କ୍ୟାପିଟାଲ ହସ୍ପିଟାଲରେ  ଶିଶୁ ଅଦଳବଦଳ ଅଭିଯୋଗ ଘଟଣା ଆଟେଣ୍ଡାଣ୍ଟ ନିଲମ୍ବିତ

ଭୁବନେଶ୍ୱର,୨୭।୯: ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲରେ  ଶିଶୁ ଅଦଳବଦଳ ଅଭିଯୋଗ ଘଟଣାରେ ଗାଇନିଂ ୱାର୍ଡର ଆଟେଣ୍ଡାଣ୍ଟଙ୍କୁ ନିଲମ୍ବିତ କରାଯାଇଛି।   ହସ୍ପିଟାଲ ନିର୍ଦ୍ଦେଶକ  ତାଙ୍କୁ ନିଲମ୍ବିତ କରିଛନ୍ତି। ଦାୟିତ୍ୱରେ ଅବହେଳା ପାଇଁ ନିଲମ୍ବନ କରାଯାଇଥିବା ସୂଚନା ମିଳିଛି।  ତେବେ ଘଟଣାର  ତଦନ୍ତ ଜାରି ରହିବ ବୋଲି କ୍ୟାପିଟାଲ ନିର୍ଦ୍ଦେଶକ କହିଛନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

ହୃଦୟବିଦାରକ ଦୃଶ୍ୟ! ରାସ୍ତା ନଥିବାରୁ ଖଟିଆରେ ବୁହାହେଲା ଗର୍ଭବତୀଙ୍କ ମୃତଦେହ, ଶିଶୁ ବି..

ଗୁଡ଼ାରୀ,୩୦।୬(ପ୍ରମୋଦ କୁମାର ପତି ): ଗୁଡ଼ାରୀ ବ୍ଲକ କର୍ଲାଘାଟି ଗ୍ରାମପଞ୍ଚାୟତର ପେଟାଖାଲ ଗ୍ରାମରୁ ସ୍ବାସ୍ଥ୍ୟବସ୍ଥାର ବିକଳ ଚିତ୍ର ସାମ୍ନାକୁ ଆସିଛି । ଗର୍ଭବତୀ ସେବତୀ ନାରେଙ୍ଗାକାଙ୍କ ମୃତ୍ୟୁ ହେବା…

ଲୋମହର୍ଷଣକାରୀ ହତ୍ୟା, ଲୁଟ୍ ଘଟଣା: ହତ୍ୟାକାରୀଙ୍କ ଗାଡି ଦୁର୍ଘଟଣା, ଯେ ପାଞ୍ଚେ ପରର ମନ୍ଦ ତା ମନ୍ଦ…

ସୁନ୍ଦରଗଡ଼, ୩୦।୬ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲାରେ ଘଟିଥିବା ଏକ ଲୋମହର୍ଷଣକାରୀ ହତ୍ୟା ଓ ଲୁଟ୍ ଘଟଣାର ପର୍ଦ୍ଦାଫାସ କରିଛି ପୋଲିସ। ଏନେଇ ମଙ୍ଗଳବାର ସୁନ୍ଦରଗଡ଼…

‘ମୋଦିଙ୍କୁ ଫୋନ କର, ସେ ଉଠି ସାରିଥିବେ’,ଟ୍ରମ୍ପଙ୍କ ମନ୍ତବ୍ୟକୁ ନେଇ ଚର୍ଚ୍ଚା

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସକାଳ ୬ଟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଫୋନ୍ କରିବାକୁ ଇଚ୍ଛା ପ୍ରକାଶ କରିଥିଲେ । ଏହା ଶୁଣି ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ…

ଧୀରଜ ସେଠ ଆଗାମୀ ସ୍ଥଳସେନା ମୁଖ୍ୟ: ଉପେନ୍ଦ୍ରଙ୍କ ନେବେ ସ୍ଥାନ

ନୂଆଦିଲ୍ଲୀ,୩୦।୬: କଶ୍ମୀରରେ ଆତଙ୍କବାଦୀଙ୍କ ହୃଦୟରେ ଆତଙ୍କ ସୃଷ୍ଟି କରିଥିବା ଲେଫ୍ଟନାଣ୍ଟ ଜେନେରାଲ ଧୀରଜ ସେଠ ଆଗାମୀ ସ୍ଥଳସେନା ମୁଖ୍ୟ ଭୂମିକା ଗ୍ରହଣ କରିବାକୁ ଯାଉଛନ୍ତି। ସେ ଜେନେରାଲ…

ଟଙ୍କା କାରବାରକୁ କେନ୍ଦ୍ର କରି ଯୁବକଙ୍କୁ ମାରଣାନ୍ତକ ଆକ୍ରମଣ: ହାତ, ଗୋଡ଼କୁ ହାଣିଲେ….

ଭୁବନେଶ୍ୱର,୩୦।୬: ରାଜଧାନୀ ଭୁବନେଶ୍ୱରର ଲିଙ୍ଗରାଜ ଥାନା ଅଞ୍ଚଳରେ ଟଙ୍କା କାରବାରକୁ କେନ୍ଦ୍ରକରି ଜଣେ ଯୁବକଙ୍କ ଉପରେ ମାରଣାନ୍ତକ ଆକ୍ରମଣ ଘଟିଛି। ମୂଳାପଡ଼ିଆ ନିକଟରେ କିଛି ଦୁର୍ବୃତ୍ତ ଧାରୁଆ…

କମ ହେବ ପେଟ୍ରୋଲ-ଡିଜେଲ ଦାମ? ଦୋହା ବୈଠକ ପୂର୍ବରୁ ଅଶୋଧିତ ତୈଳ ଦର ହ୍ରାସ ପାଇବ, ଜାଣନ୍ତୁ ନୂଆ ଦାମ୍‌

ନୂଆଦିଲ୍ଲୀ,୩୦।୬: ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟକୁ ନେଇ ଗ୍ରାହକମାନଙ୍କ ପାଇଁ କିଛି ଆଶ୍ୱସ୍ତିକର ଖବର ଆସିପାରେ। ମଙ୍ଗଳବାର ତେଲ ମୂଲ୍ୟରେ ହ୍ରାସ ରେକର୍ଡ କରାଯାଇଛି, ଏବଂ ମାସ…

ଡ୍ୟାମରେ ବୁଡ଼ି ଚାଲିଗଲା ମହିଳାଙ୍କ ଜୀବନ, ବେସାହାରା ଛୁଆଙ୍କୁ ସରକାରୀ ସହାୟତା ଦାବି

ମୋହନା,୩୦।୬(ମନ୍ମଥ ମିଶ୍ର): ଡ୍ୟାମରେ ଗାଧୋଇବା ବେଳେ ପାଣିରେ ବୁଡ଼ି ମହିଳାଙ୍କ ମୃତ୍ୟୁ ହୋଇଛି । ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ଅନ୍ତର୍ଗତ…

ବିନା ଭୁଲ୍‌ରେ ଛାତ୍ରଙ୍କୁ ଜୋରଦାର ଚାପୁଡା ମାରିଲେ ଶିକ୍ଷକ: ଆଉ ତା’ପରେ ଘଟିଲା…

ଅହମ୍ମଦାବାଦ,୩୦।୬:ଗୁଜରାଟର ଅହମ୍ମଦାବାଦରୁ ଶିକ୍ଷକ-ଛାତ୍ର ସମ୍ପର୍କକୁ କଳଙ୍କିତ କରୁଥିବା ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ନିକୋଲ ଅଞ୍ଚଳର ଏକ ସ୍କୁଲରେ ଜଣେ ଶିକ୍ଷକ ବିନା ଭୁଲ୍‌ରେ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri