ପିଲା, ଶିକ୍ଷକଙ୍କ ଉପସ୍ଥାନ ଦୈନିକ ଅପ୍‌ଲୋଡ୍‌ ହେବ

ଭୁବନେଶ୍ୱର, ୨୯।୧୦(ଅସମାପିକା ସାହୁ)ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ବା ଜୁନିୟର କଲେଜ ଛାତ୍ରୀଛାତ୍ର ଏବଂ ଶିକ୍ଷକଙ୍କ ଉପସ୍ଥାନର କଡ଼ାକଡ଼ି ଯାଞ୍ଚ ହେବ। ବିଭାଗ ଅନୁଯାୟୀ ଇ-ସ୍ପେସ୍‌ରେ ଛାତ୍ରୀଛାତ୍ର ଓ ଶିକ୍ଷକଙ୍କ ଦୈନିକ ଉପସ୍ଥାନ ଅପ୍‌ଲୋଡ୍‌ କରାଯିବ। ପ୍ରତ୍ୟେକ କାର୍ଯ୍ୟ ଦିବସର ଅପରାହ୍ନ ୪ଟା ସୁଦ୍ଧା ଉପସ୍ଥାନ ଅପ୍‌ଡେଟ୍‌ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ସମସ୍ତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଅଧ୍ୟକ୍ଷଙ୍କୁ ଚିଠି ଲେଖି ଅବଗତ କରାଯାଇଛି। ଏଥିରେ ଖିଲାପ କଲେ ଏହାକୁ ଗୁରୁତର ସହ ନିଆଯିବ ବୋଲି ନିର୍ଦ୍ଦେଶାଳୟ ଜଣାଇଦେଇଛି। ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଇ-ସ୍ପେସ୍‌ ଲଗ୍‌ ଇନ୍‌ କରି ଦୈନିକ ଉପସ୍ଥାନ ଅପ୍‌ଡେଟ୍‌ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏକାଦଶ ଓ ଦ୍ବାଦଶ ଛାତ୍ରୀଛାତ୍ର ଏବଂ ଶିକ୍ଷକଙ୍କ ପାଇଁ ନୂତନ ଉପସ୍ଥାନ ମଡ୍ୟୁଲ ଇ-ସ୍ପେସ୍‌ରେ ଉପଲବ୍ଧ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କୁ ଭିଆଇପି ଟ୍ରିଟମେଣ୍ଟ! ସଚିନଙ୍କୁ ମିଳି ନ ଥିଲା; କାହିଁକି ହେଲା…?

ନୂଆଦିଲ୍ଲୀ, ୨୫ା୬: ଭାରତର ୧୫ ବର୍ଷୀୟ ପ୍ରତିଭାବାନ କ୍ରିକେଟର ବୈଭବ ସୂର୍ଯ୍ୟବଂଶୀଙ୍କ ଇଂଲଣ୍ଡ ଗସ୍ତକୁ ନେଇ ଏବେ ସାରା ଦେଶରେ ଜୋରଦାର ଚର୍ଚ୍ଚା ଚାଲିଛି। ଖବର ଅନୁଯାୟୀ, ଇଂଲଣ୍ଡରେ…

ଚଳନ୍ତା ଟ୍ରେନ୍‌ରୁ କାଠଯୋଡ଼ି ନଦୀବାଲିକୁ ଖସିପଡ଼ିଲେ ଯୁବକ: ଅଗ୍ନିଶମ ବାହିନୀ ଦ୍ୱାରା ଉଦ୍ଧାର, ଏସ୍‌ସିବିରେ ଭର୍ତ୍ତି

କଟକ, ୨୫ା୬(କାର୍ତ୍ତିକ ସାହୁ): କଟକ କାଠଯୋଡ଼ି ନଦୀ ବ୍ରିଜ୍‌ ଉପରେ ଏକ ରେଳ ଦୁର୍ଘଟଣାରୁ ବର୍ତ୍ତି ଯାଇଛନ୍ତି ଜଣେ ଯୁବକ। ଏକ ଚଳନ୍ତା ଟ୍ରେନ୍‌ରୁ ଜଣେ ଯୁବକ…

ସାଇକେଲରେ ଶବ ବୋହିବା ଘଟଣା: ପ୍ରଶାସନିକ ତତ୍ପରତା,ଶୋକସନ୍ତପ୍ତ ପରିବାରକୁ ଭେଟି…

ପାଇକମାଳ,୨୫।୬(ବଡ଼ ଶତପଥୀ)- ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ କଣ୍ଟାପଡ଼ା ଗ୍ରାମରେ ଘଟିଥିବା ଏକ ଅଭାବନୀୟ ଘଟଣାରେ ଜିଲା ଓ ବ୍ଲକ ପ୍ରଶାସନ ପକ୍ଷରୁ ତୁରନ୍ତ ସହାୟତାର…

