ଉପମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରାଉ ଉଦ୍ୟମ

ଭୁବନେଶ୍ୱର,୧୯।୭: ପୁରୀ ଜିଲା ବଳଙ୍ଗା ଥାନା ବାୟାବର ଗାଁରେ ଜଣେ ନାବାଳିକାଙ୍କ ଦେହରେ ଦୁର୍ବୃତ୍ତମାନେ ନିଆଁ ଲଗାଇ ଦେଇଛନ୍ତି। ଫଳରେ ନାବାଳିକା ଜଣକ ଗୁରୁତର ଅବସ୍ଥାରେ ଭୁବନେଶ୍ୱର AIIMS ସ୍ଥାନାନ୍ତର କରାଯାଇଛି। ଅନ୍ୟପକ୍ଷେ ରାଜ୍ୟରେ ଆଇନ ଶୃଙ୍ଖଳା ପରିସ୍ଥିତି ବିପର୍ଯ୍ୟୟ ହୋଇପଡିଥିବା ଅଭିଯୋଗ କରି ଭୁବନେଶ୍ବରରେ ଛାତ୍ର କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଏପରିକି ଛାତ୍ର କଂଗ୍ରେସ ପକ୍ଷରୁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ବାସଭବନ ଘେରାଉ ଉଦ୍ୟମ କରାଯାଇଥିଲା। ହେଲେ ପୋଲିସ ଏଜି ଛକରୁ ଛାତ୍ର କଂଗ୍ରେସ କର୍ମୀଙ୍କୁ ଉଠାଇ ନେଇଥିଲା। ଏହି ଘଟଣା ଏବେ ରାଜ୍ୟ ରାଜନୀତିକୁ ସରଗରମ କରିଦେଇଛି॥

ଅନ୍ୟପକ୍ଷେ ନାବାଳିକାଙ୍କ ଦେହରେ ନିଆଁ ଲଗାଇଦେବା ଘଟଣାରେ କ୍ଷୋଭ ପ୍ରକାଶ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ସେ କହିଛନ୍ତି, ଏହି ଖବର ଶୁଣି ମୁଁ ବ୍ୟଥିତ ଓ ମର୍ମାହତ, ଝିଅଟିକୁ AIIMS ସ୍ଥାନାନ୍ତର କରାଯାଇଛି। ନାବାଳିକାଙ୍କ ଚିକିତ୍ସାର ସମସ୍ତ ଖର୍ଚ୍ଚ ସରକାର ବହନ କରିବେ। ଏଥିସହିତ ଦୋଷୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ଦୋଷୀଙ୍କୁ ତୁରନ୍ତ ଗିରଫ କରିବାକୁ ଉପମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri