଆସିଛି। ସୋନମ ୱାଙ୍ଗଚୁକ ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଭିଡିଓ…

ଓରାଙ୍ଗ୍‌ଉଟାନ ଉଦ୍ଧାର ଘଟଣା: ଦୀଘାରୁ ୩ ଜଣଙ୍କୁ ଉଠାଇ ଆଣିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର/ଭୋଗରାଇ,୧୨ା୯(ତ୍ରିନାଥ ମହାନ୍ତି/ ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅନ୍ତର୍ଗତ ବିଚିତ୍ରପୁର ରଣକୋଠା ଜଙ୍ଗଲରୁ ୫ ଓରାଙ୍ଗଉଟାନ ଶାବକ ଉଦ୍ଧାର ଘଟଣାରେ ତଦନ୍ତକୁ ତ୍ୱରାନ୍ବିତ କରିଛି…

ଦୁବାଇରେ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ଓଡ଼ିଶାରେ…

ଭୁବନେଶ୍ୱର,୧୨ା୯(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ତାଙ୍କ ଟିମ୍‌ ୪ର୍ଥ ଦିନରେ ଦୁବାଇ ଠାରେ ଏକ ରୋଡ୍‌ ଶୋ କାର୍ଯ୍ୟକ୍ରମରେ ଯୋଗଦେଇଛନ୍ତି। ଓଡ଼ିଶାର ଶିଳ୍ପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?