ସ୍କୁଲକୁ ବିଳମ୍ବରେ ଆସିବା ପଡ଼ିଲା ମହଙ୍ଗା

ଉମରକୋଟ, ୨୫।୬(ସନ୍ତୋଷ ଶତପଥୀ): ଜଣେ ଶିକ୍ଷକ ସ୍କୁଲକୁ ପ୍ରତିଦିନ ବିଳମ୍ବରେ ଆସୁଥିବା ଅଭିଯୋଗ ହେବା ପରେ ଗୁରୁବାର ଉମରକୋଟ ବିଇଓ ତାଙ୍କର ଦରମା ବନ୍ଦ କରିଛନ୍ତି। ଏଥିସହ…

ଇଚ୍ଛାମୃତ୍ୟୁ ଆବେଦନ ପରେ ଚେତିଲା ପ୍ରଶାସନ: ଯୁବଚାଷୀ ଗୋପାଳକୃଷ୍ଣଙ୍କ ପରିବାରକୁ ୨୦ ହଜାର ଟଙ୍କାର ଚିକିତ୍ସା ସହାୟତା

ବରଗଡ଼,୨୫।୬(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରି ଟୋକନ ପାଇବାରୁ ବଞ୍ଚିତ ହେବା ପରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ମେଲଛାମୁଣ୍ଡା ଗ୍ରାମର ଯୁବଚାଷୀ ଗୋପାଳକୃଷ୍ଣ ସାହୁ ଇଚ୍ଛାମୃତ୍ୟୁ ପାଇଁ ଆବେଦନ…

Ketan Murder Case:ପିତାଙ୍କ ଗୁହାରି, କହିଲେ ଝିଅକୁ ଦିଆଯାଉ ଫାଶୀ!

ପୁଣେ,୨୫।୬: ପୁଣେରେ ହାଇପ୍ରୋଫାଇଲ କେତନ ଅଗ୍ରୱାଲ ହତ୍ୟା ମାମଲାର ତଦନ୍ତ ଆଗକୁ ବଢ଼ିବା ସହିତ, ମାମଲାର ନୂତନ ଦିଗ ସାମ୍ନାକୁ ଆସୁଛି। ଏବେ, ମାମଲାର ମୁଖ୍ୟ ଅଭିଯୁକ୍ତ…

ଦୟନୀୟ ଯୋଗାଯୋଗ ବ୍ୟବସ୍ଥା, ଗାଁକୁ ଆସି ପାରିଲାନି ଆମ୍ବୁଲାନ୍ସ

ମାଲକାନଗିରି,୨୫।୬(ଗୌରିଶଙ୍କର ପଣ୍ଡା): ମାଲକାନଗିରି ଜିଲା ଖଇରପୁଟ ବ୍ଲକ ଅଧୀନ ସୀମାନ୍ତ ଗୋବିନ୍ଦପାଲି ପଞ୍ଚାୟତ ଅନ୍ଧାରି ଗାଁରେ ଦୟନୀୟ ଯୋଗାଯୋଗ ବ୍ୟବସ୍ଥାର ଚିତ୍ର ସାମ୍ନାକୁ ଆସିଛି। ଗାଁକୁ ଭଲ…

ପ୍ରେମ ସାଜିଲା କାଳ: ପଶ୍ଚିମବଙ୍ଗ ପ୍ରେମିକାଙ୍କୁ ଓଡ଼ିଶା ଆଣି ହତ୍ୟା କରିଥିଲେ ଝାଡ଼ଖଣ୍ଡର ପ୍ରେମିକ, ସିନ୍ ରିକ୍ରିଏସନ କରି…

ହାଟଡିହୀ,୨୫l୬(ଶୁଭକାନ୍ତ ନାୟକ): ପ୍ରେମର କରୁଣ ପରିଣତି। ପ୍ରେମ ପାଇଁ ଚାଲିଗଲା ଜଣେ ଯୁବତୀଙ୍କ ଜୀବନ। ସମ୍ପର୍କର ମଧୁରତା ଶେଷରେ ମୃତ୍ୟୁର କାରଣ ସାଜିଛି, ଯାହା ହାଟଡିହୀ ଅଞ୍ଚଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri