ଏଟିଏମ୍‌ ଭାଙ୍ଗି ଲୁଟ୍‌ ଉଦ୍ୟମ, ଅଭିଯୁକ୍ତଙ୍କୁ ଖୋଜୁଛି ପୋଲିସ

ପାଟଣା,୬ା୯(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ଦେଇ ଯାଇଥିବା ୪୯ ନମ୍ବର ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ସାହୁ କମ୍ପ୍ଲେକ୍ସ ଭିତରୁ ଏସ୍‌ବିଆଇର ଏଟିଏମ୍‌କୁ ରବିବାର ବିଳମ୍ବିତ ରାତିରେ ଦୁର୍ବୃତ୍ତ ଭାଙ୍ଗି ଲୁଟ୍‌ ଉଦ୍ୟମ କରିଛନ୍ତି। ସୋମବାର ସକାଳୁ କିଛି ଲୋକ ଏଟିଏମ୍‌କୁ ଟଙ୍କା ଉଠାଇବା ପାଇଁ ଆସିଥିବା ସମୟରେ ଏଟିଏମ୍‌ ଭଙ୍ଗାଯାଇ ଥିବା ଦେଖିବାକୁ ପାଇଥିଲେ। ଖବର ପାଇ ଘଟଣାସ୍ଥଳରେ ତୁରୁମୁଙ୍ଗା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ତେବେ ଏଟିଏମ୍‌ରୁ ଟଙ୍କା ଲୁଟ୍‌ ହୋଇଛି କି ନାହିଁ ତାହାର ତଦନ୍ତ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କରୋନା ପଜିଟିଭ୍‌ ଚିହ୍ନଟ ପରେ ଲିଆଖାଇ ଗାଁ ସିଲ୍‌

ଚିକିଟି,୨୦ା୫(ଡି.ଏନ.ଏ.)- ଚିକିଟି ବ୍ଲକ୍‌ ଲିଆଖାଇ ଗ୍ରାମକୁ ମଙ୍ଗଳବାର ସନ୍ଧ୍ୟାରେ ସ୍ଥାନୀୟ ପ୍ରଶାସନ ସିଲ୍‌ କରିଛି। ମସ୍ତିଷ୍କ କର୍କଟ ରୋଗରେ ଭୁବନେଶ୍ୱର ଏମ୍‌ସ ହସ୍‌ପିଟାଲରେ ଚିକିତ୍ସିତ ହେଉଥିବା...

ପୁରୀ ସ୍ବର୍ଗଦ୍ୱାରରେ ହେଲା କଟକଣା

ପୁରୀ ଅଫିସ, ୮।୧: ପୁରୀ ସ୍ବର୍ଗଦ୍ୱାରରେ ସୋମବାରରୁ ଶବଦାହ ଉପରେ କଟକଣା ଲାଗୁ ହୋଇଛି। ଏଣିକି ସ୍ବର୍ଗଦ୍ୱାରରେ ବାହାର ଜିଲାର ଲୋକଙ୍କ ଶବଦାହ କରିବାକୁ ଅନୁମତି...

ଜଳିଗଲା ଘର: ଲାଗିଲାନି ଦମକଳ କେନ୍ଦ୍ରର ଫୋନ

ବସ୍ତା,୨୮।୩ (ଡି.ଏନ.ଏ.)-ରୂପ୍‌ସା ଥାନା ବରହମପୁର ଝିଙ୍କିରିଆ ଗ୍ରାମରେ ଶୁକ୍ରବାର ଅଗ୍ନିକାଣ୍ଡ ଘଟି ଘର ଜଳିଯାଇଛି। ମଧ୍ୟାହ୍ନରେ ଶ୍ୟାମସୁନ୍ଦର ମାରାଣ୍ଡିଙ୍କ ଘରେ ନିଆଁ ଲାଗିଯାଇଥିଲା। ଜରୁରୀ ସମୟରେ...

୫୦ବର୍ଷ ପାଇଁ ସହର ନବୀକରଣ ଯୋଜନା

ଜଗତ୍‌ସିଂହପୁର ଅଫିସ,୧୩ା୫: ଜଗତ୍‌ସିଂହପୁର ଏକ ମଧ୍ୟମ ଶ୍ରେଣୀର ସହର। ୧୯୮୫ ମସିହା ପରଠାରୁ ସହର ସମେତ ଜିଲାରେ ମାଷ୍ଟର ପ୍ଲାନ ହୋଇନାହିଁ, ଯେଉଁଥିପାଇଁ ସହରଟି ଦିନକୁଦିନ...

ପୋଖରୀରୁ ଛାତ୍ରଙ୍କ ମୃତଦେହ ଉଦ୍ଧାର:ହତ୍ୟା ସନ୍ଦେହ

ବାଲେଶ୍ୱର ଅଫିସ, ୨୬।୬-ବାଲେଶ୍ୱର ସଦର ଥାନା ଫକୀରମୋହନ ନଗରରେ ଥିବା ଏକ ପୋଖରୀରୁ ମଙ୍ଗଳବାର ଅପରାହ୍ନ ସମୟରେ ଜଣେ ଛାତ୍ରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ପରିବାର...

ଘଟଗାଁ ଥାନା ଅଞ୍ଚଳରେ ମହିଳାଙ୍କୁ ଗଣବଳାତ୍କାର, ୨ ଗିରଫ

କେନ୍ଦୁଝର, ୧୩।୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ଘଟଗାଁ ଥାନା ଅଞ୍ଚଳରେ ଜଣେ ବିବାହିତା ମହିଳାଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ପୋଲିସ ଦୁଇଜଣ ବିବାହିତ...

ରାୟଗଡ଼ାରେ ଫସିଛନ୍ତି ୧୮ ତୀର୍ଥଯାତ୍ରୀ

ରାୟଗଡ଼ା ଅଫିସ,୨୬।୩: ଛତିଶଗଡ଼ର ୧୮ ତୀର୍ଥଯାତ୍ରୀ ଗତ ୧୨ ତାରିଖରେ ଛତିଶଗଡ଼ର ମାହାସାମୁଦ୍ର ଜିଲାର ନାନ୍ଦଗାଓଁରୁ ତୀର୍ଥ ଯାତ୍ରା ଆରମ୍ଭ କରିଥିଲେ। ୨୨ ତାରିଖରେ ସେମାନଙ୍କ...

ଶେଷରେ ରାଜିହେଲା ରିମ୍‌ଝିମ୍‌

ଢେଙ୍କାନାଳ ଅଫିସ, ୨୧।୯: ଦୀର୍ଘଦିନର ବାଦ-ବିବାଦ, ଆଲୋଚନା-ପର୍ଯ୍ୟାଲୋଚନାରେ ପଡ଼ିଛି ପୂର୍ଣ୍ଣଚ୍ଛେଦ। ଜମିହରା ୧୫୦ କ୍ଷତିଗ୍ରସ୍ତ ପ୍ରଜାଙ୍କୁ ଦକ୍ଷତା ଓ ଯୋଗ୍ୟତାଭିତ୍ତିରେ ନିଯୁକ୍ତି ଦେବାକୁ ରାଜି ହୋଇଛି...

Advertisement
Archives

Model This Week