ଏଟିଏମ୍‌ ଭାଙ୍ଗି ଲୁଟ୍‌ ଉଦ୍ୟମ, ଅଭିଯୁକ୍ତଙ୍କୁ ଖୋଜୁଛି ପୋଲିସ

ପାଟଣା,୬ା୯(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ଦେଇ ଯାଇଥିବା ୪୯ ନମ୍ବର ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ସାହୁ କମ୍ପ୍ଲେକ୍ସ ଭିତରୁ ଏସ୍‌ବିଆଇର ଏଟିଏମ୍‌କୁ ରବିବାର ବିଳମ୍ବିତ ରାତିରେ ଦୁର୍ବୃତ୍ତ ଭାଙ୍ଗି ଲୁଟ୍‌ ଉଦ୍ୟମ କରିଛନ୍ତି। ସୋମବାର ସକାଳୁ କିଛି ଲୋକ ଏଟିଏମ୍‌କୁ ଟଙ୍କା ଉଠାଇବା ପାଇଁ ଆସିଥିବା ସମୟରେ ଏଟିଏମ୍‌ ଭଙ୍ଗାଯାଇ ଥିବା ଦେଖିବାକୁ ପାଇଥିଲେ। ଖବର ପାଇ ଘଟଣାସ୍ଥଳରେ ତୁରୁମୁଙ୍ଗା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ତେବେ ଏଟିଏମ୍‌ରୁ ଟଙ୍କା ଲୁଟ୍‌ ହୋଇଛି କି ନାହିଁ ତାହାର ତଦନ୍ତ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜଗତ୍‌ସିଂହପୁର ପୌର ପରିଷଦ: ୧୮୭ ଉଠା ଦୋକାନୀଙ୍କୁ ମିଳିଲା ଫନୀ ସହାୟତା

ଜଗତ୍‌ସିଂହପୁର ଅଫିସ,୩୦ା୧: ଜଗତ୍‌ସିଂହପୁର ପୌର ପରିଷଦ ଅଞ୍ଚଳର ବିଭିନ୍ନସ୍ଥାନରେ ଉଠାଦୋକାନ କରି ଗୁଜରାଣ ମେଣ୍ଟାଉଥିବା ଦୋକାନୀଙ୍କ ମଧ୍ୟରୁ ୧୮୭ ଜଣଙ୍କୁ ଫନୀ ସହାୟତା ରାଶି ପ୍ରଦାନ...

ଢିଙ୍କିଆରେ ପଞ୍ଚାୟତ ନିର୍ବାଚନୀ ହିଂସା, ଜଣେ ଗୁରୁତର

କୁଜଙ୍ଗ,୨ା୭(ସ୍ବ.ପ୍ର.): ତ୍ରିଲୋଚନପୁର ଥାନା ଅଧୀନ ଢିଙ୍କିଆ ପଞ୍ଚାୟତରେ ସୋମବାର ସନ୍ଧ୍ୟାରେ ନିର୍ବାଚନୀ ହିଂସା ଘଟିଛି। ଗଣ୍ଡଗୋଳ ଘଟି ଜଣେ ଗୁରୁତର ହୋଇ ପ୍ରଥମେ ଅଠରବାଙ୍କୀ ଓ...

ଟଙ୍କା ନ ଦେଲେ ମିଳୁନି କାର୍ଯ୍ୟାଦେଶ

ପରଜଙ୍ଗ, ୨୧।୧୦(ଡି.ଏନ.ଏ.) ପରଜଙ୍ଗ ବ୍ଲକ ପାଟରପଦା ପଞ୍ଚାୟତରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଅର୍ଥ କାରବାର ହେଉଥିବା ଅଭିଯୋଗ ହୋଇଛି। ଟଙ୍କା ନ ଦେଲେ କାର୍ଯ୍ୟାଦେଶ ଦିଆଯାଉନାହିଁ। ଏ...

ମୌକାର ଫାଇଦା ଉଠାଉଛନ୍ତି ଚୋରା ବାଲି ଚାଲାଣକାରୀ: ତହସିଲଦାର ଦୃଷ୍ଟି ଆକର୍ଷଣ ପାଇଁ ସାଧାରଣରେ ଦାବି

ଆନନ୍ଦପୁର,୧୧।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ବୈତରଣୀ ସେତୁ ମରାମତି ନିମନ୍ତେ ସ୍ଥାନୀୟ ପୂର୍ତ୍ତ ବିଭାଗ ଦ୍ୱାରା ଏକ ଅସ୍ଥାୟୀ ରାସ୍ତା ବନ୍ୟା ସୁରକ୍ଷା ବନ୍ଧରୁ ନଦୀର...

ଜୁନାଗଡରେ ପୋଲିସର ସମନ୍ବୟ ବୈଠକ

ଜୁନାଗଡ,୭।୮(ଡି.ଏନ.ଏ.)-କଳାହାଣ୍ଡି ଜିଲା ଜୁନାଗଡ ସହର ସଂସ୍କୃତି ଭବନଠାରେ ମଙ୍ଗଳବାର ଜୁନାଗଡ ପୋଲିସର ଏକ ସମନ୍ବୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜୁନାଗଡ ଆଇଆଇସି ପ୍ରଭାତ କୁମାର ସେଠିଙ୍କ...

ଆନ୍ଦୋଳନକାରୀ ପରିବା ବ୍ୟବସାୟୀଙ୍କ ପ୍ରତି ତହସିଲଦାରଙ୍କ ଦବଙ୍ଗଗିରି : ସୋସିଆଲ ମିଡିଆରେ ଭିଡିଓ ଭାଇରାଲ

ପୁରୁଷୋତ୍ତମପୁର, ୨୩ା୬(ଡି.ଏନ୍‌.ଏ.) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପରିବା ମାର୍କେଟ ଭାଙ୍ଗିବା ନେଇ ବ୍ୟବସାୟୀମାନେ ବୁଧବାରଠାରୁ ଆନ୍ଦୋଳନ ଜାରି ରଖିଛନ୍ତି। ସେମାନେ ଆନ୍ଦୋଳନ ସମୟରେ ମାର୍କେଟ...

ଦ୍ୱାରଶୁଣି ଘାଟିରେ ୫୦ ଫୁଟ ତଳକୁ ଖସିଲା ଟ୍ରକ

ବାଙ୍ଗିରିପୋଷି,୯ା୮(ଡି.ଏନ୍‌.ଏ.)- ବାଙ୍ଗିରିପୋଷି ଥାନା ଅନ୍ତର୍ଗତ ଦ୍ୱାରଶୁଣି ଘାଟିର ପ୍ରଥମ ବାଙ୍କରେ କଲିକତା ଅଭିମୁଖେ ଯାଉଥିବା ଏକ ସ୍ପଞ୍ଜ ରୋଲ ବୋଝେଇ ଟ୍ରକ ଭାରସାମ୍ୟ ହରାଇ ରାସ୍ତାରୁ...

ପତିବ୍ରତା, ଭକ୍ତି ଓ ନିଷ୍ଠାର ପ୍ରତୀକ- ମହିଳା ପାଳନ କଲେ ସାବିତ୍ରୀ ବ୍ରତ

ଖଣ୍ଡପଡ଼ା,୪ା୬(ସ୍ବ.ପ୍ର.)-ଜ୍ୟେଷ୍ଠ ଅମାବାସ୍ୟା ତିଥିରେ ସାବିତ୍ରୀ ବ୍ରତ ପାଳନ କରାଯାଏ । ପରମ ପତିବ୍ରତା, ସାଧ୍ୱୀ ସାବିତ୍ରୀ ତପସ୍ୟା ଓ ପତିଭକ୍ତି ଦ୍ୱାରା ମୃତ୍ୟୁଦେବ ଯମରାଜଙ୍କ କବଳରୁ...

Advertisement


Archives

Model This Week